ବେଲପାହାଡ ରେଞ୍ଜ ପିକୋଲ ଜଙ୍ଗଲରେ ବୁଲୁଛି କଲରାପତରିଆ ବାଘ
ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଲକ ବେଲପାହାଡ଼ ଫରେଷ୍ଟ ରେଞ୍ଜ ଅଧୀନ ପିକୋଲ ଜଙ୍ଗଲରେ କଲରାପତରିଆ ବାଘ ଦେଖିବାକୁ ମିଳିଛି । ଜଙ୍ଗଲରେ ଲାଗିଥିବା ଟ୍ରାପ କ୍ୟାମେରାରେ କଏଦ ହୋଇଛି ଏହି ବାଘର ଫଟୋ । କଲରାପତରିଆ ବାଘର ଫୁଟେଜ … Read More