ନୂଆବର୍ଷରେ ନନ୍ଦନକାନନକୁ ଆସିବେ ଚିତା ଓ ଧଳା ସିଂହ ଶାବକ
ଭୁବନେଶ୍ବର: ନୂଆବର୍ଷରେ ନନ୍ଦନକାନନ ଚିଡ଼ିଆଖାନା ପାଇବ ନୂଆ ଅତିଥି। ନନ୍ଦନକାନନ ଚିଡ଼ିଆଖାନାକୁ ଆସିବେ ଚିତା, ଧଳା ସିଂହ ଶାବକ ଓ ନୂଆ ପକ୍ଷୀ। ଦୁବାଇ ଚିଡ଼ିଆଖାନା ସହ ଏକ୍ସଚେଞ୍ଜ କାର୍ଯ୍ୟକ୍ରମ ଅଧୀନରେ ଜାନୁଆରୀ ମାସରେ ଏମାନଙ୍କୁ ଅଣାଯିବ। ସେହିପରି ଆଲିପୁର … Read More