କ୍ୟାମେରାରେ ଧରା ପଡ଼ିଲା ମହାବଳ ବାଘ, ଲୋକେ ଛାନିଆ

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲାରେ ବୁଲୁଛି ବାଘ । କ୍ୟାମେରାରେ ଧରାପଡିଛି ବାଘର ଫଟୋ । ଫଟୋରୁ ଯାହା ଜଣାପଡୁଛି ଏହା ଏକ ମହାବାଳ ବାଘ  । ଏହା ଜାଣିବା ପରେ ସାଧାରଣରେ ଆତଙ୍କ ଖେଳି ଯାଇଛି । ଗଜପତି ଜିଲ୍ଲା … Read More

କାନାଡା ନାଗରିକଙ୍କ ପାଇଁ ସମସ୍ତ ଇ-ଭିସା ସେବା ଆରମ୍ଭ କଲା ଭାରତ

କାନାଡା ନାଗରିକଙ୍କ ପାଇଁ ପୁନଃ ଆରମ୍ଭ ହେଲା ଭାରତ ଇ-ଭିସା ସେବା। ପ୍ରାୟ ଦୁଇମାସର ବିରତି ପରେ ଭାରତ ସରକାର କାନାଡା ନାଗିରକଙ୍କ ପାଇଁ ପର୍ଯ୍ୟଟନ ଇ-ଭିସା ସେବା ଆରମ୍ଭ କରିଛନ୍ତି। ଦୁଇ ଦେଶ ମଧ୍ୟରେ ଚାଲିଥିବା କୂଟନୈତିକ ବିବାଦ କାରଣରୁ … Read More

ମାଲକାନଗିରି ପୋଲିସକୁ ବଡ଼ ସଫଳତା, ମାଓଗଡ଼ ତୁଳସୀ ପାହାଡ଼ରୁ ମାଓ ସାମଗ୍ରୀ ଜବତ

ମାଲକାନଗିରି: ମାଲକାନଗିରି ପୋଲିସକୁ ବଡ଼ ସଫଳତା । ମାଓଗଡ଼ ତୁଳସୀ ପାହାଡ଼ରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରିଛି ମାଲକାନଗିରି DVF ଯବାନ । ସୂଚନା ଅନୁସାରେ, ମାଥିଲି ଥାନା ଅନ୍ତର୍ଗତ ତୁଳସୀ ପାହାଡ଼ ଅଞ୍ଚଳରେ ପୋଲିସକୁ ଟାର୍ଗେଟ କରିବା … Read More

ନିଜ ବାସଭବନ ସମ୍ମୁଖରେ TMC କର୍ମୀଙ୍କୁ ଗୁଳିକରି ହତ୍ୟା

ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ କର୍ମୀଙ୍କୁ ଗୁଳିକରି ହତ୍ୟା। ନିଜ ବାସଭବନ ସମ୍ମୁଖରେ କେହି ଦୁର୍ବୃତ୍ତ ତାଙ୍କୁ ଗୁଳିକରି ହତ୍ୟା କରିଥିବା ପୁଲିସ କହିଛି। ଉତ୍ତର ୨୪ ପରଗନା ଜିଲ୍ଲା ସ୍ଥିତ ତାଙ୍କ ବାସଭବନ ସମ୍ମୁଖରେ ଗୁଳି କରାଯାଇଛି। ପୁଲିସର କହିବା … Read More

୨୬ ତାରିଖରେ ବଙ୍ଗୋପସାଗରରେ ପୁଣି ଲଘୁଚାପ !

ଭୁବନେଶ୍ୱର:ଓଡ଼ିଶାରେ ଆସନ୍ତା ତିନି ଦିନ ପାଇଁ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବାବେଳେ  ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ । ଏ ନେଇ ଭାରତୀୟ ପାଣିପାଗ ବିଭାଗ ବୁଧବାର ପୂର୍ବାନୁମାନ କରିଛି । … Read More

ପତଞ୍ଜଳୀକୁ ସୁପ୍ରିମକୋର୍ଟଙ୍କ ୧ କୋଟି ଟଙ୍କାର ଫାଇନ ଚେତାବନୀ

ଯୋଗଗୁରୁ ବାବା ରାମଦେବଙ୍କ ପତଞ୍ଜଳୀ ଆୟୁର୍ବେଦ ଉପରେ ବର୍ଷିଛନ୍ତି ସୁପ୍ରିମକୋର୍ଟ। ପତଞ୍ଜଳୀ ନିଜର ସାମଗ୍ରୀ ବିକ୍ରି କରିବା ପାଇଁ ଏଲୋପାଥି ମେଡିସିନ ବିରୋଧରେ ବିଜ୍ଞାପନ ଦେଉଛି। ଲୋକଙ୍କୁ ବିଭ୍ରାନ୍ତ କରୁଛି। ଏଥିପାଇଁ ଆଜି ସୁପ୍ରିମକୋର୍ଟ କମ୍ପାନୀକୁ ୧ କୋଟି ଟଙ୍କା … Read More

ଲକ୍ଷ୍ମୀ ଯୋଜନା ଓ ମୋ ବସ ଚଳାଚଳ ବିରୋଧରେ ଧାରଣାରେ ବସିଲେ ଘରୋଇ ବସ ମାଲିକ

ଭୁବନେଶ୍ବର: ରାଜ୍ୟ ସରକାରଙ୍କର ଲାକମୀ ବା ଲକ୍ଷ୍ମୀ ଯୋଜନା ଓ ମୋ ବସ ଚଳାଚଳର ପ୍ରକ୍ରିୟା ବିରୋଧରେ ରାଜ୍ୟ ଘରୋଇ ବସ ମାଲିକ ସଂଘ ରଣ ହୁଙ୍କାର ଦେଇଛନ୍ତି। ଭୁବନେଶ୍ୱର ଲୋୟର ପିଏମଜିରେ ଏକାଠି ହୋଇଛନ୍ତି ଘରୋଇ ବସ ମାଲିକ … Read More

ରାଜସ୍ଥାନରେ ଦ୍ଵିତୀୟଥର ଗେହଲୋଟ ସରକାର ହେବ ନାହିଁ : ମୋଦୀ

ଜୟପୁର: ରାଜସ୍ଥାନ ବିଧାନସଭା ନିର୍ବାଚନରେ ​​ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କଂଗ୍ରେସ ଦଳ ତଥା ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟଙ୍କ ଉପରେ କଡ଼ା ଆକ୍ରମଣ କରିଛନ୍ତି। ବର୍ତ୍ତମାନ ଅଶୋକ ଗେହଲଟଙ୍କୁ ଟାର୍ଗେଟ କରି ମୋଦୀ ଭବିଷ୍ୟବାଣୀ କରିଛନ୍ତି ଯେ କେବଳ ଏଥର ନୁହେଁ … Read More

ସର୍ବଦଳୀୟ ବୈଠକ ପରେ ବି ଚାଲିପାରିଲାନି ଗୃହ

ଭୁବନେଶ୍ବର: ଆଦିବାସୀଙ୍କ ଜମି ପ୍ରସଙ୍ଗକୁ ନେଇ ବିଧାନସଭାରେ ଅଚଳାବସ୍ଥା। ସର୍ବଦଳୀୟ ବୈଠକ ପରେ ବି ଚାଲିପାରିଲାନି ଗୃହ। ପରେ ବିଧାନସଭା ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ଆଦିବାସୀ ଜମି ହସ୍ତାନ୍ତର ଅଧ୍ୟାଦେଶ କ୍ୟାବିନେଟରେ ପାରିତ ହେବା ଓ ସ୍ଥଗିତ ରଖିବାକୁ … Read More

ସେନା ନିଯୁକ୍ତି ଅଭିଯାନରେ ଦଳାଚକଟା; ୩୭ ମୃତ, ୧୪୦ରୁ ଊର୍ଦ୍ଧ୍ୱ ଆହତ

ସେନା ନିଯୁକ୍ତି ଡ୍ରାଇଭ୍(ଅଭିଯାନ) ଚାଲିଥିବା ସମୟରେ ଦୁଃଖଦ ଘଟଣା। ଦଳଚକଟାରେ ୩୭ ଜଣ ଚାକିରି ଆଶାୟୀଙ୍କ ମୃତ୍ୟୁ। ଏଥିସହ ୧୪୦ରୁ ଅଧିକ ଆହତ ହୋଇଛନ୍ତି। ମଙ୍ଗଳବାର କଙ୍ଗୋ ରାଜଧାନୀ ବ୍ରାଜାଭିଲେର ଘଟିଛି ଏହି ଅଘଟଣ। ସୂଚନା ଅନୁସାରେ, ବ୍ରାଜାଭିଲେର ଏକ ଷ୍ଟାଡିୟମରେ ନଭେମ୍ବର ୧୪ରୁ ନିଯୁକ୍ତି ଡ୍ରାଇଭ୍ … Read More