ସାଇବର ଠକଙ୍କ ଜାଲରେ ଆଇପିଏସ ଅଫିସରଙ୍କ ପତ୍ନୀ, ଆକାଉଣ୍ଟରୁ ୧.୮୦ ଲକ୍ଷ ଟଙ୍କା ଲୁଟ୍
ଆଇପିଏସ୍ ଅଧିକାରୀଙ୍କ ପତ୍ନୀ ଖାଇଗଲେ ଧୋକା। ଆକାଉଣ୍ଟରେ କଳାକନା ବୁଲାଇଦେଲେ ସାଇବର ଠକ । କେବଳ ଆଇପିଏସ୍ ଅଧିକାରୀଙ୍କ ପତ୍ନୀ ନୁହନ୍ତି, ତାଙ୍କ ରୋଷେୟାଙ୍କ ଆକାଉଣ୍ଟରୁ ବି ଗାଏବ ହୋଇଗଲା ଟଙ୍କା । ସାଇବର ଲୁଟେରା ଉଭୟଙ୍କ ଆକାଉଣ୍ଟରୁ ୧.୮୦ … Read More