ରାମ ମନ୍ଦିରକୁ ପରିବା ବିକାଳୀ ଦେଲେ ବିଶ୍ୱ ଘଣ୍ଟା
ଅଯୋଧ୍ୟାର ଭବ୍ୟ ରାମ ମନ୍ଦିରର ଗର୍ଭଗୃହରେ ଆସନ୍ତାମାସରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା କରାଯିବ। ଏଥିପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି, ସଜେଇ ହେଉଛି ଅଯୋଧ୍ୟା। ଚଳଚଞ୍ଚଳ ହେଲାଣି ସମଗ୍ର ଅଯୋଧ୍ୟା ନଗରୀ। ରାମ ମନ୍ଦିର ପ୍ରତିଷ୍ଠା ପାଇଁ ସମଗ୍ର ରାଜ୍ୟବାସୀ ବେଶ୍ ଉତ୍ସୁକ ଥିବା … Read More