କାର୍ ଧକ୍କାରେ ଦୁଇ ସାଇକେଲ ଆରୋହୀ ମୃତ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ଥାନା ଝାରମୁଣ୍ଡା ନିକଟରେ କାର୍ ଧକ୍କାରେ ଦୁଇ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ଦେଖିବାକୁ ମିଳିଛି। କ୍ଷତିପୂରଣ ଦାବିରେ ରାଜ୍ୟ ରାଜପଥ ୧୦ରେ ଲୋକେ ରାସ୍ତାରୋକ କରିଛନ୍ତି। ଏହାଫଳରେ … Read More

ମୁଖ୍ୟ ଶାସନ ସଚିବଙ୍କୁ ତୁରନ୍ତ ପଦରୁ ହଟାଇବା ତଥା ନିଲମ୍ବିତ କରିବା ପାଇଁ କେଜ୍ରିଓ୍ୱାଲଙ୍କ ସୁପାରିଶ

ଦିଲ୍ଲୀ ମୁଖ୍ୟ ସଚିବ ନରେଶ କୁମାରଙ୍କ ବଢ଼ିଲା ଅଡୁଆ। ତାଙ୍କ ବିରୋଧରେ ଆସିଛି ଦୁର୍ନୀତି ଅଭିଯୋଗ। ଦିଲ୍ଲୀର ଭିଜିଲାନ୍ସ ମନ୍ତ୍ରୀ ଅତିଶି ଏହି ଅଭିଯୋଗ ଆଣିଛନ୍ତି। ଏହି ମାମଲାରେ ଏବେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ ଭିଜିଲାନ୍ସ ବିଭାର ରିପୋର୍ଟକୁ ଦିଲ୍ଲୀ … Read More

ଲୋୟର ପିଏମଜିରେ ୫ ଦଫା ଦାବି ନେଇ ସଂକୀର୍ତ୍ତନ କଳାକାରଙ୍କ ଆନ୍ଦୋଳନ

ଭୁବନେଶ୍ବର: ଭୁବନେଶ୍ବର ଲୋୟର ପିଏମଜିରେ ଆଧ୍ୟାତ୍ମିକ ପରିବେଶ । ନାମ ସଂକୀର୍ତ୍ତନରେ ଫାଟି ପଡୁଛି ପୂରା ପରିବେଶ । ରାଜ୍ୟର ବିଭିନ୍ନ ସ୍ଥାନରୁ ୧୫ ହଜାରରୁ ଅଧିକ ସଂକୀର୍ତ୍ତନ କଳାକାର ଏକଜୁଟ ହୋଇ ଧାରଣା ଦେଇଛନ୍ତି । ୫ ଦଫା ଦାବି … Read More

ରାଜସ୍ଥାନ କରଣପୁର ବିଧାୟକ ତଥା କଂଗ୍ରେସ ପ୍ରାର୍ଥୀଙ୍କ ଦେହାନ୍ତ

ରାଜସ୍ଥାନର କରଣପୁର ଆସନରେ ଲଢିବାକୁ ଥିବା କଂଗ୍ରେସ ପ୍ରାର୍ଥୀ ଗୁରମିତ ସିଂ କୁନ୍ନରଙ୍କ ପରଲୋକ ହୋଇଛି । କୁନ୍ନର ଦୀର୍ଘଦିନରୁ ରୋଗରେ ପୀଡିତ ହୋଇ ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ରହିଥିଲେ । ତାଙ୍କ ମୃତ୍ୟୁ ପରେ ଏହି ସିଟରେ ୨୫ … Read More

ଅବପାତରେ ପରିଣତ ହେଲା ଲଘୁଚାପ, ଆଜିଠୁ ବର୍ଷିବ

ଭୁବନେଶ୍ୱର:ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର କ୍ରମେ ଘନୀଭୂତ ହେଉଛି । ଆଜି ଏହା ଅବପାତରେ ପରିଣତ ହେବ ।ଅଧିକ ଘନୀଭୂତ ହୋଇ ଏହା ଗଭୀର ଅବପାତର ରୂପ ନେଇପାରେ । ଏହାର ପ୍ରଭାବରେ ଆଜି ରାଜ୍ୟର କେତେକ ସ୍ଥାନରେ … Read More

ଭାରସାମ୍ୟ ହରାଇ ୨୫୦ ମିଟର ତଳକୁ ଖସିଲା ବସ୍‌; ୩୬ ମୃତ

ଜମ୍ମୁ- କଶ୍ମୀରରେ ଆଜି ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ପ୍ରାୟ ୨୫୦ ମିଟର ତଳକୁ ଏକ ଯାତ୍ରୀବାହୀ ବସ୍‌ ଖସିଯିବାରୁ ପ୍ରାୟ ୩୬ ଯାତ୍ରୀଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ୨୫ରୁ ଅଧିକ ଆହତ ହୋଇଥିବା ବେଳେ ୬ ଜଣଙ୍କ … Read More

ଅଙ୍ଗନବାଡି କର୍ମୀଙ୍କ ବିକ୍ଷୋଭ ପ୍ରଦର୍ଶନ

ଭୁବନେଶ୍ୱର: ହଜାର ହଜାର ଅଙ୍ଗନବାଡି କର୍ମୀ ବୁଧବାର ଭୁବନେଶ୍ୱର ଠାରେ ନିଜର ଚାକିରି ନିୟମିତ କରିବା ଓ ସମାନ କାମ ପାଇଁ ସମାନ ଦରମା ଦାବିରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଭାରତୀୟ ମଜଦୁର ସଙ୍ଘ, ଓଡିଶା ଅଧିନରେ ଥିବା ଶ୍ରମିକମାନେ … Read More

ମନ୍ତ୍ରୀଙ୍କ ରୋମାଣ୍ଟିକ ଅଡିଓ ଭାଇରାଲ – ତୁମକୁ ଖୁବ୍‌ ଭଲ ପାଉଛି, ସ୍କୁଟି ଦେବି

‘ତୁମେ ମୋ’ ଲାଇଫ୍‌ । ତୁମ ବିନା ବଞ୍ଚିବା ଅସମ୍ଭବ । ତୁମକୁ କେବେ କି ଛାଡ଼ିବିନି। ତୁମର ସ୍କୁଟି ଦରକାର। ତୁମକୁ ମୁଁ ଦେବି ସ୍କୁଟି।’ ଜଣେ ମନ୍ତ୍ରୀଙ୍କ ଏପରି ରୋମାଣ୍ଟିକ ବାର୍ତ୍ତାଳାପର ଅଡ଼ିଓ ଏବେ ଭାଇରାଲ ହେବାରେ … Read More

କାଲିଠାରୁ ପୁରୀ ଜଗମୋହନ ନାଟମଣ୍ଡପ ମରାମତି କରିବାକୁ ନିର୍ଦ୍ଦେଶ

କଟକ: ଆସନ୍ତାକାଲି ଠାରୁ ପୁରୀ ଜଗମୋହନ ନାଟମଣ୍ଡପ ମରାମତି କାମ ଆରମ୍ଭ କରିବାକୁ ଏ ଏସ ଆଇକୁ ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟ। ଆସନ୍ତା ୨୪ ତାରିଖ ଠାରୁ ମରାମତି ଆରମ୍ଭ କରିବାକୁ ଚାହୁଁଥିଲା ଏ ଏସ ଆଇ, … Read More

ପେଟ ଚିରି ୧୦ ବର୍ଷିୟ ବାଳକକୁ ମାରି ପକାଇଲେ ମାଙ୍କଡ଼ପଲ

ଗାନ୍ଧୀନଗର: ମଙ୍ଗଳବାର ଦିନ ଗୁଜରାଟର ଗାନ୍ଧୀନଗର ଅନ୍ତର୍ଗତ ସାଲ୍‌କି ଗାଁ’ରେ ପଲେ ମାଙ୍କଡ଼ ଜଣେ ୧୦ ବର୍ଷିୟ ବାଳକର ପେଟ ଚିରି ଅନ୍ତଃବୁଜୁଳା ବାହାର କରି ପକାଇବାରୁ ତା’ର ମୃତ୍ୟୁ ଘଟିଥିବା କଥା ପୁଲିସ କହିଛି। ବନ ଅଧିକାରୀମାନେ କହିଛନ୍ତି … Read More