ସ୍ତ୍ରୀକୁ ପିଟି ପିଟି ହତ୍ୟା କରି ଚମ୍ପଟ ମାରିଲା

ସୁବର୍ଣ୍ଣପୁର : ନୃଶଂସ ସ୍ବାମୀର ବର୍ବରକାଣ୍ଡ । ନିଜ ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ସ୍ବାମୀ । ଆଉ ହତ୍ୟା କରିବା ପରେ ଡାକ୍ତରଖାନାରେ ମୃତଦେହ ରଖି ଚମ୍ପଟ ମାରିଲା  । ଏମିତି କିଛି ଘଟଣା ଦେଖିବାକୁ ମିଳିଛି … Read More

ଡାକ୍ତରଙ୍କୁ ମାଡ ମାରିବା ଘଟଣାରେ ୨ ଅଭିଯୁକ୍ତ ଗିରଫ

ବଲାଙ୍ଗିର  : ବଲାଙ୍ଗିର ହାଉସ ସର୍ଜନଙ୍କୁ ଆକ୍ରମଣ ଘଟଣାରେ ୨ ଗିରଫ। ଅଭିଯୁକ୍ତଙ୍କୁ ଗିରଫ କଲା ଟାଉନ ଥାନା ପୋଲିସ। ଗିରଫ ଅଭିଯୁକ୍ତ କନ୍ଧମାଳ ଜିଲ୍ଲା ଗୋଛାଗଡ଼ାର ହୋଇଥିବା ନେଇ ସୂଚନା। ଭୀମଭୋଇ ମେଡିକାଲରେ ଡାକ୍ତରୀ ଛାତ୍ରଙ୍କୁ ମାଡ଼ ମାରି ଫେରାର … Read More

ବ୍ୟାଙ୍କ ଲକର ତାଡ଼ି ୧୪ ଲକ୍ଷ ଟଙ୍କା ଲୁଟ୍

ବାଙ୍କୀ   : ବ୍ୟାଙ୍କ ଲକର ତାଡ଼ି ୧୪ ଲକ୍ଷ ଟଙ୍କା ଲୁଟ୍ । ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଡମପଡା ଶାଖାରୁ ଲକର ଭାଙ୍ଗି ଲୁଟିନେଲେ ୧୪ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା । ଗତ କାଲି ରାତିରେ ବ୍ୟାଙ୍କ ଶାଖାରେ ଦୁର୍ବୃତ୍ତ … Read More

ବଦଳିଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟର ନାଁ, ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ନାମରେ ହେଲା ନାମିତ

ଭୁବନେଶ୍ବର: ବଦଳିଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟର ନାଁ । ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ନାମରେ ହେଲା ନାମିତ । ଏବେ ଏହା ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ, ଭବାନୀପାଟଣା  ନାମରେ ପରିଚିତ ହେବ । ଏ ସଂକ୍ରାନ୍ତରେ ଉଚ୍ଚଶିକ୍ଷା ବିଭାଗର … Read More

ହିଞ୍ଜିଳାକାଟୁ କଲେଜରେ ସେକ୍ସ ରାକେଟ ଚାଲିଥିବା ଅଭିଯୋଗକୁ ଭିତ୍ତିହୀନ କହିଲା ଉଚ୍ଚ ଶିକ୍ଷା ବିଭାଗ

ଭୁବନେଶ୍ୱର: ହିଞ୍ଜିଳିକାଟୁ ବିଜ୍ଞାନ ମହାବିଦ୍ୟାଳୟରେ ସେକ୍ସ ରାକେଟ ଚାଲିଥିବା ନେଇ ଗଣମାଧ୍ୟମରେ ପ୍ରକାଶିତ ଖବରର ଜବାବ ଦେଇ ଉଚ୍ଚଶିକ୍ଷା ବିଭାଗ ଆଜି ସ୍ପଷ୍ଟ କରିଛି ଯେ ତଦନ୍ତ ବେଳେ ଏଭଳି କାର୍ଯ୍ୟକଳାପର କୌଣସି ପ୍ରମାଣ ମିଳିନାହିଁ। ବିଭାଗ ପକ୍ଷରୁ ଏକ … Read More