ଟ୍ରକକୁ ପିଟିଲା ଭ୍ୟାନ୍, ୮ଜଣଙ୍କ ମୃତ୍ୟୁ, ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ଘଟଗାଁରେ ଦୁର୍ଘଟଣା ଘଟି ୮ଜଣଙ୍କ ମୃତ୍ୟୁ ଘଟଣା  । ମୃତକଙ୍କ ପରିବାରକୁ ୩ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । … Read More