ରାଜ୍ୟ ସରକାରଙ୍କ ଅଭିନବ ପ୍ରୟାସ, ଟ୍ରକ୍‌ ଡ୍ରାଇଭରଙ୍କୁ ମିଳିବ ମାଗଣା ଚା’

  ଭୁବନେଶ୍ୱର : ରାଜ୍ୟରେ ବଢ଼ୁଛି ସଡ଼କ ଦୁର୍ଘଟଣା । ଗତ ୫ ବର୍ଷରେ ସବୁ ରେକର୍ଡ଼ ଭାଙ୍ଗିଛି ଓଡ଼ିଶା। ଏହି ସଡ଼କ ଦୁର୍ଘଟଣା କେତେ ପରିବାର ଉଚ୍ଛନ କରିଦେଉଥିବା ବେଳେ ଅନେକଙ୍କ ଆଖିରୁ ଆଜିବି ଶୁଖୁନି ଲୁହ । ତେବେ ଏହି … Read More

CISF ହାତକୁ ଗଲା ସଂସଦ ଭବନର ସୁରକ୍ଷା ଦାୟିତ୍ୱ

  ହଟିଲା ପୁଲିସ। ସିଆଇଏସ୍‌ଏଫ୍‌ ହାତକୁ ଗଲା ସଂସଦ ଭବନର ସୁରକ୍ଷା ଦାୟିତ୍ୱ। ପର୍ଲାମେଣ୍ଟ ସୁରକ୍ଷାରେ ବ୍ୟାପକ ତ୍ରୁଟି ଘଟଣା ପରେ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ସମଗ୍ର କମ୍ପ୍ଲେକ୍ସର ସୁରକ୍ଷା ଦାୟିତ୍ୱକୁ ନେଇ ତତ୍ପର ହୋଇ ଉଠିଛନ୍ତି … Read More

ଭାରତକୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ

  ଭାରତ ଓ ପାକିସ୍ତାନ ମଧ୍ୟରେ ଥିବା ତିକ୍ତତା ସମ୍ପର୍କରେ ସମସ୍ତଙ୍କୁ ଜଣା। କିନ୍ତୁ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ଶରିଫ ଖୋଲାଖୋଲି ଭାବେ ପୁଣିଥରେ ଭାରତର ପ୍ରଶଂସା କରିଛନ୍ତି। ପଡ଼ୋଶୀ ଦେଶ ଚନ୍ଦ୍ରରେ ପହଞ୍ଚି ସାରିଲେଣି କିନ୍ତୁ ପାକିସ୍ତାନ ମାଟିରୁ … Read More

ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ସମାବେଶିତାର କାହାଣୀ

  ନୂଆଦିଲ୍ଲୀ: ପରିସଂଖ୍ୟାନ ଏକ ପ୍ରଗତିର ଚିତ୍ର ପ୍ରଦାନ କରିପାରେ । କିଛି କାହାଣୀ ସଂଖ୍ୟାକୁ ଅତିକ୍ରମ କରି ଆମ ଭାବ ପ୍ରବଣତାକୁ ଗଭୀରଭାବେ ଅନୁରଣିତ କରିଥାଏ । ସେଭଳି ଏକ କାହାଣୀ  ନୀଳେଶଙ୍କର । ନୀଳେଶ ଜଣେ ତୃତୀୟ ଲିଙ୍ଗର … Read More

ମିଳିଲା ପିହୁର ଅପହରଣକାରୀଙ୍କ ସିସିଟିଭି ଫୁଟେଜ, କ୍ୟାମେରାରେ ସବୁ ଦୃଶ୍ୟ କଏଦ

  ମିଳିଲା ପିହୁର ଅପହରଣକାରୀଙ୍କ ସିସିଟିଭି ଫୁଟେଜ । ୧୮ ତାରିଖରେ ଦେବଗଡ଼ର ଶିଶୁକନ୍ୟା ପିହୁକୁ ଅପହରଣ କରି ଦୁର୍ବୃତ୍ତମାନେ ସୁନ୍ଦରଗଡ଼ ନେଇ ଆସିଥିଲେ। ଏକ ଧଳା ରଙ୍ଗାର କାରରେ ଆସି ସହରର ମିସନ ରୋଡସ୍ଥିତ ହୋଟେଲ ପାର୍ବତୀ ରେସିଡେନ୍ସି ନିକଟରେ … Read More

ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାହ ବିଚ୍ଛେଦକୁ ଖାରଜ କଲେ ହାଇକୋର୍ଟ

  କଟକ : ସାଂସଦ ଅନୁଭବ ମହାନ୍ତି-ବର୍ଷାଙ୍କ ବିବାହ ବିଚ୍ଛେଦ ମାମଲାରେ ଆସିଛି ବଡ଼ ଖବର । ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀ ବିବାହ ବିଚ୍ଛେଦ ନେଇ ପରିବାର ଅଦାଲତଙ୍କ ରାୟ ଖାରଜ । କଟକ ପରିବାର ଅଦାଲତଙ୍କ ରାୟକୁ ଖାରଜ … Read More

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କାର୍ଯ୍ୟକ୍ରମ : ଆଜି ମହାପ୍ରଭୂଙ୍କୁ ନିମନ୍ତ୍ରଣ

  ପୁରୀ : ଓଡିଆ ଜାତିର ଆରାଧ୍ୟ ଦେବତା ହେଉଛନ୍ତି ପ୍ରଭୂ ଜଗନ୍ନାଥ  । ଆମର ବିବାହ ହେଉ , ଘର ପ୍ରତିଷ୍ଠା ହେଉ , ବ୍ରତଘର ହେଉ କିମ୍ବା  କାନ ଫୋଡା ହେଉ , ପ୍ରତିଟି ଶୁଭ କାର୍ଯ୍ୟରେ ଶ୍ରୀ … Read More

ଡିସକାଉଣ୍ଟରେ ଗାଡି ଦେବା ନାଁରେ ୪୦କୋଟି ଠକେଇ : ଦମ୍ପତ୍ତି ଅଟକ

  ଭୁବନେଶ୍ବର : ଡିସକାଉଣ୍ଟରେ ଗାଡି ଦେବା ନାଁରେ ୪୦ କୋଟି ଠକେଇ । ଗଞ୍ଜାମ ଆସିକାର ଦମ୍ପତ୍ତିଙ୍କୁ ଅଟକ ରଖିଛି କମିଶନରେଟ୍ ପୋଲିସ । ନୟାପଲ୍ଲୀ ଥାନାରେ ଅକ୍ଷୟ ଗୌଡ ଓ ତାଙ୍କ ପତ୍ନୀଙ୍କୁ  ପଚରାଉଚରା କରାଯାଉଛି । ଭୁବନେଶ୍ବରରେ … Read More

ନିଆଁ ପୁଇଁବା ବେଳେ ଜଳିଗଲେ ମହିଳା: ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

  ଢେଙ୍କାନାଳ: ପ୍ରବଳ ଶୀତରେ ଥରୁଛି ସାରା ଓଡିଶା  । ଜାଡରୁ ରକ୍ଷା ପାଇବା ପାଇଁ ବିଭିନ୍ନ ସ୍ଥାନରେ ଲୋକ ନିଆଁ ପୁଇଁ ହେଉଥିବା ଦୃଶ୍ୟ ଦେଖିବାକୁ ମିଳୁଛି  । ଏହାରି ଭିତରେ ଏକ ଅଘଟଣ ସାମ୍ନାକୁ ଆସିଛି । ଢେଙ୍କାନାଳ … Read More

୪ ବର୍ଷରୁ କମ୍‌ ବୟସ୍କ ପିଲାଙ୍କୁ କଫ୍‌ ସିରପ୍‌ ମନା

  ୪ ବର୍ଷରୁ କମ୍‌ ବୟସ୍କ ପିଲାଙ୍କୁ ଏଣିକି କଫ ସିରପ୍‌ ଦେବା ମନା। ଭାରତର ଡ୍ରଗ ରେଗୁଲେଟର ଚାରି ବର୍ଷରୁ କମ୍‌ ବୟସ୍କ ପିଲାଙ୍କୁ କଫ ସିରପ ଦେବା ଉପରେ ବ୍ୟାନ୍‌ ଲଗାଇଛନ୍ତି। ସାରା ବିଶ୍ୱରେ କଫ୍‌ ସିରପ ଯୋଗୁ … Read More