ମହାପ୍ରଭୁଙ୍କ ଦର୍ଶନ କଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା
ଭୁବନେଶ୍ବର: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ପୁରୀରେ ପହଞ୍ଚିଛନ୍ତି। ସେ ଆଜି ସପରିବାର ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମାଙ୍କ ପୁରୀ ଗସ୍ତ ଅବସରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ଶ୍ରୀ ବିଶ୍ବ … Read More