କାର୍ତ୍ତିକ ପୂର୍ଣ୍ଣମୀ ପ୍ରସ୍ତୁତି: ପୁରୀରେ ସୁରକ୍ଷା ବ୍ୟବସ୍ଥା କଡାକଡି
ପୁରୀ: ଆସନ୍ତାକାଲି ପବିତ୍ର କାର୍ତ୍ତିକ ପୂର୍ଣ୍ଣମୀ । ଏଥିପାଇଁ ଆଜିଠାରୁ ଶ୍ରୀମନ୍ଦିରରେ ନାହିଁନଥିବା ଭିଡ଼ ଦେଖିବାକୁ ମିଳିଛି । ଶ୍ରୀକ୍ଷେତ୍ରର ବିଭିନ୍ନ ତୀର୍ଥ ପୁଷ୍କରିଣୀ ଏବଂ ମହୋଦଧିରେ ଲକ୍ଷାଧିକ ଶ୍ରଦ୍ଧାଳୁ ସ୍ନାନ ଓ ବୋଇତ ବନ୍ଦାଣ କରିବା ପରେ ମହାପ୍ରଭୁଙ୍କୁ … Read More