ପୁଲିସ କମିସନର କହିଲେ- ଅପରାଧୀଙ୍କୁ ଧରିବା ପାଇଁ ଆମେ ଚେଷ୍ଟା ଜାରି ରଖିଛୁ କମିସନର ପୁଲିସ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରସ୍ଥିତ ଆପର୍ଟମେଣ୍ଟଗୁଡ଼ିକରେ ଚୋରି ଲଗାତାର ଚୋରି ହେଉଛି। ଆପାର୍ଟମେଣ୍ଟରୁ ଚୋରି ଆମ ପାଇଁ ଚାଲେଞ୍ଜ ହୋଇପଡ଼ିଛି। ସାମ୍ବାଦିକ ସମ୍ମିଳନୀରେ ମଙ୍ଗଳବାର ପୁଲିସ କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ସହର ବଢ଼ୁଥିବାରୁ … Read More

ଅର୍ଚ୍ଚନା ନାଗଙ୍କୁ ସତର୍କତା ଅବଲମ୍ବନ ପାଳନ କରିବାକୁ ପଡ଼ିବ: ଓକିଲ

ଭୁବନେଶ୍ବର: ଦୀର୍ଘ ୧୪ ମାସ ପରେ ଅର୍ଚ୍ଚନା ନାଗ ଆଜି ସକାଳେ ସେ ଝାରପଡ଼ା ଜେଲରୁ ମୁକୁଳିଛନ୍ତି। କିନ୍ତୁ ଗଣମାଧ୍ୟମ ଆଗରେ ବୟାନ ଦେବା ପୂର୍ବରୁ ଅର୍ଚ୍ଚନା ନାଗଙ୍କୁ ସତର୍କତା ଅବଲମ୍ବନ ପାଳନ କରିବାକୁ ପଡ଼ିବ ବୋଲି ତାଙ୍କ ଓକିଲ … Read More

ଜେଲ୍‌ରୁ ମୁକୁଳି ‘ଲ’ ପରୀକ୍ଷା ଦେଲେ ଅର୍ଚ୍ଚନା

ଭୁବନେଶ୍ୱର,୧୨।୧୨: ଦୀର୍ଘ ୧୪ ମାସ ପରେ ଅର୍ଚ୍ଚନା ନାଗ ମଙ୍ଗଳବାର ଜେଲ୍‌ରୁ ମୁକୁଳିଛନ୍ତି । ସକାଳେ ଅର୍ଚ୍ଚନା ଝାରପଡ଼ା ଜେଲ୍‌ରୁ ବାହାରିଥିଲେ। ତାଙ୍କ ସହିତ ତାଙ୍କ ସ୍ବାମୀ ଜଗବନ୍ଧୁ ମଧ୍ୟ ଥିଲେ । ପରେ ସେଠାରୁ ସେ ଘରକୁ ଯାଇ … Read More

୩ ସଂସ୍ଥା ଗଣିଲେ ୫୦ ହଜାର ଲେଖାଏ ଜରିମାନା

ଭୁବନେଶ୍ୱର,୧୨।୧୨:ଭୁବନେଶ୍ୱରରେ ଟୁ-ଲେଟ୍‌ ଲଗାଉଥିଲେ ସାବଧାନ। କାନ୍ଥ କିମ୍ବା ବିଦ୍ୟୁତ୍‌ ଖୁଣ୍ଟରେ ମଧ୍ୟ ଟୁଲେଟ୍‌ ଲଗାଇ ପାରିବେ ନାହିଁ। କାରଣ ଏହି ଟୁ-ଲେଟ୍‌ ବିଜ୍ଞାପନ ଲଗାଇ ୩ ସଂସ୍ଥା ୫୦ ହଜାରଟଙ୍କା ଲେଖାଏ ଜରିମାନା ଦେଇଛନ୍ତି। ବିଏମ୍‌ସି ଏହି ଟଙ୍କା ନୟାପଲ୍ଲୀ … Read More

ଜାନୁୟାରୀ ପହିଲାରୁ ଆରମ୍ଭ ହେବ ଖରିଫ୍‍ ମାଣ୍ଡିଆ ସଂଗ୍ରହ; ଚଳିତ ମାସ ୩୧ରେ ଶେଷ ହେବ ଚାଷୀ ପଞ୍ଜୀକରଣ

ଭୁବନେଶ୍ୱର,୧୨।୧୨: ୨୦୨୩-୨୪ ଖରିଫ୍‍ ମାଣ୍ଡିଆ ସଂଗ୍ରହ ଆସନ୍ତା ଜାନୁୟାରୀ ପହିଲାରୁ ଆରମ୍ଭ ହେବ । ଏହି ପ୍ରକ୍ରିୟା ୨୦୨୪ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ । ଏଥିପାଇଁ ରାଜ୍ୟର ସମସ୍ତ ମାଣ୍ଡିଆ ଚାଷୀ ସରକାରୀ ଅନୁମୋଦିତ ସଂଗ୍ରହକାରୀ ସଂସ୍ଥାକୃଷକ … Read More

କାଶତଣ୍ଡି ଜଙ୍ଗଲରେ ପୋତି ହୋଇଗଲାଣି ଶଯ୍ୟା

ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସହରର ଜୀବନରେଖା ଲୋହରାଖଣ୍ଡି ନଦୀ ନିଜ ସତ୍ତା ହରାଇବାକୁ ଯାଉଛି। ପରିବେଶବିତ୍‌ମାନେ ଏହି ଆଶଙ୍କା ପ୍ରକଟ କରିଛନ୍ତି। କାରଣ ନଦୀରେ ପାଣି ନାହିଁ କି ନଦୀପଠାରେ ବାଲି ବି ଦେଖାଯାଉନି। ଦିନେ ପାଣିର ଧାର … Read More

ଡିସେମ୍ବର ୨୪ରେ ସମ୍ବଲପୁର ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ସମ୍ବଲପୁର: ଡିସେମ୍ବର ୨୪ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ବଲପୁର ଆସୁଥିବା ଜଣାଯାଇଛି। ଏନେଇ ପିଏମଓରୁ କୌଣସି ସୂଚନା ଦିଆଯାଇ ନଥିଲେ ବି ବିଶ୍ବସ୍ତ ସୂତ୍ରରୁ ଏନେଇ ସୂଚନା ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ବଲପୁରରେ ଆଇଆଇଏମର ନୂତନ କ୍ୟାମ୍ପସ୍ … Read More

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଚାରି ବର୍ଗର ଉତ୍ଥାନ ଫର୍ମୁଲା ଓଡ଼ିଶାରେ ଆପଣେଇବ ବିଜେପି: ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଚାରି ବର୍ଗର ଉତ୍ଥାନ ଫର୍ମୁଲା ଓଡ଼ିଶାରେ ବିଜେପି ଆପଣେଇବ। ମୋଦୀଙ୍କ ଗଭର୍ନାନ୍ସ ମଡେଲ ଓଡ଼ିଶାରେ ଆଣିବାକୁ ପଡ଼ିବ। ଏଭଳି କହିଛନ୍ତି ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ।ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ କହିଛନ୍ତି, ସେବା ସୁଶାସନ … Read More

ମଣ୍ଡି ଚାଲ ଅଭିଯାନ କରିବ କିସାନ କଂଗ୍ରେସ: ଶରତ ପଟ୍ଟନାୟକ

ଭୁବନେଶ୍ବର: କିସାନ କଂଗ୍ରେସ ମଣ୍ଡି ଚାଲ ଅଭିଯାନ କରିବ। ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ। ସେ କହିଛନ୍ତି, ପ୍ରଥମ ପର୍ଯ୍ୟାୟରେ ଡିସେମ୍ବର ୧୩ରୁ ଜାନୁୟାରି ୧୩ ପର୍ଯ୍ୟନ୍ତ ଏକ ମାସ ବ୍ୟାପୀ ମଣ୍ଡି ଚାଲ ଅଭିଯାନ … Read More

ରାଜ୍ୟପାଳଙ୍କ ନିକଟରେ ପହଞ୍ଚିଲା ଅଯୋଧ୍ୟାରୁ ଅକ୍ଷତ କଳସ ସହ ନିମନ୍ତ୍ରଣ

ଭୁବନେଶ୍ବର: ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଅଯୋଧ୍ୟାରୁ ନିମନ୍ତ୍ରଣ ଅକ୍ଷତ କଳସ ଆସି ଭୁବନେଶ୍ୱରରେ ପହଞ୍ଚିଛି। ଆଜି ବିଶ୍ବ ହିନ୍ଦୁ ପରିଷଦର କର୍ମକର୍ତ୍ତାମାନେ ଏହି ଅକ୍ଷତ, ପୁଷ୍ପ ଓ ନିମନ୍ତ୍ରଣ ପତ୍ର ନେଇ ରାଜ୍ୟପାଳ ରଘୁବର ଦାସଙ୍କ ନିକଟରେ ପହଞ୍ଚିଛନ୍ତି। ରାଜ୍ୟର … Read More