ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ଦର୍ଶକଙ୍କ ମନମୋହିଥିଲା ଓଡ଼ିଶାର ପ୍ରଜ୍ଞାପନ ମେଢ଼, ମିଳିଲା ପ୍ରଥମ ପୁରସ୍କାର
ଭୁବନେଶ୍ବର: ନୂଆଦିଲ୍ଲୀସ୍ଥିତ କର୍ତ୍ତବ୍ୟ ପଥରେ ଅନୁଷ୍ଠିତ ଜାତୀୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପରେଡରେ ଓଡିଶାର ପ୍ରଜ୍ଞାପନ ମେଢ ସମଗ୍ର ଦେଶରେ ପ୍ରଥମ ସ୍ଥାନ ଅଧିକାର କରିଛି। ଆଜି ନୂଆଦିଲ୍ଲୀରେ ଆୟୋଜିତ ଏକ ବର୍ଣ୍ଣାଢ଼୍ୟ କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ପକ୍ଷରୁ ସୂଚନା ଓ … Read More