ରାଜସ୍ଥାନର ୨୫ଟି ସ୍ଥାନରେ ଇଡିର ଚଢାଉ
ଆଗକୁ ବିଧାନସଭା ନିର୍ବାଚନ ଥିବାବେଳେ ରାଜସ୍ଥାନର ବିଭିନ୍ନ ସ୍ଥାନରେ ଇଡିର ଚଢାଉ। ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଏକକାଳୀନ ୨୫ଟି ସ୍ଥାନରେ ଚଢାଉ କିଛି। ଜଣେ ବରିଷ୍ଠ ଆଇଏଏସ୍ ଅଧିକାରୀଙ୍କ ଘରେ ମଧ୍ୟ ଚଢାଉ କରାଯାଇଥିବା ସରକାରୀ ସୂତ୍ରରୁ ପ୍ରକାଶ ପାଇଛି। … Read More