ପୋଲିଂ କର୍ମଚାରୀ ଯେଉଁଠି ଡ୍ୟୁଟି କରିବେ, ସେଇଠି ଦେବେ ଭୋଟ୍
ଭୁବନେଶ୍ବର : ପାଖେଇ ଆସିଲାଣି ସାଧାରଣ ନିର୍ବାଚନ । ଜୋରସୋରରେ ଆରମ୍ଭ ହୋଇଗଲାଣି ପ୍ରସ୍ତୁତି। ଏହା ମଧ୍ୟରେ ସାଧାରଣ ନିର୍ବାଚନରେ ପୋଲିଂ ଅଧିକାରୀଙ୍କ ପାଇଁ ଆରମ୍ଭ ହୋଇଛି ନୂଆ ବ୍ୟବସ୍ଥା। ପୋଲିଂ ଦାୟିତ୍ୱରେ ଥିବା ସମସ୍ତ ଅଧିକାରୀ ଓ କର୍ମଚାରୀ ଯେଉଁଠାରେ … Read More