ଶବ ଆଣିବାକୁ ଯାଉଥିଲେ, ପରିବାରର ୩ ଜଣ ଶବ ପାଲଟିଗଲେ

ଗୋଟିଏ ପରିବାର ଉପରେ ସତେ ଯେମିତି ଛିଡ଼ି ପଡ଼ିଛି ଦୁଃଖର ପାହାଡ଼। ସାମ୍ନାକୁ ଆସିଛି ମୃତ୍ୟୁର ବିକଳ ଚିତ୍ର। ପରିବାରର ଭେଣ୍ତିଆ ପୁଅର ମୃତଦେହ ଆଣିବାକୁ ଯାଉଥିବା ବେଳେ ୩ ଜଣ ଅଧା ରାସ୍ତାରେ ହିଁ ଶବ ପାଲଟି ଯାଇଛନ୍ତି। … Read More

ବାହାରୁ ଆସୁଥିବା ଧାନ ବେପାରୀଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ବର : ଚିନ୍ତା ବଢାଇଲେ ବାହାର ବେପାରୀ । ବାହାରୁ ଆସୁଥିବା ଧାନ ବେପାରୀଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ ରହିଛି । ବେପାରୀ ଏବଂ ଦଲାଲଙ୍କ ଉପରେ ଦୃଷ୍ଟି ଦେବାକୁ ସମବାୟ ବିଭାଗ ନିର୍ଦ୍ଦେଶ ଦେଇଛି । ଚେକ … Read More

ସମ୍ପ୍ରସାରଣ ହେଲା ମଧ୍ୟପ୍ରଦେଶ ମନ୍ତ୍ରିମଣ୍ଡଳ, ଶପଥ ନେଲେ ୨୮ ମନ୍ତ୍ରୀ

ସମ୍ପ୍ରସାରଣ ହେଲା ମଧ୍ୟପ୍ରଦେଶ ମନ୍ତ୍ରିମଣ୍ଡଳ। ଶପଥ ନେଲେ ୨୮ ମନ୍ତ୍ରୀ। କୈଳାଶ ବିଜୟବର୍ଗୀୟ ଓ ପ୍ରହ୍ଲାଦ ପଟେଲଙ୍କ ସମେତ ଅନେକ ମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ। ବିଜେପି ମଧ୍ୟପ୍ରଦେଶରେ ସରକାର ଗଢ଼ିବାର ଦୀର୍ଘ ପାଖାପାଖି ମାସେ … Read More

ପୁରୀ ସମୁଦ୍ରରେ ଗାଧୋଉଥିବା ବେଳେ ବୁଡି ଯାଇ ପର୍ଯ୍ୟଟକ ମୃତ

ପୁରୀ : ସମୁଦ୍ର ଗାଧୁଆ ପାଲଟିଲା କାଳ। ପୁରୀ ସମୁଦ୍ରରେ ଗାଧୋଉଥିବା ବେଳେ ବୁଡି ଯାଇ ପର୍ଯ୍ୟଟକ ମୃତ। ଚକ୍ରତୀର୍ଥ ବେଳା ଭୂମିରେ ଗାଧୋଇବା ସମୟରେ ପ୍ରବଳ ଲହଡ଼ି ମାଡ଼ରେ ଜଣେ ପର୍ଯ୍ୟଟକ ଭାସିଯାଇଥିଲେ। ସେଠାରେ ଥିବା ଲାଇଫ ଗାର୍ଡମାନେ ତାଙ୍କୁ … Read More

ନ୍ୟୁଜକ୍ଲିକ ମାମଲା: ରାଜସାକ୍ଷୀ ହେବେ ଏଚ୍‌ଆର ମୁଖ୍ୟ

ନ୍ୟୁଜକ୍ଲିକର ଏଚଆର ମୁଖ୍ୟ ଅମିତ ଚକ୍ରବର୍ତ୍ତୀ ରାଜସାକ୍ଷୀ ବନିବାକୁ ଚାହୁଁଛନ୍ତି। ସେ ତଦନ୍ତକାରୀ ସଂସ୍ଥାକୁ ମାମଲା ସହ କିଛି ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ ସପକ୍ଷରେ ରହିଛନ୍ତି। ଏଥିପାଇଁ ସେ ଦିଲ୍ଲୀର ଗୋଟିଏ କୋର୍ଟରେ ଗୋଟିଏ ଆବେଦନ କରି ରାଜସାକ୍ଷୀ ବନିବାକୁ ରାଜି ଥିବା … Read More

ମା’କୁ ଖୁଣ୍ଟିରେ ବାନ୍ଧିଥିବା ନିଷ୍ଠୁର ପୁଅକୁ ଗିରଫ କଲା ପୋଲିସ

କେନ୍ଦୁଝର: କୋବି ଚୋରି ଅଭିଯୋଗରେ ମାକୁ ଖୁଣ୍ଟିରେ ବାନ୍ଧି ପକାଇଥିବା ନିଷ୍ଠୁର ପୁଅ ଶତ୍ରୁଘ୍ନ ମହନ୍ତ ଗିରଫ। ପୋଲିସ ନିଜ ଆଡୁ ମାମଲା ରୁଜୁ କରି ଏହି ଗିରଫ କରିଛି। ପରେ ଶତ୍ରୁଘ୍ନକୁ କୋର୍ଟରେ ହାଜର କରାଯାଇଥିବା ଜଣାପଡ଼ିଛି। ସଂପୃକ୍ତ … Read More

ପତ୍ନୀଙ୍କ ସହ ଭିଡିଓ କଲରେ କଥା ହେଉଥିବା ବେଳେ ନିଜକୁ ଗୁଳି କରିଦେଲେ

ଭିଡିଓ କଲ୍‌ ବେଳେ ନିଜକୁ ନିଜେ ଗୁଳି କଲେ ଜଣେ ବ୍ୟକ୍ତି। ମଧ୍ୟରାତ୍ରରେ ବ୍ୟକ୍ତି ଜଣଙ୍କ ରାଗି ଯାଇଥିବା ପତ୍ନୀଙ୍କୁ ଫୋନରେ ବୁଝାଉଥିଲେ। କିନ୍ତୁ ହଠାତ୍‌ ଭିଡିଓ କଲ ମଝିରେ ହିଁ ସ୍ୱାମୀ ଜଣଙ୍କ ନିଜକୁ ନିଜେ ଗୁଳି କରି … Read More

ମହାରାଷ୍ଟ୍ରରେ କରୋନା ନୂଆ ଭାରିଏଣ୍ଟ, ଆଉ ୯ JN.1 ସଂକ୍ରମିତ ଚିହ୍ନଟ

ପୁଣି ଚିନ୍ତା ବଢ଼ାଇଲାଣି କରୋନା। ଦିନକୁ ଦିନ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା। ଏହାରି ଭିତରେ କରୋନାର ନୂଆ ଭାରିଏଣ୍ଟ ସଂଖ୍ୟା ମଧ୍ୟ ଦ୍ରୁତ ଗତିରେ ବଢ଼ି ଚାଲିଛି। କେରଳ ପରେ ଏବେ ମହାରାଷ୍ଟ୍ରରେ ପଶିଛି କୋଭିଡ-୧୯ର ସବ୍‌-ଭାରିଏଣ୍ଟ ଜେଏନ୍‌.୧। … Read More

ରହସ୍ୟଜନକ ଭାବେ ‘ଜିହାଦୀ ଗୁରୁ’ର ମୃତ୍ୟୁ

ପାକିସ୍ତାନର ଆତଙ୍କବାଦୀ ସଂଗଠନ ଲସ୍କର-ଇ-ତାଏବାର ସଦସ୍ୟ ତଥା ଜିହାଦୀ ଗୁରୁ ଭାବେ ପରିଚିତ ଅବଦୁଲ୍ଲା ଶାହୀନ ପ୍ରାଣ ହରାଇଛି। ପାକିସ୍ତାନର କସୌର ଠାରେ ବେଶ ରହସ୍ୟଜନକ ଭାବେ ଗୋଟିଏ ଗାଡ଼ି ଧକ୍କାରେ ତା’ର ମୃତ୍ୟୁ ଘଟିଛି। ଗୋଟିଏ ଅଜଣା ଗାଡ଼ି ଅବଦୁଲ୍ଲାକୁ … Read More

ବିଲରୁ ମିଳିଲା କଟା ପାପୁଲି, ତଦନ୍ତ କରୁଛି ପୋଲିସ

ଖୋର୍ଦ୍ଧା : କାହାର କଟା ପାପୁଲି? ଖୋର୍ଦ୍ଧା ଜଙ୍କିଆ ଥାନା ମାନପୁର ଗାଁ ନିକଟ ବିଲରୁ ଏକ ବାମ ହାତର କଟା ପାପୁଲି ଦେଖିବାକୁ ମିଳିବା ପରେ ଏହାକୁ ନେଇ ଚର୍ଚ୍ଚା ବଢ଼ିଛି । ଜବତ କଟା ପାପୁଲିକୁ ନେଇ ଛାନ୍‌ଭିନ୍‌ … Read More