ରାଜ୍ୟର ସବୁ ବିଶ୍ଵବିଦ୍ୟାଳୟ କ୍ୟାମ୍ପସରେ ମିଳିବ ମାଗଣା ୱାଇଫାଇ ସୁବିଧା
ଭୁବନେଶ୍ୱର: ରାଜ୍ୟର ସବୁ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍ରେ ଲାଗିବ ୱାଇ-ଫାଇ ( WiFi)। ସବୁ କୁଳସଚିବଙ୍କୁ ଚିଠି ଲେଖି ଜଣାଇଲା ଉଚ୍ଚ ଶିକ୍ଷା ବିଭାଗ। ଛାତ୍ରଛାତ୍ରୀଙ୍କ ଅଧ୍ୟୟନ ପାଇଁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ମାଗଣା ୱାଇଫାଇ ସୁବିଧା ଯୋଗାଇ ଦିଆଯିବ। ଏନେଇ … Read More