ପାକିସ୍ତାନକୁ ଭାରତର ଦାବି, କହିଲା- ଆମକୁ ଦିଅ ହାଫିଜ ସଇଦ

ନୂଆଦିଲ୍ଲୀ : ପାକିସ୍ତାନକୁ ଦାବି କଲା ଭାରତ। ମୁମ୍ବାଇ ୨୬/୧୧ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ଲଶ୍କର-ଇ-ତୋଏବା ପ୍ରତିଷ୍ଠାତା ହାଫିଜ ସଇଦକୁ ଭାରତକୁ ହସ୍ତାନ୍ତର କରିବାକୁ ପାକିସ୍ତାନକୁ ଦାବି କରାଯାଇଛି। ପାକିସ୍ତାନରୁ ହାଫିଜ ସଇଦଙ୍କୁ ପ୍ରତ୍ୟର୍ପଣ ପାଇଁ ଭାରତ ସରକାର ଆନୁଷ୍ଠାନିକ … Read More

୧୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ବରିଷ୍ଠ କିରାଣି ସୁବ୍ରତ କାନୁନଗୋ

  ଯାଜପୁର: ଭିଜିଲାନ୍ସ ଜାଲରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏବଂ ଜିଲ୍ଲା ମଙ୍ଗଳ ବିଭାଗର ବରିଷ୍ଠ କିରାଣି ସୁବ୍ରତ କୁମାର କାନୁନଗୋ। ୧୦ ହଜାର ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ ଟିମ୍ । ହରିଜନ ଓ … Read More

ବନ୍ଧା ହେଲେ IDCO ଚିଫ ଜେନେରାଲ ମ୍ୟାନେଜର

  ଭୁବନେଶ୍ୱର : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ IDCO ଚିଫ ଜେନେରାଲ ମ୍ୟାନେଜର ଗିରଫ ହୋଇଛନ୍ତି । ଗିରଫ ପରେ ସରୋଜ କାନ୍ତ ମହାନ୍ତିଙ୍କୁ କୋର୍ଟ ଚାଲାଣ କରାଯାଇଛି। ତାଙ୍କ ଠାରୁ ୧୦ ପ୍ଲଟ, ଦୁଇ କୋଠା, ୮୭୧ ଗ୍ରାମ … Read More

WFI ପାଇଁ ଗଠନ ହେଲା କାମଚଳା କମିଟି

  କୁସ୍ତି ମହାସଂଘ ପାଇଁ ଗଠନ ହେଲା ଆଡ୍‌ ହକ୍‌ କମିଟି ତଥା କାମ ଚଳା କମିଟି। ଭାରତୀୟ ଅଲିମ୍ପିକ ଆସୋସିଏସନ୍‌ ୩ ଜଣିଆ ସଦସ୍ୟ ବିଶିଷ୍ଟ ଏହି ଆଡ ହକ୍ କମିଟି ଗଠନ କରିଛି। ଭାରତୀୟ କୁସ୍ତି ସଂଘକୁ ନିଲମ୍ବନ … Read More

କାଲି ରାତିରେ ଘରକୁ ଫେରିନଥିଲେ ଯୁବକ: ଆଜି ବିଲରୁ ମିଳିଲା ମୃତଦେହ

  ଜଳେଶ୍ଵର: ବାଲେଶ୍ଵର ଜିଲ୍ଲା କମର୍ଦ୍ଦା ଥାନା ଅଧୀନସ୍ଥ ନହରା ପଞ୍ଚାୟତର କଣ୍ଠାଳିଆ ଗାଁ ନିକଟରେ ବିଲ ଭିତରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି। ହତ୍ୟାକାଣ୍ଡର ଶିକାର ହୋଇଥିବା ଯୁବକ ଜଣକ ସେହି … Read More

ଏସସିବିରୁ ଡିସଚାର୍ଜ ହେଲେ ସୁଶାନ୍ତ ଧଳସାମନ୍ତ

  କଟକ: କଟକ ଏସସିବିରୁ ଡିସଚାର୍ଜ ହେଲା ହାର୍ଡକୋର ଅପରାଧୀ ସୁଶାନ୍ତ ଧଳସାମନ୍ତ। ଗତ ଶୁକ୍ରବାର ଦିନ ବିଳମ୍ବିତ ରାତିରେ କାର୍ଡିଓଲୋଜି ବିଭାଗରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ବଲାଙ୍ଗୀର ଜେଲରୁ ତାଙ୍କୁ ଅଣାଯାଇଥିଲା। କଡ଼ା ସୁରକ୍ଷା ବଳୟ ଭିତରେ ଚାଲିଥିଲା ଚିକିତ୍ସା। … Read More

ଦିଲ୍ଲୀରେ ଇସ୍ରାଏଲ ଦୂତାବାସ ନିକଟରେ ବିସ୍ଫୋରଣ

  ଦିଲ୍ଲୀରେ ଇସ୍ରାଏଲ ଦୂତାବାସ ନିକଟରେ ବିସ୍ଫୋରଣ ଘଟଣାର ସିସିଟିଭି ଫୁଟେଜ୍ ଆସିଛି । ଏଥିରେ ଦୁଇଜଣ ସନ୍ଦିଗ୍ଧଙ୍କୁ ଦେଖିବାକୁ ମିଳିଛି । ଚାଣକ୍ୟପୁରୀ ଠାରେ ଇସ୍ରାଏଲ ଦୂତାବାସ ପଛପଟେ ଥିବା ଜାଗାରେ ଗତକାଲି ସନ୍ଧ୍ୟାରେ ବିସ୍ଫୋରଣ ହୋଇଥିଲା । ସଂଧ୍ୟା … Read More

କେନ୍ଦ୍ର ସରକାର ବିକ୍ରି କରିବେ ଚାଉଳ, ମାତ୍ର ୨୫ ଟଙ୍କା କିଲୋ

  ସାଧାରଣ ଲୋକଙ୍କୁ ଶସ୍ତା ଦରରେ ଚାଉଳ ଯୋଗାଇବେ କେନ୍ଦ୍ର ସରକାର। ମାତ୍ର ୨୫ ଟଙ୍କା କିଲୋ ଦରରେ ଚାଉଳ ଉପଲବ୍ଧ ହେବ। ମହଙ୍ଗାମାଡ଼ରୁ ଖାଉଟିଙ୍କୁ ମୁକ୍ତି ଦେବା ପାଇଁ ସରକାର ‘ଭାରତ ବ୍ରାଣ୍ଡ’କୁ ଆଗକୁ ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏହାପୂର୍ବରୁ … Read More

ପୁରୀ ଆସି ଭକ୍ତଙ୍କ ଦର୍ଶନ ବ୍ୟବସ୍ଥାର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଆଇଜି

  ପୁରୀ: ପୁରୀ କୁ ଆସି ଭକ୍ତଙ୍କ ଦର୍ଶନ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂହ । ଦିନକୁ ଦିନ ଶ୍ରୀମନ୍ଦିରକୁ ପ୍ରବଳ ଭକ୍ତଙ୍କ ଭିଡ ଜମୁଥିବା ବେଳେ ବ୍ୟାରିକେଡ୍ ଭିଡ ଭିତରେ ଅନେକ ଭକ୍ତ ଅଚେତ ହେଇଯାଉଛନ୍ତି … Read More

‘ଭାରତ ନ୍ୟାୟ ଯାତ୍ରା’ରେ ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ

  ଭୁବନେଶ୍ବର: ‘ଭାରତ ନ୍ୟାୟ ଯାତ୍ରା’ରେ ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏନେଇ କଂଗ୍ରେସ ସାଧାରଣ ସଂପାଦକ କେ.ସି ବେଣୁଗୋପାଳ ସୂଚନା ଦେଇଛନ୍ତି। ତେବେ ଓଡ଼ିଶାର କେଉଁ ସ୍ଥାନକୁ ରାହୁଲ ଆସବେ, ତାହା ସ୍ପଷ୍ଟ ହୋଇନାହିଁ। କଂଗ୍ରେସ ନେତା … Read More