କୁସ୍ତି ମହାସଂଘକୁ ଚଳାଇବ ସ୍ୱତନ୍ତ୍ର କମିଟି
ଭାରତୀୟ କୁସ୍ତି ସଂଘର ନବ ନିର୍ବାଚିତ ସଦସ୍ୟଙ୍କୁ ଆଜି କ୍ରୀଡ଼ା ମନ୍ତ୍ରଣାଳୟ ନିଲମ୍ବିତ କରିବା ପରେ ଏହାକୁ ନେଇ ଚର୍ଚ୍ଚା ଜାରି ରହିଛି। ବିବାଦ ବଢ଼ୁଥିବା ବେଳେ ଏବେ ଭାରତୀୟ କୁସ୍ତି ମହାସଂଘକୁ ଚଳାଇବ ଗୋଟିଏ ସ୍ୱତନ୍ତ୍ର ପ୍ୟାନେଲ। ଭାରତୀୟ … Read More
ଭାରତୀୟ କୁସ୍ତି ସଂଘର ନବ ନିର୍ବାଚିତ ସଦସ୍ୟଙ୍କୁ ଆଜି କ୍ରୀଡ଼ା ମନ୍ତ୍ରଣାଳୟ ନିଲମ୍ବିତ କରିବା ପରେ ଏହାକୁ ନେଇ ଚର୍ଚ୍ଚା ଜାରି ରହିଛି। ବିବାଦ ବଢ଼ୁଥିବା ବେଳେ ଏବେ ଭାରତୀୟ କୁସ୍ତି ମହାସଂଘକୁ ଚଳାଇବ ଗୋଟିଏ ସ୍ୱତନ୍ତ୍ର ପ୍ୟାନେଲ। ଭାରତୀୟ … Read More
ପୁରୀ : ପୁରୀ ବେଳା ଭୂମିରେ ବାଲୁକା କଳା ନିର୍ମାଣ କରି ୱାର୍ଲଡ ରେକର୍ଡସ ବୁକ ଅଫ ଇଣ୍ଡିଆ ରେକର୍ଡ ହାତେଇଛନ୍ତି ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ l ପବିତ୍ର ବଡ ଦିନ ଵା କ୍ରୀଷ୍ଟମାସ ଅବସରରେ ପୁରୀ ବ୍ଲୁ ଫ୍ଲାଗ … Read More
କେନ୍ଦ୍ର ସରକାରଙ୍କ ତରଫରୁ କୁସ୍ତିସଂଘର ମାନ୍ୟତା ରଦ୍ଦ ଓ ନବ ନିଯୁକ୍ତ ଅଧ୍ୟକ୍ଷ ସଂଜୟ ସିଂହଙ୍କ ନିଲମ୍ବନ ପରେ କୁସ୍ତିଯୋଦ୍ଧାଙ୍କ ମଧ୍ୟରେ ଖୁସିର ଲହର ଖେଳିଯାଇଛି। ଏହାକୁ ସମର୍ଥନ ଜଣାଇଛନ୍ତି ମହିଳା କୁସ୍ତିଯୋଦ୍ଧା ସାକ୍ଷୀ ମଲ୍ଲିକ। ସରକାରଙ୍କ ତରଫରୁ ନିଆଯାଇଥିବା … Read More
କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲା ଡେରାବିଶ ବ୍ଲକ ଚାଟରାଚକୋଡା ପଞ୍ଚାୟତ ହଳଦୀବସନ୍ତ ଗାଁର ଶତାୟୁ ସ୍ୱାଧୀନତା ସଂଗ୍ରାମୀ ମାନଗୋବିନ୍ଦ ମଲିକ । ଗତକାଲି ୧୦୩ ବୟସରେ ତାଙ୍କର ପରଲୋକ ଘଟିଛି । ୧୯୨୯ ମସିହାରେ ଜନ୍ମଗ୍ରହଣ କରିଥିଲେ ସ୍ଵର୍ଗତଃ ମଲିକ … Read More
‘କୁଆଡେ ଗଲା ପ୍ରତିବର୍ଷ ୨ କୋଟି ଚାକିରି ପ୍ରତିଶ୍ରୁତି। ବେରୋଜଗାରୀ ଦେଶର ସବୁଠାରୁ ଜ୍ୱଳନ୍ତ ପ୍ରସଙ୍ଗ।’ ଏଭଳି କିଛି କହି ବିଜେପି ଉପରେ ବର୍ଷିଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାଡ଼ଗେ। ବିଜେପି ନେତୃତ୍ୱାଧୀନ କେନ୍ଦ୍ର ସରକାରକୁ ଟାର୍ଗେଟ କରି ଖାଡ଼ଗେ ଏକ୍ସରେ … Read More
କିଟ୍ ଓ କିସରେ ଜାତୀୟ ବିଶ୍ୱବିଦ୍ୟାଳୟ ସନ୍ତରଣ ଓ ଯୋଗାସନ ଚାମ୍ପିୟନସିପ୍ ଉଦଯାପିତ ହୋଇଯାଇଛି। ଯୋଗାସନ ଚାମ୍ପିୟନସିପରେ ୨ଶହରୁ ଊର୍ଦ୍ଧ୍ୱ ବିଶ୍ୱବିଦ୍ୟାଳୟରୁ ୨ ହଜାର ୫ଶହରୁ ଅଧିକ ପ୍ରତିଯୋଗୀ, ୩ଶହରୁ ଊର୍ଦ୍ଧ୍ୱ କୋଚ ଓ ଅଫିସିଆଲ୍ ଯୋଗ ଦେଇଥିଲେ । … Read More
ମାଲକାନଗିରି: ରାଉରକେଲା ପରେ ମାଲକାନଗିରି ରୁ ଉଡିବ ବିମାନ । ଏନେଇ ଶେଷ ହୋଇଛି ବିମାନବନ୍ଦର ନିର୍ମାଣ କାର୍ଯ୍ୟ । ତେବେ ନୂଆବର୍ଷରୁ ମାଲକାନଗିରିକୁ ବିମାନ ଉଡିବା ନେଇ ସୂଚନା ମିଳିଛି । ପ୍ରଥମ ପର୍ଯ୍ୟାୟରେ ନନ୍ ସିଡ୍ୟୁଲ ବିମାନ … Read More
କଟକ: କଟକ SCBରେ ଉତ୍ତେଜନା। ରୋଗୀ ମୃତ୍ୟୁ ପରେ ମେଡିକାଲ ପରିସରରେ ଉତ୍ତେଜନା ଦେଖାଦେଇଛି। ଅଭିଯୋଗ ଅନୁୟାୟୀ ପୁରୀ ଚନ୍ଦନପୁର ଅଞ୍ଚଳର ଜଣେ ଯୁବତୀ ଙ୍କ ଦେହ ଖରାପ ହେବାରୁ ପରିବାରଲୋକେ ତାଙ୍କୁ କଟକ ବଡ଼ ମେଡିକାଲକୁ ଆଣିଥିଲେ। ହେଲେ … Read More
କନ୍ଧମାଳ: କନ୍ଧମାଳ ଜିଲ୍ଲାରେ ମାଓବାଦୀଙ୍କ ଦ୍ୱାରା ଲଗାଯାଇଥିବା ଆଇଇଡି ବିସ୍ଫୋରଣରେ ସ୍ପେଶାଲ ଅପରେସନ୍ ଗ୍ରୁପ୍ (ଏସ୍ଓଜି)ର ଦୁଇ ଜଣ ଯବାନ ଗୁରୁତର ଆହତ ହୋଇଛନ୍ତି। ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ ସିର୍ଲା ଜଙ୍ଗଲରେ ଏହି ଘଟଣା ଘଟିଛି। ଆଜି ସକାଳେ ନକ୍ସଲ … Read More
ପୁରୀ : ଶ୍ରୀମନ୍ଦିର ଭିତର କାଠ ନିକଟରେ ପଡିଲା ଶ୍ରଦ୍ଧାଳୁଙ୍କ ରକ୍ତଛିଟା । ରକ୍ତ ଛିଟା ପଡିବାରୁ ମହାପ୍ରଭୁଙ୍କର ବଡ ମହାସ୍ନାନ କରାଯାଇଛି । ଫଳରେ ୧ ଘଣ୍ଟା ଲାଗି ଭକ୍ତମାନେ ମହାପ୍ରଭୁଙ୍କୁ ଦର୍ଶନ କରିବାରୁ ବଞ୍ଚିତ ରହିଥିଲେ । … Read More