ଡିସେମ୍ବର ୭ରେ ତେଲେଙ୍ଗାନାର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ରେବନ୍ତ ରେଡ୍ଡୀ
ହାଇଦ୍ରାବାଦ/ ନୂଆଦିଲ୍ଲୀ: କଂଗ୍ରେସ ନେତା ରେବନ୍ତ ରେଡ୍ଡୀ ତେଲେଙ୍ଗାନାର ନୂଆ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଡିସେମ୍ବର ୭ରେ ସେ ରାଜ୍ୟର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାର ସମ୍ଭାବନା ରହିଛି ଏବଂ ତାଙ୍କ ସହ କିଛି ମନ୍ତ୍ରୀ ମଧ୍ୟ ଶପଥ ନେବେ। … Read More