ମିନାକ୍ଷୀ ବାହିନୀପତି ହେଲେ ଓଡ଼ିଶା ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ
ଭୁବନେଶ୍ଵର: ନିର୍ବାଚନ ପୂର୍ବରୁ କଂଗ୍ରେସ ନିଜର ଘର ସଜାଡ଼ିବାରେ ଲାଗି ପଡିଛି। ନିର୍ବାଚନ ଯେତିକି ପାଖେଇ ଆସୁଛି ଓଡ଼ିଶା କଂଗ୍ରେସ ସେତିକି ଚଳଚଞ୍ଚଳ ହୋଇ ଉଠୁଛି। ଗତକାଲି ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କ ଓଡ଼ିଶା ଗସ୍ତ ପରେ ଆଜି କଂଗ୍ରେସ … Read More