ବ୍ରିଟେନ ଗୃହମନ୍ତ୍ରୀ ସୁଏଲା ବ୍ରେଭରମ୍ୟାନଙ୍କୁ ବହିଷ୍କାର କଲେ ସୁନକ
ବ୍ରିଟିଶ ପ୍ରଧାନମନ୍ତ୍ରୀ ରୁଷି ସୁନକ ଗୃହମନ୍ତ୍ରୀ ସୁଏଲା ବ୍ରେଭରମ୍ୟାନଙ୍କୁ ବହିଷ୍କାର କରିଛନ୍ତି । ଆଗାମୀ ବର୍ଷ ହେବାକୁ ଥିବା ନିର୍ବାଚନ ପୂର୍ବରୁ ସୁନକ ନିଜ କ୍ୟାବିନେଟରେ ଅଦଳବଦଳ କରିଛନ୍ତି । ଗୃହମନ୍ତ୍ରୀ ବ୍ରେଭରମ୍ୟାନଙ୍କୁ ନେଇ ଦେଶରେ ଅସନ୍ତୋଷ ଲାଗି ରହିଥିଲା … Read More