ଛତିଶା ନିଯୋଗ ବୈଠକ ଶେଷ, ଶ୍ରୀମନ୍ଦିର ଐତିହ୍ୟକୁ ନେଇ ହେବ ଲେଜର ଶୋ’
ପୁରୀ: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବସିଥିବା ଛତିଶା ନିଯୋଗ ବୈଠକ ଶେଷ ହୋଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ଆଗାମୀ ଜାନୁୟାରୀ ୧୭ ତାରିଖରେ ଲୋକାର୍ପିତ ହେବାକୁ ଥିବା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମ୍ପର୍କରେ ଆଲୋଚନା ହୋଇଥିବା … Read More