ଏଥିକ୍ସ କମିଟି ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମହୁଆ

ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଟିଏମସି ସାଂସଦ ମହୁଆ ମୈତ୍ର। ସଂସଦରୁ ବହିଷ୍କାର ହେବା ପରେ ଏଥିକ୍ସ କମିଟି ବିରୁଦ୍ଧରେ ସୁପ୍ରିମକୋର୍ଟରେ ପହଞ୍ଚିଛନ୍ତି। ଏଥିକ୍ସ କମିଟି ତାଙ୍କ ବିରୁଦ୍ଧରେ ନେଇଥିବା ନିଷ୍ପତ୍ତିକୁ ଚ୍ୟାଲେଞ୍ଚ କରିଛନ୍ତି ମହୁଆ। ଗତ ସପ୍ତାହରେ ସଂସଦରେ ପ୍ରଶ୍ନ ପଚାରିବାକୁ ଟଙ୍କା … Read More

ଧାରଣାରେ ଏମ୍ସ ସଫେଇ କର୍ମଚାରୀ: ଡାକ୍ତରଖାନା ପରିସରରେ ବାଜିଲାନି ଝାଡୁ

ଭୁବନେଶ୍ୱର:ଭୁବନେଶ୍ୱର ଏମ୍ସରେ ଶ୍ରମିକ ଛଟେଇକୁ ନେଇ ପ୍ରତିବାଦ ତୀବ୍ର ରୂପ ଆଜି ନେଇଛି । ଶ୍ରମିକ ଛଟେଇ ଓ ମହିଳା କର୍ମଚାରୀଙ୍କୁ ଦୁର୍ବ୍ୟବହାର ପ୍ରତିବାଦରେ ଆଜି ଭୁବନେଶ୍ୱର ଏମ୍ସର ଶତାଧିକ ସଫେଇ କର୍ମଚାରୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ସଫେଇ କର୍ମଚାରୀମାନେ … Read More

ଜମ୍ମୁ-କଶ୍ମୀରରେ ହୋଇଛି କି ମାନବାଧିକାର ଉଲ୍ଲଙ୍ଘନ? ନିରପେକ୍ଷ ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ପରାମର୍ଶ

ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହେବା ବୈଧ ବୋଲି କହିଛନ୍ତି ସୁପ୍ରିମକୋର୍ଟ। ଉଚ୍ଛେଦ ବିରୋଧରେ ହୋଇଥିବା ଏକାଧିକ ଆବେଦନର ଶୁଣାଣି କରି ସୁପ୍ରିମକୋର୍ଟର ୫ ଜଣିଆ ସାମ୍ବିଧାନିକ ଖଣ୍ଡପୀଠ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ଠିକ ବୋଲି କହିଛନ୍ତି। ତେବେ ଜମ୍ମୁ-କଶ୍ମୀରକୁ … Read More

ଜିନ୍ସ ଓ ଜ୍ୟାକେଟ ପିନ୍ଧା ସମ୍ଭ୍ରାନ୍ତ ଚୋର, ମୁହଁରେ ମାସ୍କ ପିନ୍ଧି ସରକାରୀ କ୍ଵାଟର୍ସରୁ କଲେ ଚୋରି

ଭୁବନେଶ୍ବର : ସାବଧାନ୍ ! ରାଜଧାନୀବାସୀ । ବୁଲୁଛନ୍ତି ଜିନ୍ସ ଓ ଜ୍ୟାକେଟ ପିନ୍ଧା ସମ୍ଭ୍ରାନ୍ତ ଚୋର । ମୁହଁରେ ମାସ୍କ ପିନ୍ଧି ଘରେ ନଥିବାବେଳେ କଳା କନା ବୁଲାଉଛନ୍ତି । ଏଭଳି କିଛି ଘଟଣା ଘଟିଛି ରାଜଧାନୀର ମଞ୍ଚେଶ୍ବର … Read More

ଧାରା ୩୭୦ ଉଚ୍ଛେଦ ଉପରେ ସୁପ୍ରିମକୋର୍ଟଙ୍କ ରାୟ ଭାରତର ଏକତାକୁ ମଜବୁତ କରିଛି

ଧାରା ୩୭୦ ଉଚ୍ଛେଦ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ବୈଧ ବୋଲି ଘୋଷଣା କରିବା ପରେ ପ୍ରତିକ୍ରିୟା ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଖୁସିବ୍ୟକ୍ତ କରିବା ସହ ଜମ୍ମୁ କଶ୍ମୀର ଏବଂ ଲଦାଖରେ ଥିବା ଭାଇ ଓ ଭଉଣୀମାନଙ୍କ ପାଇଁ ଏହା ଆଶା, … Read More

ଜମିବାଡ଼ି ବିବାଦକୁ ନେଇ ସାନ ଭାଇ ଆକ୍ରମଣରେ ବଡ ଭାଇର ମୃତ୍ୟୁ

ଯାଜପୁର: ଜମିବାଡ଼ି ବିବାଦକୁ କେନ୍ଦ୍ର କରି ସାନ ଭାଇ ଆକ୍ରମଣରେ ବଡ ଭାଇର ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ବରି ରାମଚନ୍ଦ୍ରପୁର ଥାନା ବାଲିବିଲି ଗାଁରେ । ମୃତକ ହେଲେ ମନୋଜ କବି । ଏହି … Read More

ତୁରନ୍ତ ଜମ୍ମୁ କଶ୍ମୀରକୁ ରାଜ୍ୟ ପାହ୍ୟ ଦିଅ: ସୁପ୍ରିମକୋର୍ଟ

ଜମ୍ମୁ କଶ୍ମୀରକୁ ତୁରନ୍ତ ରାଜ୍ୟ ମାନ୍ୟତା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ଧାରା ୩୭୦ ଉଚ୍ଛେଦ ଉପରେ ଐତିହାସିକ ରାୟ ପ୍ରକାଶ କରି ସର୍ବୋଚ୍ଚ ଅଦାଲତ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ୨୦୨୪ ସେପ୍ଟେମ୍ବର ମାସ ସୁଦ୍ଧା ଜାମ୍ମୁ କାଶ୍ମୀରରେ ନିର୍ବାଚନ କରାଇବାକୁ … Read More

ଦାଦନ ଖଟିବାକୁ ଯାଇ ଦୁଇ ଭାଈ ମୃତ

ରାୟଗଡା: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ସି-ଫୁଡ୍ ପ୍ରୋସେସିଂ ପ୍ଲାଣ୍ଟରୁ କାମ ସାରି ଘରକୁ ଫେରିବା ବେଳେ ଦୁଇ ନାବାଳକ ଭାଇ ଗଙ୍ଗାଧର ମାଝୀ ଓ ମହେଶ୍ୱର ମାଝୀଙ୍କ ମୃତ୍ୟୁ ପରେ ରାୟଗଡା ଜିଲ୍ଲା କାଶୀପୁର ବ୍ଲକର ମାକପଦର ଗାଁରେ ଶୋକର ଛାୟା … Read More

ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ଧାରା ୩୭୦ ଉଚ୍ଛେଦ ନିଷ୍ପତ୍ତି ବୈଧ

ଧାରା ୩୭୦ ଉଚ୍ଛେଦ ଉପରେ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କଲେ ସୁପ୍ରିମକୋର୍ଟ। ଜମ୍ମୁ କଶ୍ମୀରରୁ ଏହି ଧାରା ଉଚ୍ଛେଦ କରି କୌଣସି ଭୁଲ୍ କରିନାହାନ୍ତି କେନ୍ଦ୍ର ସରକାର। ଧାରା ଉଚ୍ଛେଦ ସମ୍ପୂର୍ଣ୍ଣ ରୂପେ ବୈଧ ଓ ଆଇନ ସମ୍ମତ କହିଲେ ସୁପ୍ରିମକୋର୍ଟ … Read More

ଜି.ଉଦୟଗିରି ସବୁଠୁ ଥଣ୍ଡା ସହର

ଭୁବନେଶ୍ୱର: ଖସୁଛି ପାରଦ , ବଢୁଛି ଶୀତ  । ପାରଦ ଯେତିକି ତଳମୁହାଁ ହେଉଛି , ଶୀତ ସେତିକି ବଢିବାରେ ଲାଗିଛି । ଉତ୍ତର-ଉତ୍ତର ପଶ୍ଚିମ ଦିଗରୁ ସୁଷ୍କ ବାୟୁ ପ୍ରବାହିତ ହେଉଥିବାରୁ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ … Read More