ବିଧାନସଭାରେ ମହେଶ୍ଵରଙ୍କ ଶେଷ ଦର୍ଶନ, ଦିଆଗଲା ଗାର୍ଡ ଅଫ ଅନର

ଭୁବନେଶ୍ଵର: ବିଧାନସଭା ପରିସରରେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ମରଶରୀର । ସମସ୍ତ ମନ୍ତ୍ରୀ ଓ ବିଧାୟକ ସେଠାରେ ମହେଶ୍ୱରଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ବିଧାନସଭାରେ ମହେଶ୍ବର ମହାନ୍ତିଙ୍କୁ ଗାର୍ଡ ଅପ୍ ଅନର୍ ଦିଆଗଲା। ପରେ … Read More

ଫସଲ ବୀମାରେ ଠକେଇ, ୧୪ ଅଭିଯୁକ୍ତ ଗିରଫ

ଫସଲ ବୀମାରେ ଠକେଇ । ଜମିପଟ୍ଟା ଜାଲିଆତି କରି ଠକେଇ କରିଥିବା ୧୪ ଅଭିଯୁକ୍ତ ଗିରଫ କରିଛି ବଲାଙ୍ଗିର ସାଇବର ଥାନା ପୋଲିସ । ଅସଲି ଜମିରେ ନକଲି ଚାଷୀଙ୍କ ନାଁ ଦେଇ ଫସଲ ବୀମା ଆବେଦନ କରୁଥିଲେ । … Read More

ପାଲେଷ୍ଟାଇନ ରାଷ୍ଟ୍ରପତିଙ୍କ ସହ ଆଲୋଚନା କଲେ

ୱେଷ୍ଟ୍‌ ବ୍ୟାଙ୍କ: ଆମେରିକାର ବିଦେଶ ମନ୍ତ୍ରୀ ଏଣ୍ଟୋନି ବ୍ଲିଙ୍କେନ ଆଜି ଅଚାନକ ଇସ୍ରାଏଲ ଅଧିକୃତ ୱେଷ୍ଟ୍‌ ବ୍ୟାଙ୍କ ଗସ୍ତ କରି ପାଲେଷ୍ଟାଇନ ରାଷ୍ଟ୍ରପତି ମହମୁଦ ଅବ୍ବାସଙ୍କୁ ଭେଟିଛନ୍ତି। ପାଲେଷ୍ଟାଇନକୁ ନେଇ ଆମେରିକାର ଆଭିମୁଖ୍ୟରେ ହଠାତ୍‌ ଏଭଳି ପରିବର୍ତ୍ତନ ସମସ୍ତଙ୍କୁ ବିସ୍ମିତ … Read More

କାନ୍ଦି ପକାଇଲେ କଂଗ୍ରେସ ବିଧାୟକ, କହିଲେ- ବିଜେପି କରୁଛି ଫେକ୍‌ MMS

ଛତିଶଗଡ଼ରେ ଆଜି ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେଉଛି । କିନ୍ତୁ ଏହା ପୂର୍ବରୁ ରାଜ୍ୟରେ ବିଜେପି ଓ କଂଗ୍ରେସ ମଧ୍ୟରେ ଆରମ୍ଭ ହେଲାଣି ଆରୋପ ପ୍ରତ୍ୟାରୋପ । ନିର୍ବାଚନ ପୂର୍ବରୁ ଭିଲାଇ ବିଧାନସଭା ଆସନ ନିମନ୍ତେ କଂଗ୍ରେସ ପ୍ରାର୍ଥୀ ଦେବେନ୍ଦ୍ର … Read More

ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ପରଲୋକ

ପୁରୀ/ ଭୁବନେଶ୍ବର: ବରିଷ୍ଠ ରାଜନେତା ତଥା ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ପରଲୋକ ହୋଇଛି। ଗତ କିଛିଦିନ ଧରି ଗୁରୁତର ଅସୁସ୍ଥ ଥିବା ଶ୍ରୀ ମହାନ୍ତିଙ୍କର  ଚିକିତ୍ସାଧୀନ ଅବସ୍ଥାରେ ବିୟୋଗ ଘଟିଛି। ନଭେମ୍ବର ପହିଲାରୁ ଭୁବନେଶ୍ବରର କେୟାର ହସ୍ପିଟାଲରେ ଚିକିତ୍ସିତ … Read More

ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ବେଶ, ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ଏହି ନୀତି ପାଇଁ ୩ ଘଣ୍ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଦ୍ୱିତୀୟ ଭୋଗମଣ୍ଡପ ଭୋଗ … Read More