‘ପାହାଡ଼ ଉପରକୁ ଯାଇ ଇଭିଏମ୍‌ ଇଭିଏମ୍‌ ଜପନ୍ତୁ ରାହୁଲ’

ତିନି ରାଜ୍ୟରେ ଫେଲ୍‌ ମାରିଛି କଂଗ୍ରେସ। କାମ କଲାନି କୌଣସି ବି ପ୍ଲାନ। କଂଗ୍ରେସର ଶୋଚନୀୟ ପରାଜୟ ହୋଇଛି। ଏହି ପରାଜୟ ପରେ ଏବେ କଂଗ୍ରେସକୁ ଚାରୁଆଡୁ ବାଣ ମାରୁଛନ୍ତି ବିରୋଧୀ। ଏହି କ୍ରମରେ ବିଜେପି ସାଂସଦମାନେ ଏବେ କଂଗ୍ରେସ … Read More

‘ମୋ ପୋଲିସ୍’ ଏବେ ‘ବିଜେଡି ପୋଲିସ’ରେ ପରିଣତ ହୋଇଛି: ଇରାସିସ୍ ଆଚାର୍ଯ୍ୟ

ଭୁବନେଶ୍ୱର: ଶାନ୍ତିପ୍ରିୟ ଓଡିଶା ରାଜ୍ୟରେ ଦିନକୁ ଦିନ ଅପରାଧ ପ୍ରବଣତା ବଢି ଚାଲିଛି । ଅପରାଧିମାନଙ୍କ ଚରା ଭୁଇଁ ପାଲଟିବା ସହିତ ଭିତ୍ତିଭୂମି ସୁଦୃଢ ହେବାରେ ଲାଗିଛି । ସଦ୍ୟ ପ୍ରକାଶିତ ଏନ୍‌ସିଆର୍‌ବି ରିପୋର୍ଟରେ ଓଡିଶାରେ ବଢିଚାଲିଥିବା ଅପରାଧ ସମ୍ପର୍କିତ … Read More

ଡିସେମ୍ବର ୯ରେ ନମନର ୨ୟ ସଂସ୍କରଣ : ମହିଳା ପୁଲିସଙ୍କୁ କରାଯିବ ସମ୍ମାନିତ

ଭୁବନେଶ୍ବର :  ଡିସେମ୍ବର ୯ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି ନମନର ୨ୟ ସଂସ୍କରଣ । ୭ମ ବାଟାଲିୟନ ପରିସରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେବ  । ନମନ ପୁଲିସ ଭାଇ ଭଉଣୀ ତଥା ସେମାନଙ୍କ ପରିବାର ପାଇଁ ଉତ୍ସର୍ଗୀକୃତ … Read More

ଉତ୍ତର-ଭାରତୀୟ ରାଜ୍ୟକୁ ଗୋମୁତ୍ର ରାଜ୍ୟ କହିଲେ ଡିଏମକେ ସାଂସଦ

ନୂଆଦିଲ୍ଲୀ: ୫ ରାଜ୍ୟ ବିଧାନସଭା ନିର୍ବାଚନରେ କଂଗ୍ରେସର ଦୁର୍ବଳ ପ୍ରଦର୍ଶନ ପରେ କେତେକ ଗୋଷ୍ଠୀ ଦେଶରେ ଉତ୍ତର ଓ ଦକ୍ଷିଣ ଭାରତ ବିଭେଦ ସୃଷ୍ଟି କରିବାକୁ ଉଦ୍ୟମ କରିଚାଲିଛନ୍ତି । ଉତ୍ତରଭାରତ ଲୋକେ ଶିକ୍ଷାଗତ ଦୃଷ୍ଟିକୋଣରୁ ଦୁର୍ବଳ ଏଣୁ ସବୁବେଳେ … Read More

ସ୍ତ୍ରୀ ଆଗରେ ଟ୍ରେନରେ କଟିଗଲା ସ୍ୱାମୀର ଦୁଇ ଗୋଡ

ସୋର  : ଏ ଭାଇ କେହି ଟିକେ ପାଣି ଦିଅ । ମୋ ସ୍ୱାମୀ ମୁହଁରେ ପାଣି ଠୋପାଏ ଦେବି କେହି ମୋତେ ଟିକେ ପାଣି ଦିଅ । ମୋ ସ୍ୱାମୀର ଏ କଣ କଲୁ ଲୋ ମାଆ । ମାଆ … Read More

ରାଷ୍ଟ୍ରୀୟ ରାଜପୁତ କରଣୀ ସେନା ସଭାପତି ସୁଖଦେବ ସିଂହ ଗୋଗାମେଡିଙ୍କୁ ଗୁଳି କରି ହତ୍ୟା

ରାଷ୍ଟ୍ରୀୟ ରାଜପୁତ କରଣୀ ସେନା ସଭାପତି ସୁଖଦେବ ସିଂହ ଗୋଗାମେଡିଙ୍କୁ ଆଜି ରାଜସ୍ଥାନର ରାଜଧାନୀ ଜୟପୁରରେ ଗୁଳି କରି ହତ୍ୟା କରାଯାଇଛି। ଏହି ଗୁଳିମାଡ଼ ଘଟଣାରେ ତାଙ୍କର ଦୁଇ ଜଣ ସହଯୋଗୀ ଗୁରୁତର ଆହତ ହୋଇଛନ୍ତି। ଅପରାହ୍ନ ପ୍ରାୟ ୧.୪୫ … Read More

ଜାହାଜରୁ ଜବତ କୋକେନର ହେବ ମାନ ନିରୂପଣ

ପାରାଦୀପ: ଗତ ଶୁକ୍ରବାର ପାରାଦୀପ ପୋର୍ଟରେ ଲାଗିଥିବା ଏମଭି ଦେବୀ ପାନାମା ଜାହାଜରୁ ଜବତ ହୋଇଥିବା କୋକେନର ହେବ ମାନ ନିରୂପଣ । ଏଥିପାଇଁ ଜାତୀୟ ଫରେନସିକ୍ ଲାବରୋଟୋରିକୁ ଏହି କୋକେନର ସାମ୍ପଲ ପଠାଯିବ । ଏନେଇ ସୂଚନା ଦେଇଛି … Read More

କୋଲକାତା ଭାରତର ସବୁଠାରୁ ସୁରକ୍ଷିତ ସହର: ଏନସିଆରବି

ନୂଆଦିଲ୍ଲୀ: ନ୍ୟାସନାଲ କ୍ରାଇମ ରେକର୍ଡ ବ୍ୟୁରୋ (ଏନସିଆରବି) ଦ୍ୱାରା ସଦ୍ୟ ପ୍ରକାଶିତ ଏକ ରିପୋର୍ଟରେ କୁହାଯାଇଛି ଯେ କୋଲକାତା କ୍ରମାଗତ ତୃତୀୟ ବର୍ଷ ପାଇଁ ଭାରତର ସବୁଠାରୁ ସୁରକ୍ଷିତ ସହର ଭାବେ ଉଭା ହୋଇଛି ଏବଂ ମହାନଗରଗୁଡ଼ିକ ମଧ୍ୟରେ ପ୍ରତି ଲକ୍ଷ … Read More

ତେଲଙ୍ଗାନାର ୧୫ ଡାକ୍ତର ଏବେ ବିଧାୟକ

ଏଇ ଏଇ ସରିଛି ତେଲଙ୍ଗାନା ବିଧାନସଭା ନିର୍ବାଚନ। ଦୁଇ ଦୁଇ ଥର ଗାଦି ଅକ୍ତିଆର କରିଥିବା କେ. ଚନ୍ଦ୍ରଶେଖର ରାଓଙ୍କ ବିଆରଏସକୁ ଚକମା ଦେଇ ପ୍ରଥମ ଥର ସରକାର ଗଢିବାକୁ ଯାଉଛି କଂଗ୍ରେସ। ଡିସେମ୍ବର ୭ରେ ଶପଥ ଉତ୍ସବ ଥିବାବେଳେ … Read More

ଓଡ଼ିଶା ଷ୍ଟାର୍ଟ-ଅପ୍ ଇକୋସିଷ୍ଟମ ଆକ୍ଲେଡସ୍ ୨୦୨୩: ଫ୍ରଣ୍ଟାୟର ମିଡିଆକୁ ବଡ ସଫଳତା

ଭୁବନେଶ୍ୱର: ଫ୍ରଣ୍ଟାୟର ମିଡିଆ କ୍ୱିଜୋଟିକାର(Quizzotica) ସପ୍ତମ ସଂସ୍କରଣରେ ଏହାର ଉଦ୍ୟୋଗୀ ମନୋଭାବ ପାଇଁ ସ୍ୱୀକୃତି ଲାଭ ପାଇଛି। କମ୍ପାନୀକୁ “ବୁଟସଷ୍ଟ୍ରାପେଡ ବିଜିନେସ୍” ବର୍ଗରେ ସମ୍ମାନଜନକ ଓଡ଼ିଶା ଷ୍ଟାର୍ଟଅପ୍ ଇକୋସିଷ୍ଟମ୍ ଆକୋଲେଡ୍ସ ୨୦୨୩ ମିଳିଛି। ଏଥିସହ ବିନା ବାହ୍ୟ ପାଣ୍ଠିରେ ଏକ … Read More