ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏମ୍.ଏମ୍ ରାଜେନ୍ଦ୍ରନ୍ଙ୍କ ପରଲୋକ
ଚେନ୍ନାଇ : ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏମ୍.ଏମ୍ ରାଜେନ୍ଦ୍ରନ୍ଙ୍କର ଆଜି ପରଲୋକ ହୋଇଯାଇଛି। ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ୧୯୯୯ ମହାବାତ୍ୟା ପରେ ସେ ଓଡ଼ିଶାର ରାଜ୍ୟପାଳ … Read More