ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୪ ଓଡ଼ିଆ ଶ୍ରମିକ, ପ୍ରତ୍ୟେକଙ୍କୁ ୨ଲକ୍ଷ ଟଙ୍କାର ସହାୟତା
ଭୁବନେଶ୍ଵର: ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଓଡ଼ିଆ ଶ୍ରମିକ ମାନେ ଆଜି ଭୁବନେଶ୍ୱରରେ ପହଞ୍ଚି ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏହି ଅବସରରେ ସେମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଷୟରେ … Read More