ଜୟ ଜଗନ୍ନାଥ କହି ଏଡ଼ାଇଗଲେ ପାଣ୍ଡିଆନ, ମୁହଁ ଖୋଲିଲେ କାମିୟା ଜାନି

ଭୁବନେଶ୍ବର : ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ୟୁଟ୍ୟୁବ ଇନଫ୍ଲୁଏନ୍ସର କାମିୟା ଜାନିଙ୍କ ପ୍ରବେଶ ଓ ମହାପ୍ରସାଦ ଖାଇବାକୁ ନେଇ ଦୁଇ ବିରୋଧୀ ଦଳ ସିଧାସଳଖ ବିଜେଡି ନେତା ଭିକେ ପାଣ୍ଡିଆନଙ୍କୁ ଟାର୍ଗେଟ୍ କରିଛନ୍ତି । ପୁରୀ ଶ୍ରୀମନ୍ଦିର ଭିତରକୁ କାମିୟା … Read More

‘ସ୍ପୋର୍ଟ୍ସ କୋଟା ନେଇ ଆଇଆଇଟି କାଉନସିଲ ନୀତିଗତ ନିଷ୍ପତ୍ତି ନେଇଛନ୍ତି’ – ଧର୍ମେନ୍ଦ୍ର

ଭୁବନେଶ୍ବର : ଆଇଆଇଟିରେ କାର୍ଯ୍ୟକାରୀ ହୋଇପାରେ ସ୍ପୋର୍ଟସ କୋଟା। ଜେଇଇ ମାଧ୍ୟମରେ ଆଇଆଇଟି ଯାଏଁ ଯାଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ସ୍ପୋର୍ଟସ କୋଟା ରହିବା ସମ୍ଭାବନା ରହିଛି। ସ୍ପୋର୍ଟସ କୋଟା ନେଇ ଆଇଆଇଟି କାଉନସିଲ ନୀତିଗତ ନିଷ୍ପତ୍ତି ନେଇଛନ୍ତି ବୋଲି ସୂଚନା … Read More

ବିକଶିତ ଭାରତ ସଙ୍କଳ୍ପ ଯାତ୍ରା ହେଉଛି ବିକାଶର କ୍ରାନ୍ତି: ଅର୍ଜୁନ ମୁଣ୍ଡା

କେନ୍ଦୁଝର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୧୫ ତାରିଖରୁ ବିକଶିତ ଭାରତର ଯେଉଁ ଅଭିଯାନ ଆରମ୍ଭ କରିଛନ୍ତି ତାହା ହେଉଛି ବିକାଶର ଏକ କ୍ରାନ୍ତି । ବିପୁଳ ଜନଭାଗିଦାରୀ ସହ ଏହି ଯାତ୍ରା ଦେଶବ୍ୟାପୀ ଆଗେଇ ଚାଲିଛି। ଏହା ଦେଶକୁ … Read More

ପ୍ରତିଭା ପ୍ରଦର୍ଶନ ପାଇଁ ସର୍‌ଗି ଫୁଲ୍‌ ଏକ ବହୁତ୍ ଭଲ ସୁଯୋଗ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଭଲ ପାଠ ପଢ, ତୁମ ବାପା-ମାଙ୍କ ସ୍ବପ୍ନକୁ ସାକାର କର। ତୁମ ପ୍ରତିଭାର ସୁରଭି ସମସ୍ତେ ଅନୁଭବ କରନ୍ତୁ। ଆଜି ‘ଲୋକସେବା ଭବନ’ର ସଭାଗୃହ ଠାରେ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଅଧିନରେ ଥିବା ବିଦ୍ୟାଳୟର ପିଲାମାନଙ୍କ … Read More

କମିବ ଶୀତ, ଘେରିବ କୁହୁଡ଼ି!

ଭୁବନେଶ୍ବର : କମିବ ଶୀତ, ଘେରିବ କୁହୁଡ଼ି। ଆଗାମୀ ୨୪ ଘଣ୍ଟା ଭିତରେ ରାଜ୍ୟର ବହୁ ସ୍ଥାନରେ ରାତି ତାପମାତ୍ରା ୨ରୁ ୩ଡିଗ୍ରୀ ବଢ଼ିବ ଓ ତା’ପରେ ଶୀତରେ ସେଭଳି ବିଶେଷ ପରିବର୍ତ୍ତନ ଆସିବ ନାହିଁ। ଏଥିସହ ଆଗାମୀ ୭ … Read More

ଫେରିଲା କରୋନା, ଫେରିଲା ମାସ୍କ; ସ୍ୱାସ୍ଥ୍ୟ ବିଭାଗ ଜାରିକଲା ମାର୍ଗଦର୍ଶିକା

ଭୁବନେଶ୍ବର :ଦେଶରେ କିଛି ଦିନ ହେବ କୋରନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟାରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ପରେ ତତ୍ପରତା ପ୍ରକାଶ କରିଛି ସ୍ୱାସ୍ଥ୍ୟ ବିଭାଗ। କରୋନା … Read More

ଚେଲାକୁମାରଙ୍କୁ ଓଡ଼ିଶା ଦାୟିତ୍ୱରୁ ମୁକ୍ତ କରାଯାଇପାରେ ବୋଲି ସଙ୍କେତ ମିଳିଥିଲା

ଭୁବନେଶ୍ବର : ପ୍ରଦେଶ କଂଗ୍ରେସ କମିଟି ପ୍ରଭାରୀ ପଦରୁ ଡଃ ଏ ଚେଲାକୁମାରଙ୍କୁ ହଟାଇ ଦିଆଯାଇଛି। ତାଙ୍କ ସ୍ଥାନରେ ଝାଡ଼ଖଣ୍ଡର ଡଃ ଅଜୟ କୁମାରଙ୍କୁ ନିଯୁକ୍ତି ମିଳିଛି। ତେବେ ରାଜ୍ୟ ବିଜେଡି ପ୍ରତି ନରମ ଆଭିମୁଖ୍ୟ ରହିଥିବା କାରଣରୁ ଚେଲାକୁମାରଙ୍କୁ … Read More

ଦୁଇ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଗରଦପୁର ବ୍ଲକ ସହକାରୀ କୃଷି ବୈଷୟିକ ପ୍ରବନ୍ଧକ

ଭୁବନେଶ୍ବର : ଦୁଇ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଆଜି ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କେନ୍ଦ୍ରାପଡ଼ା ଜିଲ୍ଲା ଗରଦପୁର ବ୍ଲକ ସହକାରୀ କୃଷି ବୈଷୟିକ ପ୍ରବନ୍ଧକ ରାଜେଶ କୁମାର ସେନାପତି। ଜଣେ ସପ୍ଲାୟରଙ୍କ ଠାରୁ ସେ ଏହି ଅର୍ଥ … Read More

ହାଇଦ୍ରାବାଦ ହସପିଟାଲରେ ଭୟାବହ ଅଗ୍ନିକାଣ୍ଡ

ହାଇଦ୍ରାବାଦ: ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଶନିବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହା ଫଳରେ ଅନେକ ରୋଗୀ ହସ୍ପିଟାଲରେ ଫସି ରହିଥିବା ଆଶଙ୍କା କରାଯାଉଛି। ତେବେ ନିଆଁ ଲିଭାଇବା ପାଇଁ ଉଦ୍ୟମ ଜାରି ରହିଥିବା ବେଳେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ … Read More

ଜେଲରୁ ମୁକୁଳିବା ପରେ ବିହାର ସରକାରଙ୍କୁ କଟାକ୍ଷ କରି ୟୁଟ୍ୟୁବର ଦେଲେ ଏଭଳି ପ୍ରତିକ୍ରିୟା

ନୂଆଦିଲ୍ଲୀ: ପାଟନା ହାଇକୋର୍ଟରୁ ଜାମିନ ମିଳିବା ପରେ ବିହାରର ୟୁଟ୍ୟୁବର ମନୀଷ କଶ୍ୟପ ଜେଲରୁ ମୁକୁଳିଛନ୍ତି। ମନୀଷ ବିହାରର ବେଉର ଜିଲ୍ଲାରେ ୯ମାସ ହେବ ବନ୍ଦୀ ରହିବା ପରେ ‌ଡିସେମ୍ବର ୨୩ ତାରିଖରେ ଜେଲରୁ ବାହାରିଛନ୍ତି। ମନୀଷଙ୍କୁ ପ୍ରଥମେ ତାମିଲନାଡ଼ୁ … Read More