ଓଡ଼ିଆ ଝିଅ ହେଲେ ଦେଶର ପ୍ରଥମ ମହିଳା ADC

ନୂଆଦିଲ୍ଲୀ : ଓଡ଼ିଆ ଝିଅ ମନୀଷା ପାଢ଼ୀ ହୋଇଛନ୍ତି ଦେଶର ପ୍ରଥମ ମହିଳା ADC । ବାୟୁସେନା ଅଧିକାରୀ ଭାବେ ନିଯୁକ୍ତି ପାଇଥିବା ମନୀଷାଙ୍କୁ ମିଜୋରାମ ରାଜ୍ୟପାଳ ହରିବାବୁ କାମଭାମପତି ADC (Aide-De-Camp) ଭାବେ ନିଯୁକ୍ତି ଦେଇଛନ୍ତି ।ସ୍କ୍ୱାର୍ଡନ ଲିଡର … Read More

ରାଜସ୍ଥାନରେ ଫୁଟିବ ପଦ୍ମ : ଏକଜିଟ୍ ପୋଲ ଦେଲା ସଂକେତ

ନୂଆଦିଲ୍ଲୀ: ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ଼, ମିଜୋରାମ ଓ ତେଲେଙ୍ଗାନା ବିଧାନସଭା ନିର୍ବାଚନ ୨୦୨୩ ର ବୁଥ ବାହୁଡ଼ା ମତ ବା ଏକଜିଟ୍ ପୋଲ୍ ର ଫଳାଫଳ ଆସିବା ଆରମ୍ଭ ହୋଇଯାଇଛି। ତେଲେଙ୍ଗାନାରେ ଗୁରୁବାର ଅପରାହ୍ନ ୫ଟାରେ ମତଦାନ ଶେଷ ହୋଇଥିବା … Read More

ଛତିଶଗଡ଼ରେ କ୍ଷମତା ବଜାୟ ରଖିବ କଂଗ୍ରେସ !

ନୂଆଦିଲ୍ଲୀ : ଛତିଶଗଡ଼, ରାଜସ୍ଥାନ, ମଧ୍ୟ ପ୍ରଦେଶ, ତେଲେଙ୍ଗାନା ଓ ମିଜୋରାମ ବିଧାନସଭା ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ଶେଷ ହୋଇଥିବା ବେଳେ ବିଭିନ୍ନ ଜାତୀୟ ଗଣମାଧ୍ୟମ ଓ ସଂସ୍ଥା ପକ୍ଷରୁ କରାଯାଇଥିବା ଏକଜିଟ୍ ପୋଲ୍‌ ତଥ୍ୟ ଆଜି ସାମ୍ନାକୁ ଆସିଛି। … Read More

ଆସିଲେ ପ୍ରତ୍ୟୁଷାଙ୍କ ପୂର୍ବତନ ସ୍ୱାମୀ, ହେଲେ ଆସିଲେନି ସୋମାଲିକା

କଟକ : ବିଜେଡି ବିଧାୟକ ବିଜୟ ଶଙ୍କର ଦାସ ବିବାହ ବିବାଦ ମାମଲାରେ ନୂଆ ଟ୍ଵିଷ୍ଟ ଆସିଛି। ବିଜୟଙ୍କ ଭାବି ପତ୍ନୀ ପ୍ରତ୍ୟୁଷା ନନ୍ଦ ପୂର୍ବରୁ ବିବାହିତ ଏବଂ ତାଙ୍କର ବିବାହ ବିଚ୍ଛେଦ ହୋଇସାରିଛି। ପ୍ରତ୍ୟୁଷାଙ୍କ ପୂର୍ବତନ ସ୍ୱାମୀ ତୃପ୍ତି … Read More

ପଡ଼ୋଶୀଙ୍କ ଘରୁ ବାହାରିଲେ ଫେରାର ଜେଇ, କହିଲେ – ଭିଜିଲାନ୍ସ ଚଢ଼ାଉ କଥା ଜାଣିନି

ଭୁବନେଶ୍ବର : ବହୁ ଘଣ୍ଟାର ଛକାପଞ୍ଝା ପରେ ଶେଷରେ ଧରା ପଡ଼ିଲେ ମହାଧୂର୍ତ୍ତ କନିଷ୍ଠ ଯନ୍ତ୍ରୀ। ଭିଜିଲାନ୍ସ ଟିମ୍‌କୁ ଦେଖି ପଡ଼ୋଶୀଙ୍କ ଛାତକୁ ଡେଇଁ କନିଷ୍ଠ ଯନ୍ତ୍ରୀ ସୁନୀଲ କୁମାର ପାଢ଼ୀ ଫେରାର ହୋଇ ଯାଇଥିବା ଖବର ଆଜି ସକାଳୁ … Read More

ସଜେଇ ହେଉଛି ମୁକ୍ତାକାଶ ରଙ୍ଗମଞ୍ଚ

କୋଣାର୍କ  : ବିଶ୍ବ ଐତିହ୍ୟ ପର୍ଯ୍ୟଟନସ୍ଥଳୀ କୋଣାର୍କ ସୂର୍ଯ୍ୟମନ୍ଦିର ପାଦଦେଶରେ ମୁକ୍ତାକାଶ ରଙ୍ଗମଞ୍ଚ ପରିସରରେ ଡିସେମ୍ବର ୧ରୁ ୫ତାରିଖ ପର୍ଯ୍ୟନ୍ତ ୩୪ତମ କୋଣାର୍କ ଉତ୍ସବ ଏବଂ ପୁରାଣ ପ୍ରସିଦ୍ଧ ଚନ୍ଦ୍ରଭାଗା ବେଳାଭୂମିରେ ବିଶିଷ୍ଟ ବାଲୁକା ଶିଳ୍ପୀମାନଙ୍କୁ ନେଇ ୧୩ତମ ଅନ୍ତର୍ଜାତୀୟ … Read More

ଯୁକ୍ତ୨ ଛାତ୍ରୀଛାତ୍ରଙ୍କୁ ମିଳିବ ଏନ୍‌ଇଇଟି, ଜେଇଇ କୋଚିଂ

ଭୁବନେଶ୍ୱର : ରାଜ୍ୟର ସମସ୍ତ ଯୁକ୍ତ୨ ଛାତ୍ରୀଛାତ୍ରଙ୍କୁ ନିଜ ସ୍କୁଲ୍‌ରେ ଏନ୍‌ଇଇଟି ଏବଂ ଜେଇଇ କୋଚିଂ ମିଳିବ। ଛାତ୍ରୀଛାତ୍ରଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ମନୋଭାବ ଦୃଢ଼ କରିବା ପାଇଁ ରାଜ୍ୟ ସରକାର ଏଭଳି ପଦକ୍ଷେପ ନେଇଛନ୍ତି। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା … Read More

କଳାହାଣ୍ଡି ଓ ମୟୂରଭଞ୍ଜ ଜିଲ୍ଲାରେ ୨ଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ପ୍ରକଳ୍ପ ଦୁଇଟି ହେଉଛି କଳାହାଣ୍ଡି ଜିଲ୍ଲା ମୁରଲିଜୋର ଉପରେ ମୁରଲିଝର ନଦୀଗର୍ଭ ଜଳାଶୟ ପ୍ରକଳ୍ପ ଏବଂ ମୟୂରଭଞ୍ଜ … Read More

ନାଗରିକତା ସଂଶୋଧନ ଆଇନର କାର୍ଯ୍ୟକାରିତାକୁ କେହି ଅଟକାଇ ପାରିବେ ନାହିଁ: ଅମିତ ଶାହା

ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ବଡ଼ ବୟାନ ଦେଇଛନ୍ତି। ସିଏଏ ଦୀର୍ଘ ଦିନରୁ ସଂସଦରେ ପାରିତ ହୋଇଥିଲେ ମଧ୍ୟ କେନ୍ଦ୍ର ସରକାର ଏହାକୁ ଲାଗୁ କରି ପାରି ନାହାନ୍ତି। ତେବେ ଆଜି ଅମିତ … Read More

ପ୍ରସ୍ତାବ ଦେଲେନି ରାଜ୍ୟ ସରକାର, ମେଗା ଟେକ୍ସଟାଇଲ ପାର୍କରୁ ବଞ୍ଚିତ ହେଲା ଓଡିଶା: କେନ୍ଦ୍ର ମନ୍ତ୍ରୀ

ଭୁବନେଶ୍ୱର: ବୟନ ଶିଳ୍ପ ଲାଗି ଓଡ଼ିଶାରେ ବ୍ୟାପକ ସୁଯୋଗ ରହିଛି କିନ୍ତୁ ରାଜ୍ୟ ସରକାରଙ୍କ ସହଯୋଗ ମିଳୁନି | ରାଜ୍ୟ ସରକାରଙ୍କ ସହଯୋଗ ମିଳିଲେ ଓଡ଼ିଶାର ବୟନ ଶିଳ୍ପ ଆହୁରି ବହୁତ ଆଗକୁ ଯାଇ ପାରିବ | କିଛି ଏଭଳି … Read More