ଗୃହ ମନ୍ତ୍ରଣାଳୟର ବଡ଼ କାର୍ଯ୍ୟାନୁଷ୍ଠାନ, ୯ ମେତେଇ ଉଗ୍ରବାଦୀ ସଙ୍ଗଠନ ବ୍ୟାନ୍
ମଣିପୁରରେ ହୋଇଥିବା ହିଂସା ଭିତରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ସୋମବାର ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ମେତେଇ ଉଗ୍ରବାଦୀ ସଙ୍ଗଠନ ‘ପିପୁଲ୍ସ ଲିବରେସନ୍ ଆର୍ମି (PLA)’କୁ ୫ ବର୍ଷ ପାଇଁ ବେଆଇନ ଘୋଷଣା କରିଛି ମନ୍ତ୍ରଣାଳୟ। PLAର ପଲିଟିକାଲ୍ ଓ୍ଵିଙ୍ଗ୍ … Read More