ଷ୍ଟେସନ ପ୍ଲାଟଫର୍ମ ଉପରେ ଖସି ପଡିଲା ପାଣିଟାଙ୍କି, ବହୁ ଯାତ୍ରୀ ଆହତ

କୋଲକାତା: ପଶ୍ଚିମବଙ୍ଗର ବର୍ଦ୍ଧମାନ ରେଳ ଷ୍ଟେସନରେ ଆଜି ଏକ ବଡ଼ ଦୁର୍ଘଟଣା ଘଟିଛି। ବୁଧବାର ପ୍ଲାଟଫର୍ମରେ ଏକ ବଡ ପାଣି ଟାଙ୍କି ଖସିପଡି ପ୍ରାୟ ୧୦ ଜଣ ଆହତ ହୋଇଛନ୍ତି। ପୂର୍ବ ରେଳ ଜୋନ ଅଧିକାରୀ କହିଛନ୍ତି ଯେ ଆହତମାନଙ୍କୁ … Read More

ହାଇଓ୍ବା-କାର ମୁହାଁମୁହିଁ ଧକ୍କା, ୪ ଗୁରୁତର

କୋରାପୁଟ: କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ଅଞ୍ଚଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ହାଇୱା ଓ କାର୍ ମୁହାଁମୁହିଁ ଧକ୍କା ହେବା ଫଳରେ ଚାରି ଜଣଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ, ଜିଲ୍ଲାର ଟିମାଝଲା ଛକ ନିକଟ ଦେଇ … Read More

ସଂସଦ ସୁରକ୍ଷାରେ ସାଂଘାତିକ ତ୍ରୁଟି; ଭିତରେ ପଶିଗଲେ ଦୁଇ ଅଜ୍ଞାତ ଯୁବକ

ସଂସଦ ଆକ୍ରମଣ ବାର୍ଷିକୀରେ ହୋଇଛି ସୁରକ୍ଷା ଭଙ୍ଗ । ସଂସଦ ସୁରକ୍ଷା ବ୍ୟବସ୍ଥାରେ ଦେଖାଦେଇଛି ବଡ଼ ତ୍ରୁଟି । ଲୋକସଭା ସୁରକ୍ଷାରେ ବଡ଼ ଧରଣର ତ୍ରୁଟି ଆଜି ସାମ୍ନାକୁ ଆସିଛି। ସୁରକ୍ଷା ବଳୟ ଭେଦ କରି ଲୋକସଭାରେ ପଶିଗଲେ ଦୁଇ ଅଜ୍ଞାତ ଯୁବକ … Read More

ଧୀରଜ ସାହୁଙ୍କ ଘରେ ପଶିଲା ଆୟକର ଟିମ୍‌, ଚାଲିଛି ମାଟି ଖୋଳା

ଝାଡଖଣ୍ଡର କଂଗ୍ରେସ ସାଂସଦ ଧୀରଜ ସାହୁଙ୍କ ପରିବାରର ମାଲିକାନାରେ ଥିବା ମଦ କମ୍ପାନୀ ଉପରେ ଚଢ଼ଉ କରି ଆୟକର ବିଭାଗ ୩୫୧କୋଟି ଟଙ୍କା ଜବତ ହେବା ଘଟଣା ସମଗ୍ର ଦେଶବାସୀଙ୍କୁ ଚକିତ କରିଛି। ଏହାପରେ ବି ଧୀରଜ ସାହୁଙ୍କ ଘରେ … Read More

ବୋରଓ୍ୱଲରୁ ନବଜାତ ଶିଶୁ ଉଦ୍ଧାର ପରେ ବୁର୍ଲାରେ ଚାଲିଛି ଚିକିତ୍ସା

ସମ୍ବଲପୁର: ଦୀର୍ଘ ୭ ଘଣ୍ଟାର କସରତ ପରେ ବୋରଓ୍ବେଲରୁ ଜୀବିତ ଅବସ୍ଥାରେ ଉଦ୍ଧାର ହୋଇଥିବା ନବଜାତ ଶିଶୁ କୁ ବୁର୍ଲା ରେ ଭର୍ତ୍ତି କରାଯାଇଛି । ମେଡିକାଲରେ ଶିଶୁ ଟିର ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରିଛନ୍ତି ଡାକ୍ତର । ତେବେ ଉଦ୍ଧାର … Read More

ଭିଜିଲାନ୍ସ ପଞ୍ଝାରେ ନୟାଗଡ ସବ୍ ରେଜିଷ୍ଟ୍ରାର୍ : ଏକକାଳୀନ ୬ଟି ସ୍ଥାନରେ ଚାଲିଛି ରେଡ୍

ନୟାଗଡ : ଭିଜିଲାନ୍ସ ପଞ୍ଝାରେ ସବ ରେଜିଷ୍ଟ୍ରାର୍ । ନୟାଗଡ ଜିଲ୍ଲା ସବ୍ ରେଜିଷ୍ଟ୍ରାର୍ ଶାଶ୍ବତ ପଟ୍ଟନାୟକଙ୍କ ଘରେ ଭିଜିଲାନ୍ସ ରେଡ୍ କରୁଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ଜାରି ରହିଛି । ୮ ଜଣ … Read More

ଗଞ୍ଜେଇ ମାଫିଆ ସର୍ଦାର ଲକ୍ଷ୍ମୀଧର ପ୍ରଧାନ ଓ ତା ସମ୍ପର୍କୀୟ ଭାଇକୁ ଓଡ଼ିଶାରୁ ଗିରଫ କଲା ମୁମ୍ବାଇ କ୍ରାଇମବ୍ରାଞ୍ଚ

ମୁମ୍ବାଇ ମାଫିଆ ଓଡ଼ିଶାରୁ ଗିରଫ। ଗଞ୍ଜେଇ ମାଫିଆ ସର୍ଦାର ଲକ୍ଷ୍ମୀଧର ପ୍ରଧାନ ଓ ତା ସମ୍ପର୍କୀୟ ଭାଇକୁ ଓଡ଼ିଶାରୁ ଗିରଫ କରିଛି ମୁମ୍ବାଇ କ୍ରାଇମବ୍ରାଞ୍ଚ। ଲକ୍ଷ୍ମୀଧର ମୁମ୍ବାଇ ପୋଲିସ ତାଲିକାରେ ମୋଷ୍ଟ ୱାଣ୍ଟେଡ ନିଶା ମାଫିଆ ଥିଲା। ୨୦୨୧ ଫେବୃୟାରୀରେ … Read More

ରାୟଗଡାରେ ବାଛୁରୀ ମାରି ଖାଇଲା ମହାବଳ ବାଘ

ରାୟଗଡା: ପ୍ରଥମେ ଗଜପତି ଆଉ ଏବେ ରାୟଗଡାରେ ଆତଙ୍କ ଖେଳାଇଛି ମହାବଳ ବାଘ । ଲୋକଙ୍କ ମନରେ କୋକୁଆ ଭୟ । ଦିନରେ ବାଘ ଟି ଲୁଚି ରହିଥିବାବେଳେ, ରାତି ହେଲେ ବାହାରକୁ ବାହାରୁଛି । ଗତ ଦୁଇ ସପ୍ତାହ … Read More