ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବାକୁ ତାମିଲନାଡୁ ରାଜ୍ୟପାଳଙ୍କୁ ସୁପ୍ରିମକୋର୍ଟଙ୍କ ପରାମର୍ଶ
ତାମିଲନାଡୁର ନିର୍ବାଚିତ ସରକାରଙ୍କ କାର୍ଯ୍ୟରେ ବାରମ୍ବାର ହସ୍ତକ୍ଷେପ କରୁଥିବାରୁ ଆଜି ରାଜ୍ୟପାଳ ଆରଏନ ରବିଙ୍କ ଉପରେ ବର୍ଷିଛନ୍ତି। ରାଜ୍ୟପାଳ ରବି ରାଜ୍ୟ ବିଧାନସଭାରେ ପାରିତ ବିଲ୍ ଉପରେ ମୋହର ମାରିବାରେ ବିଳମ୍ବିତ କରୁଛନ୍ତି। ଏଥିପାଇଁ ସର୍ବୋଚ୍ଚ ଅଦାଲତ ଅସନ୍ତୋଷ ପ୍ରକାଶ … Read More