ନୂଆ ବର୍ଷ ପାଇଁ ଟ୍ୱିନ ସିଟିରେ ମୁତୟନ ହେବେ ୫୦ ପ୍ଲାଟୁନ ପୋଲିସ
ଭୁବନେଶ୍ୱର : ନୂଆ ବର୍ଷ ପାଇଁ ଆକ୍ସନ ମୋଡ଼ରେ କମିଶନରେଟ ପୋଲିସ । ନୂଆବର୍ଷ ପାଳନ ସମୟରେ ବିଶୃଙ୍ଖଳ ଆଚରଣ ପ୍ରଦର୍ଶନ କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ। ଟ୍ୱିନ ସିଟିର ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବ । କଟକ ଓ ଭୁବନେଶ୍ୱରରେ … Read More