ଚା’ ସିଙ୍ଗଡାରେ ଶେଷ ହେଉଛି ଇଣ୍ଡିଆ ମେଣ୍ଟ ବୈଠକ: ଜେଡିୟୁ ନେତାଙ୍କ ମନ୍ତବ୍ୟ

ପାଟନା,୭।୧୨ : ବିହାରର ଶାସକ ଜେଡିୟୁ ଏମପି ସୁନୀଲ କୁମାର ପିଣ୍ଟୁ ବର୍ତ୍ତମାନ ଏକ ବିବାଦ ସୃଷ୍ଟି କରି କହିଛନ୍ତି। ସିଟ ବାଣ୍ଟିବା ପର୍ଯ୍ୟନ୍ତ ଆଲୋଚନା ନ ହେବା ବିରୋଧୀ ଭାରତୀୟ ନ୍ୟାଶନାଲ ଡେଭଲପମେଣ୍ଟ ଇନକ୍ଲୁସିଭ ଆଲାଏନ୍ସ (ଇଣ୍ଡିଆ) ବ୍ଲକର … Read More

ଗିରିରାଜ ସିଂଙ୍କ ବିବାଦୀୟ ବୟାନ, ଫିଲ୍ମ ଫେଷ୍ଟିଭାଲରେ ମମତା ଠୁମକା ଲଗାଇବା ଉଚିତ ନୁହେଁ

ନୂଆଦିଲ୍ଲୀ,୭।୧୨: ଭାରତୀୟ ଜନତା ପାର୍ଟି ଏମପି ଗିରିରାଜ ସିଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ନେଇ ବିବାଦୀୟ ବୟାନ ଦେଇଛନ୍ତି। କୋଲକାତା ଅନ୍ତରାଷ୍ଟ୍ରୀୟ ଫିଲ୍ମ ମହୋତ୍ସବରେ ମମତା ଯୋଗଦେବା ନେଇ ସେ ସମାଲୋଚନା କରିଛନ୍ତି। କାର୍ଯ୍ୟକ୍ରମରେ ବଲିଉଡ ଅଭିନେତା ସଲମାନ … Read More

ତେଲଙ୍ଗାନାର ଡିଏନ୍‌ଏ ବିହାର ଡିଏନ୍‌ଏଠାରୁ ଭଲ : ରେବନ୍ଥ ରେଡ୍ଡୀ

ହାଇଦ୍ରାବାଦ : ରେବନ୍ଥ ରେଡ୍ଡୀ ଆଜି ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ବେଳେ ତାଙ୍କର ଏକ ମନ୍ତବ୍ୟକୁ ନେଇ ସୃଷ୍ଟି ହୋଇଛି ବିବାଦ। ସେଥିପାଇଁ ତାଙ୍କୁ ଓ କଂଗ୍ରେସକୁ କଡ଼ା ସମାଲୋଚନା କରିଛି ବିଜେପି। ରେବନ୍ଥ ରେଡ୍ଡୀଙ୍କ ମନ୍ତବ୍ୟକୁ … Read More

‘ଦିଲ୍ଲୀ ଏମ୍ସରେ ଚିହ୍ନଟ ନିମୋନିଆ ଶିଶୁଙ୍କଠାରେ ନାହିଁ ଚୀନ୍ ସଂକ୍ରମଣର ଲକ୍ଷଣ’

ନୂଆଦିଲ୍ଲୀ : ଦିଲ୍ଲୀ ଏମ୍ସରେ ଚିହ୍ନଟ ହୋଇଥିବା ନିମୋନିଆ ରୋଗୀଙ୍କ ନିକଟରେ ନାହିଁ ଚୀନ ସଂକ୍ରମଣର ଲକ୍ଷଣ। ଚୀନର ପିଲାମାନଙ୍କର ଯେଉଁ ସଂକ୍ରମଣ ବୃଦ୍ଧି ପାଉଛି ସେହି ଲକ୍ଷଣ ଭାରତରେ ଚିହ୍ନଟ ହୋଇଥିବା ପିଲାଙ୍କ ନିକଟରେ ନାହିଁ ବୋଲି ଦିଲ୍ଲୀ … Read More

ନକଲି ସିମ୍ କାର୍ଡ ଓ ଜାଲ୍ ବ୍ୟାଙ୍କ ଆାକାଉଣ୍ଟ ମାଧ୍ୟମରେ ଠକେଇ ମାମଲା: ଆଉ ଜଣେ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର : ନକଲି ସିମ୍ କାର୍ଡ ଓ ଜାଲ୍ ବ୍ୟାଙ୍କ ଆାକାଉଣ୍ଟ ମାଧ୍ୟମରେ ଠକେଇ ମାମଲାରେ ଅନ୍ତଃରାଜ୍ୟ ସାଇବର କ୍ରାଇମ ଗ୍ୟାଙ୍ଗର ଆଉଜଣେ ସଦସ୍ୟକୁ ସ୍ପେଶାଲ ଟାକ୍ସ ଫୋର୍ସ (ଏସଟିଏଫ୍‌) ଗିରଫ କରିଛି। ପଶ୍ଚିମବଙ୍ଗର ମୁର୍ଶିଦାବାଦ ଜିଲ୍ଲା ଗୁଧିଆର ସମିମ … Read More

ବିଶୁଦ୍ଧ ହେବ ଦୟା ନଦୀର ଜଳ ! ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳଯୁକ୍ତ ବିଶୋଧନ ପ୍ଲାଣ୍ଟ ନିର୍ମାଣ ପାଇଁ ନିଷ୍ପତ୍ତି

ଭୁବନେଶ୍ବର: ଦୟା ନଦୀର ଜଳ ବିଶୁଦ୍ଧ ହେବ। ଏଥି ପାଇଁ ରାଜ୍ୟ ସରକାର ପ୍ରାରମ୍ଭିକ ପଦକ୍ଷେପ ନେଇଛନ୍ତି। ଦୟା ଓ ଗଙ୍ଗୁଆ ନାଳର ସଂଯୋଗ ସ୍ଥଳରେ ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳଯୁକ୍ତ ବିଶୋଧନ ପ୍ଲାଣ୍ଟ ନିର୍ମାଣ ପାଇଁ ନିଷ୍ପତ୍ତି ନେଇଛନ୍ତି। ଦୟା … Read More

କୁଆଖିଆ ଓ ପିପିଲିରେ ସଡ଼କ ଦୁର୍ଘଟଣା: ଚାଲିଗଲା ଦୁଇଜଣଙ୍କ ଜୀବନ

ଯାଜପୁର/ପୁରୀ : ଆଜି ସକାଳେ ଦୁଇଟି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦୁଇଜଣଙ୍କ ପ୍ରାଣହାନି ଘଟିଛି। ସୂଚନା ଅନୁଯାୟୀ, ୧୬ ନଂ ଜାତୀୟ ରାଜପଥର କୁଆଖିଆଠାରେ ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କେନ୍ଦ୍ରାପଡ଼ା ଜିଲ୍ଲାର … Read More

ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଜନଶତାବ୍ଦୀ ଏକ୍ସପ୍ରେସ୍

କଟକ: ଆଜି ସକାଳେ କଟକ ରେଳ ଷ୍ଟେସନରେ ଜନଶତାବ୍ଦୀ ଏକ୍ସପ୍ରେସ୍ ଟ୍ରେନରେ ନିଆଁ ଓ ଧୂଆଁ ଦେଖିବାକୁ ମିଳିଥିଲା। ଭୁବନେଶ୍ୱରରୁ ହାୱଡ଼ା ଯାଉଥିବା ଜନଶତାବ୍ଦୀ ଟ୍ରେନରେ ହଠାତ୍ ପ୍ରବଳ ଧୂଆଁ ବାହାରିଥିଲା। କଟକ ଷ୍ଟେସନରେ ଛିଡ଼ା ହୋଇଥିବାବେଳେ ଟ୍ରେନ୍ ବଗ … Read More

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ; ଉତ୍ତର-ପୂର୍ବ ଐଶାନ୍ୟ କୋଣରେ ହେବ ଯଜ୍ଞସ୍ଥଳ

ପୁରୀ : ଶ୍ରୀମନ୍ଦିର ଉତ୍ତର-ପୂର୍ବ ଐଶାନ୍ୟ କୋଣରେ ହେବ ୪୦ ଫୁଟିଆ ଯଜ୍ଞସ୍ଥଳ। ଏହାଛଡ଼ା ବଡ଼ ଆଖଡା ମଠର ଉତ୍ତର ପଛପଟେ ମୁଖ୍ୟମନ୍ତ୍ରୀ ଓ ବିଶିଷ୍ଟ ଅତିଥିଙ୍କ ବସିବା ପାଇଁ ସେଡ୍‌ ବ୍ୟବସ୍ଥା ହେବ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ … Read More

ଗୋଟିଏ ଦସ୍ତଖତରେ ଲଟକିଛି କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ପ୍ରସଙ୍ଗ: ସାଂସଦ

ଜୟପୁର: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗୋଟିଏ ଦସ୍ତଖତରେ ଲଟକି ରହିଛି ଜୟପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ। ତେବେ କେଉଁ କାରଣ ପାଇଁ ଜୟପୁରରେ ଏହି ବିଦ୍ୟାଳୟ ଖୋଲିବାକୁ କେନ୍ଦ୍ର ସରକାର ଚାହୁଁ ନାହାନ୍ତି ଏହି ପ୍ରଶ୍ନ ଜୟପୁର ସହରବାସୀଙ୍କ … Read More