ହାଇକୋର୍ଟ ଯିବ ଓଡ଼ିଶା ବ୍ୟବସାୟୀ ମହାସଂଘ, ୯୧୦ ଗ୍ରାମ୍‌ ବଦଳରେ ୮୫୦ରୁ କମ୍‌ ରହୁଛି

ଭୁବନେଶ୍ବର: ଖାଇବା ତେଲର ପାଉଚ୍‌ କିଣିବା ବେଳେ ଗ୍ରାହକମାନେ ଯେତିକି ଟଙ୍କା ଗଣୁଛନ୍ତି ତାଙ୍କୁ ସେତିକି ତେଲ ମିଳୁନାହିଁ। ଏକ ଲିଟର ପାଉଚ୍‌ର ଓଜନ ୯୧୦ ଗ୍ରାମ ରହିବା କଥା। ମାତ୍ର ରାଜ୍ୟରେ ବିକ୍ରି ହେଉଥିବା କେତେକ ଖାଇବା ତେଲ … Read More

ମାଡ଼ିଗଲା ଲୁହାବୋଝେଇ ଟ୍ରକ୍, ଜଣଙ୍କର ଚାଲିଗଲା ଜୀବନ

ମହାକାଳପଡ଼ା: ପାରାଦୀପ-ଚଣ୍ଡିଖୋଲ ରାସ୍ତାର ଯଦୁପୁର ନିକଟରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବାର ଖବର ମିଳିଛି। ଏଠାରେ ଦୁଇ ଭାଇଙ୍କ ଉପରକୁ ମାଡ଼ିଗଲା ଲୁହାବୋଝେଇ ଟ୍ରକ୍। ଘଟଣାସ୍ଥଳରେ ସାନଭାଇଙ୍କର ମୃତ୍ୟୁ ହୋଇଥିବା ବେଳେ ବଡ଼ଭାଇ ଗୁରୁତର ଅବସ୍ଥାରେ କେନ୍ଦ୍ରାପଡ଼ା … Read More

ନଭେମ୍ବର ୨୧ରେ ଓଡ଼ିଶା ବିଧାନସଭାର ଉପବାଚସ୍ପତି ନିର୍ବାଚନ

ଭୁବନେଶ୍ବର: ନଭେମ୍ବର ୨୧ ତାରିଖରେ ହେବ ଓଡ଼ିଶା ବିଧାନସଭାର ଉପବାଚସ୍ପତି ନିର୍ବାଚନ। ୨୧ ତାରିଖ ସକାଳ ୯ଟା ୩୦ରେ ଉପବାଚସ୍ପତି ନିର୍ବାଚନ ହେବାନେଇ ସମସ୍ତ ସଦସ୍ୟଙ୍କୁ ଚିଠି ଜରିଆରେ ସୂଚୀତ କରିଛନ୍ତି ବିଧାନସଭା ସଚିବ। ରଜନୀକାନ୍ତ ସିଂହଙ୍କ ଇସ୍ତଫା ପରେ … Read More

AIIMSରେ ଖୋଲିଲା ଟ୍ରାଭେଲ ହେଲଥ୍‌ କ୍ଲିନିକ୍, ବିଦେଶ ଯାତ୍ରା ପୂର୍ବରୁ ନେଇ ପାରିବେ ପରାମର୍ଶ

ଭୁବନେଶ୍ବର : AIIMS ଭୁବନେଶ୍ୱରରେ ଖୋଲିଲା ଦେଶର ପ୍ରଥମ ଟ୍ରାଭେଲ ହେଲଥ୍‌ କ୍ଲିନିକ୍। ବିଦେଶ ଗସ୍ତ କରିବାକୁ ଯାଉଥିବା ଯାତ୍ରୀ ଏଠାରେ ବିଭିନ୍ନ ଦେଶର ଭିନ୍ନ ଭିନ୍ନ ରୋଗ ସମ୍ପର୍କରେ ଅବଗତ ହେବା ସହ ତାହାର ପ୍ରତିକାର ବିଷୟରେ ବି … Read More

ବୋରୱେଲ ଗାତରୁ ଉଦ୍ଧାର କରାଯାଇ ଥିବା ବୃଦ୍ଧା ମୃତ

ସୁବର୍ଣ୍ଣପୁର : ୧୮ ଘଣ୍ଟା ଧରି ଜୀବନ ଓ ମରଣ ସହ ସଂଗ୍ରାମ ହାରି ଗଲେ ୮୦ବର୍ଷୀୟ ବୃଦ୍ଧା। ପରିତ୍ୟକ୍ତ ବୋରୱେଲ ଗାତରୁ ଉଦ୍ଧାର କରାଯାଇ ଥିବା ବୃଦ୍ଧାଙ୍କୁ ମୃତ ଘୋଷଣା କରିଛନ୍ତି ଡାକ୍ତର। ଏପରି ଘଟଣା ଘଟିଛି ସୁବର୍ଣ୍ଣପୁର … Read More

କୋଚିଂ ଡିପୋରେ ଲାଗିଲା ନିଆଁ, ଜଳିଗଲା ଟ୍ରେନ୍‌ ବଗି

ପୁରୀ : ପୁରୀ ରେଳ ଷ୍ଟେସନର କୋଚିଂ ଡିପୋରେ ଲାଗିଲା ନିଆଁ। କୋଚିଂ ଡିପୋରେ ଥିବା ଟ୍ରେନର ଏକ ବଗିରେ ନିଆଁ ଲାଗିଥିବା ଜଣାଯାଇଛି। ଅଗ୍ନିଶମ କର୍ମଚାରୀ ଅକ୍ଳାନ୍ତ ପରିଶ୍ରମ ପରେ ନିଆଁକୁ ଆୟତ୍ତକୁ ଆଣିଥିବା ବେଳେ ଅଗ୍ନିକାଣ୍ଡର କାରଣ … Read More

ଶ୍ରୀମନ୍ଦିରରେ ପାନ, ଗୁଟଖା ମନା; ଜାନୁୟାରୀ ପହିଲାରୁ ନିୟମ କଡ଼ାକଡ଼ି

ପୁରୀ : ନୂଆ ବର୍ଷରୁ ଲାଗୁ ହେବ ନୂଆ ନିୟମ । ଜାନୁୟାରୀ ପହିଲାରୁ ଶ୍ରୀମନ୍ଦିର ପରିସରରେ ପାନ, ଗୁଟଖାକୁ କରାଯିବ ସମ୍ପୂର୍ଣ୍ଣ ନିଷେଧ । ଏଥିନିମନ୍ତେ ଆଜିଠୁ ସମସ୍ତଙ୍କୁ ସଚେତନ କରାଯିବ । ଏନେଇ ଛତିଶା ନିଯୋଗକୁ ଶ୍ରୀମନ୍ଦିର … Read More

ସ୍ବ-ଜାତିରେ ବାହା ହେବାକୁ ଝିଅମାନଙ୍କୁ ‘ଶପଥ’ କରାଇଲେ ‘ଡିଏମ୍‌କେ’ ସହଯୋଗୀ ଦଳର ନେତା

ଚେନ୍ନାଇ: ସ୍ବ-ଜାତି ବା ଆପଣା ସମ୍ପ୍ରଦାୟରେ ବିବାହ କରିବା ଲାଗି ତାମିଲନାଡୁର ଶାସକ ‘ଡିଏମ୍‌କେ’ର ଅନ୍ୟତମ ସହଯୋଗୀ ଦଳ ‘କୋଙ୍ଗୁ ନାଡୁ ମକ୍କଲ ଦେଶୀୟା କାତ୍‌ଚି’ର କୋଷାଧ୍ୟକ୍ଷ କେ.କେ.ସି. ବାଲୁ ଦଳେ ଝିଅଙ୍କୁ ‘ଶପଥ’ କରାଇଥିବା ଗୋଟାଏ ଭିଡିଓରେ ଦେଖାଯାଉଛି।ଏହି … Read More

ରାବିଡ଼ିଙ୍କ ନୁହେଁ, କଣ ତମ ପତ୍ନୀଙ୍କୁ ମୁଖ୍ୟମନ୍ତ୍ରୀ କରିଥାନ୍ତି ? ଲାଲୁଙ୍କ ଟାର୍ଗେଟରେ କେନ୍ଦ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ

ପାଟନା: କେନ୍ଦ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟଙ୍କୁ ନିଜର ଚିରାଚରିତ ମଜାଳିଆ ଢଙ୍ଗରେ ଟାର୍ଗେଟ କରିଛନ୍ତି ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ। ସେ କହିଛନ୍ତି ଯେ, ରାବିଡ଼ି ଦେବୀଙ୍କୁ ବିହାରର ମୁଖ୍ୟମନ୍ତ୍ରୀ ନ କରି କଣ ନିତ୍ୟାନନ୍ଦଙ୍କ ପତ୍ନୀଙ୍କୁ ମୁଖ୍ୟମନ୍ତ୍ରୀ କରିଥାନ୍ତି … Read More

୧୬ ବର୍ଷ ପରେ ଗାଜା ଷ୍ଟ୍ରିପ୍‌ ଉପରୁ ନିୟନ୍ତ୍ରଣ ହରାଇଛି ହମାସ୍‌: ଇସ୍ରାଏଲ୍‌ର ପ୍ରତିରକ୍ଷା ମନ୍ତ୍ରୀ

ଜେରୁଜେଲମ୍‌: ଦୀର୍ଘ ୧୬ ବର୍ଷ ଶାସନ କରିବା ପରେ ହମାସ୍‌ ଗାଜା ଷ୍ଟ୍ରିପ୍‌ ଉପରୁ ନିୟନ୍ତ୍ରଣ ହରାଇଥିବା କଥା ଆଜି ଇସ୍ରାଏଲ୍‌ର ପ୍ରତିରକ୍ଷା ମନ୍ତ୍ରୀ ୟୋୟଭ୍‌ ଗାଲାଣ୍ଟ୍‌ କହିଥିବା କଥା ସମ୍ବାଦ ସରବରାହ ସଂସ୍ଥାନ ‘ଏଏଫ୍‌ପି’ ରିପୋର୍ଟ କରିଛି।ଇସ୍ରାଏଲ୍‌ର ମୁଖ୍ୟ … Read More