‘ତେହେରିକ୍-ଏ-ହୁର୍ରିୟତ’କୁ ଆତଙ୍କବାଦୀ ସଂଗଠନ ଘୋଷଣା କଲେ କେନ୍ଦ୍ର ସରକାର
ଶ୍ରୀନଗର: ଜମ୍ମୁ-କଶ୍ମୀରକୁ ଆତଙ୍କବାଦରୁ ମୁକ୍ତ କରିବା ପାଇଁ କେନ୍ଦ୍ର ସରକାର ନିରନ୍ତର କାର୍ଯ୍ୟ କରିଆସୁଛନ୍ତି। ମୁସଲିମ ଲିଗ୍ ଜମ୍ମୁ-କଶ୍ମୀର ପରେ ବର୍ତ୍ତମାନ କେନ୍ଦ୍ର ସରକାର ତେହେରିକ-ଏ-ହୁର୍ରିୟତ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଏହାକୁ ଆତଙ୍କବାଦୀ ସଂଗଠନ ବୋଲି ଘୋଷଣା କରାଯାଇଛି। କେନ୍ଦ୍ର … Read More