ପୁଣି ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍

ଇଡିର ଘନ ଘନ ଚଢ଼ାଉ ଭିତରେ ଝାଡ଼ଖଣ୍ଡରେ ଜାରି ରହିଛି ରାଜନୈତିକ ହଲଚଲ। ଜମି ଦୁର୍ନୀତି ମାମଲର ଅର୍ଥ ହେରଫେର ଅଭିଯୋଗରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ଜେରା କରିବାକୁ ଆସନ୍ତାକାଲି ଡାକିଛି। ଏହାରି ଭିତରେ ପୁଣି ଥରେ … Read More

୧୪୬ ସାଂସଦଙ୍କ ଉପରୁ ହଟିଲା ନିଲମ୍ବନ ଆଦେଶ

ଜାନୁଆରୀ ୩୧ ତଥା ବୁଧବାର ଠାରୁ ଆରମ୍ଭ ହେବ ସଂସଦର ବଜେଟ୍‌ ଅଧିବେଶନ। ତେବେ ଏହି ଅଧିବେଶନ ପୂର୍ବରୁ ସମସ୍ତ ସାଂସଦଙ୍କ ନିଲମ୍ବନ ରଦ୍ଦ ହୋଇଛି। ଏନେଇ ସଂସଦୀୟ ବ୍ୟପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ସୂଚନା ଦେଇଛନ୍ତି। ଶୀତ ଅଧିବେଶନ … Read More

୮ ଜିଲ୍ଲାକୁ ଘନ କୁହୁଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ସକାଳୁ ସକାଳୁ ଘନ କୁହୁଡିରେ ଆଚ୍ଛାଦିତ ରହୁଛି ସମଗ୍ର ରାଜ୍ୟ । ତା ସାଙ୍ଗକୁ ପୁଣି ଥଣ୍ଡା ପବନ ଯାହା ଶୀତକୁ ଆହୁରି ଦ୍ବିଗୁଣିତ କରୁଛି । କୁହୁଡି ଯୋଗୁ ଦୃଶ୍ୟମାନ ଦୂରତା ବେଶ କମ ରହୁଛି । … Read More

୪୦ ଘଣ୍ଟା ପରେ ପ୍ରକଟ ହେଲେ ସୋରେନ୍‌

ଦିଲ୍ଲୀରୁ ଗାଏବ ହୋଇଥିବା ଝଡଖଣ୍ଡ ମୁଖ୍ୟମନ୍ତ୍ରୀ ଶେଷରେ ରାଞ୍ଚିରେ ପ୍ରକଟ ହୋଇଛନ୍ତି। ଇଡି ସହ ଦୀର୍ଘ ୪୦ ଘଣ୍ଟାର ଲୁଚକାଳି ଖେଳ ପରେ ଦେଖା ଦେଇଛନ୍ତି ହେମନ୍ତ ସୋରେନ୍‌। ରବିବାର ଠାରୁ ଗାଏବ ଥିବା ସୋରେନ୍‌ ଆଜି ଆସି ରାଞ୍ଚିରେ … Read More

ଚଣ୍ଡିଗଡ଼ ମେୟର ନିର୍ବାଚନ ଜିତିଲା ବିଜେପି; ହାଇକୋର୍ଟ ଯିବ କହିଲା ଆପ୍

ଚଣ୍ଡିଗଡ଼ ମେୟର ନିର୍ବାଚନରେ ଇଣ୍ଡିଆ ମେଣ୍ଟକୁ ଝଟକା। ବିଜେପିର ମନୋଜ କୁମାର ସୋନକର ଜିତିଲେ ମେୟେର ଆସନ। ପ୍ରଥମ କରି ଇଣ୍ଡିଆ ମେଣ୍ଟ ଦଳ ବିଜେପି ବିରୁଦ୍ଧରେ ଏକାଠି ନିର୍ବାଚନ ଲଢୁଥିବା ବେଳେ ଏହାକୁ ଝଟକା ଲାଗିଛି। ଏଠାରେ ଆପ୍ … Read More

ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗରେ ଡାକ୍ତରଙ୍କୁ ମାଡ଼

ବଲାଙ୍ଗୀର: ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଚିକିତ୍ସାରେ ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ । ଡାକ୍ତରକୁ ଆକ୍ରମଣ କରିଛନ୍ତି ମୃତ ରୋଗୀଙ୍କ ସମ୍ପର୍କୀୟ । ଡ୍ୟୁଟିରେ ଥିବା ଡାକ୍ତର୍ ଆର.ଏନ.ଏସ ଦଳ ପତିଙ୍କୁ ଆକ୍ରମଣ। ବିଳମ୍ବରେ ଆସିବା ସହିତ ମଦ୍ୟପାନ … Read More

ବେଶ ବଦଳାଇ ହସ୍ପିଟାଲରେ ପଶି ୩ ଜଣଙ୍କୁ ହତ୍ୟା କଲେ ଇସ୍ରାଏଲ ଏଜେଣ୍ଟ୍ସ

ସାମ୍ନାକୁ ଆସିଛି ଇସ୍ରାଏଲ ଏଜେଣ୍ଟ୍ସଙ୍କ ସାଂଘାତିକ ଅପରେସର ଭିଡିଓ। ହମାସ ସହ ଯୁଦ୍ଧ ମଧ୍ୟରେ ଇସ୍ରାଏଲ ସେନାର କିଛି ସଦସ୍ୟ ୱେଷ୍ଟ ବ୍ୟାଙ୍କରେ ଥିବା ଗୋଟିଏ ହସ୍ପିଟାଲରେ ଗୁଳି ଚଳାଇଛନ୍ତି। ସେମାନେ ହସ୍ପିଟାଲ କର୍ମଚାରୀ, ନର୍ସ ଓ ଡାକ୍ତର ବେଶ … Read More

ଫେବୃଆରୀ ୧୬ରୁ ଖଣ୍ଡଗିରି କୁମ୍ଭମେଳା

ଭୁବନେଶ୍ବର: ଫେବୃଆରୀ ୧୬ ତାରିଖରୁ ଆରମ୍ଭ ହେବ ଖଣ୍ଡଗିରି କୁମ୍ଭମେଳା । ଏନେଇ ବିଏମସିର ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି ପ୍ରସ୍ତୁତି ବୈଠକ । ଏହି ମେଳା ୧୬ ରୁ ଆରମ୍ଭ ହୋଇ ୨୪ ତାରିଖ ଯାଏଁ ଚାଲିବାନେଇ ବୈଠକରେ ନିଷ୍ପତ୍ତି … Read More

ଆମେରିକାରେ ପୁଣି ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ଦିନକୁ ଦିନ ଭାରତୀୟ ଛାତ୍ରଙ୍କ ପାଇଁ ଅସୁରକ୍ଷିତ ହୋଇପଡୁଛି ଆମେରିକା। ଏହିଠାରୁ ବାରମ୍ବାର ଛାତ୍ର ମୃତ୍ୟୁର ଖବର ସାମ୍ନାକୁ ଆସୁଛି। ଏବେ ପୁଣି ଜଣେ ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଆମେରିକାର ଇଣ୍ଡିଆନା ସ୍ଥିତ ପର୍ଡୁ ୟୁନିଭରସିଟିରେ ପଢୁଥିବା ଭାରତୀୟ ଛାତ୍ର … Read More

ଡାକ୍ତରଙ୍କ ପାଇଁ ଲାଗୁ ହେଲା କଡ଼ା ନିୟମ, ୨ ବର୍ଷ ବଣ୍ଡ ଅବଧି ପୁରଣ ନକଲେ ଡବଲ ଜରିମାନା

ଡ଼ାକ୍ତରଙ୍କ ପାଇଁ ଆସିଲା ନୂଆ ନିର୍ଦ୍ଦେଶନାମା । ଏଣିକି ସରକାରୀ ମେଡିକାଲରେ ପଢ଼ୁଥିବା ଡାକ୍ତରୀ ଛାତ୍ର ଅତି କମରେ ୨ ବର୍ଷ କାମ କରିବାକୁ ପଡିବ । ନହେଲେ ଗଣିବେ ଡବଲ ଫାଇନ । ଏମିତି ନିୟମ ଆଣିଛନ୍ତି ରାଜ୍ୟ … Read More