କାଲିଠୁ ସାତକୋଶିଆରେ କୁମ୍ଭୀର ଓ ପକ୍ଷୀ ଗଣନା

ଅନୁଗୁଳ : ଅନୁଗୁଳ ସାତକୋଶିଆ ଅଭୟାରଣ୍ୟ ମହାନଦୀ ଗଣ୍ଡରେ ଆଜିଠାରୁ ସପ୍ତାହେ ପର୍ଯ୍ୟନ୍ତ ପର୍ଯ୍ୟଟକମାନେ ବୋଟିଂ କରିପାରିବେନି। ସାତକୋଶିଆ ଅଭୟାରଣ୍ୟରେ ଥିବା ମହାନଦୀ ଗଣ୍ଡ ଓ ବିଭିନ୍ନ ଜଳାଶୟରେ କୁମ୍ଭୀର ଓ ପକ୍ଷୀ ଗଣନା ହେବ । ୬ ତାରିଖ ରୁ … Read More

ମୃତ ବୋଲି ଘୋଷଣା ହୋଇଥିବା ଦିଲ୍ଲୀପ ଜୀବିତ!

ଭୁବନେଶ୍ୱର: ହାଇଟେକ୍ ମେଡିକାଲ କଲେଜ ଓ ହସ୍ପିଟାଲରେ ଘଟିଥିବା ଏସି କମ୍ପ୍ରେସର ବିସ୍ଫୋରଣ ଘଟଣାରେ ଏକ ଅପ୍ରତ୍ୟାଶିତ ଘଟଣା ସାମ୍ନାକୁ ଆସିଛି। ମୃତ ବୋଲି କୁହାଯାଉଥିବା ପୀଡ଼ିତ ଦିଲୀପ ସାମନ୍ତରାୟ ଆଇସିୟୁରେ ଚିକିତ୍ସିତ ହେଉଥିବା ଜଣେ ରୋଗୀ ଆଶ୍ଚର୍ଯ୍ୟଜନକ ଭାବେ … Read More

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କଲେ ଦୁର୍ବୃତ୍ତ, ଲୁଟି ନେଲେ ୯୦ ହଜାର ଟଙ୍କା

କେନ୍ଦୁଝର  : ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । କେନ୍ଦୁଝର ଟାଉନ ଥାନା ପୁରୁଣା ବଜାର ଫିସରି ଅଫିସ୍ ନିକଟରେ ଯୁବକଙ୍କୁ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ । ଯୁବକଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି । ଆକ୍ରମଣ ପରେ ୯୦ ହଜାର ଟଙ୍କା … Read More

ପଶ୍ଚିମବଙ୍ଗରେ ED ଟିମ୍ ଉପରେ ଆକ୍ରମଣ

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଟିମ୍ ଉପରେ ସଂଘବଦ୍ଧ ଆକ୍ରମଣ। ପଶ୍ଚିମବଙ୍ଗର ଟିଏମସି ନେତାଙ୍କ ଘରେ ଚଢାଉ କରିବାକୁ ଯାଇଥିବା ସମୟରେ ଏହି ଆକ୍ରମଣ କରାଯାଇଛି। ପ୍ରାୟ ୨୦୦ରୁ ଅଧିକ ଲୋକ ସଙ୍ଘବଦ୍ଧ ଭାବେ ଇଡି ଟିମ୍ ଉପରକୁ ଆକ୍ରମଣ କରିଥିବା … Read More

ଯୁକ୍ତ ଦୁଇ କଲେଜରେ NEET ଓ JEE ପାଇଁ କୋଚିଂ ଆରମ୍ଭ

ଭୁବନେଶ୍ବର : ଗୁରୁବାରଠାରୁ ଯୁକ୍ତ ଦୁଇ କଲେଜରେ ଆରମ୍ଭ ହୋଇଛି NEET ଓ JEE ପାଇଁ କୋଚିଂ। ଭର୍ଚ୍ଚୁଆଲ ମୋଡରେ ଯୁକ୍ତ ଦୁଇ ଛାତ୍ରଛାତ୍ରୀ ପାଇବେ କୋଚିଂ। ସବୁ ସରକାରୀ ଓ ଅନୁଦାନପ୍ରାପ୍ତ ବେସରକାରୀ କଲେଜରେ ଏହି କୋଟିଂ ଦିଆଯିବ। … Read More

ଏନ୍‌ଫୋର୍ସମେଣ୍ଟ ପାଇଁ ୬୭ ନୂଆ ପଦବୀକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଭୁବନେଶ୍ୱରକୁ ଅତ୍ୟାଧୁନିକ ସୁବିଧା ସୁଯୋଗ ସହିତ ନୂତନ ରୂପରେଖ ଦେବାର ଗୁରୁଦାୟିତ୍ୱ ବହନ କରିଛି। କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାକୁ ଦୃଷ୍ଟିରେ ରଖି ସହରର ସୌନ୍ଦର୍ଯ୍ୟକରଣ ଓ ବିଭିନ୍ନ ଭିତ୍ତିଭୂମି ନିର୍ମାଣ ଉଦ୍ଦେଶ୍ୟରେ କର୍ତ୍ତୃପକ୍ଷର ଏନ୍‌ଫୋର୍ସମେଣ୍ଟ … Read More

ଚିଲିକାରେ ପକ୍ଷୀ ଗଣନା ଆରମ୍ଭ

ଖୋର୍ଦ୍ଧା : ଚିଲିକାରେ ପକ୍ଷୀ ଗଣନା ଆରମ୍ଭ ହୋଇଛି। ଗଣନା ପାଇଁ ପାଞ୍ଚଟି ରେଞ୍ଜରେ ୨୧ ଟିମ୍‌ ନିୟୋଜିତ ହୋଇଛନ୍ତି। ୧୯ଟି ଟିମ୍‌ ଜଳ ଭାଗରେ, ୨ଟି ଟିମ୍‌ ସ୍ଥଳଭାଗରେ ପକ୍ଷୀ ଗଣନା କରୁଛନ୍ତି। ଟାଗିଂ ରେଞ୍ଜରେ ୮ଟି ଟିମ୍‌,ବାଲୁଗାଁରେ … Read More

ଓଡ଼ିଶାରେ କରୋନାର ନୂଆ ଭାରିଆଣ୍ଟ

ଭୁବନେଶ୍ୱର,୪ା୧: ରାଜ୍ୟରେ ଗୁରୁବାର କରୋନାର ନୂଆ ଭାରିଆଣ୍ଟ ଚିହ୍ନଟ ହୋଇଛି। ଜେଏନ୍‌.୧ ନାମକ ଏକ ଭାରିଆଣ୍ଟ ୨ ରୋଗୀଙ୍କଠାରେ ଚିହ୍ନଟ ହୋଇଛି। ସୁନ୍ଦରଗଡ଼ର ଜଣେ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଆଉ ଜଣେ ଭୁବନେଶ୍ୱରର ଏକ ହସ୍ପିଟାଲରେ ଚିକିତ୍ସିତ ହେଉଥିବା … Read More

ଘନକୁହୁଡ଼ିରେ ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ କରିପାରିବ ବିମାନ

ଭୁବନେଶ୍ୱର : ଘନ କୁହୁଡ଼ିରେ ବି ବିମାନ ଅବତରଣ କରିପାରିବ। ପାଇଲଟଙ୍କୁ ରନ୍‌ୱେ ଦୃଶ୍ୟମାନ ହେବ। ଏଥିପାଇଁ ଭୁବନେଶ୍ୱର ବିମାନବନ୍ଦରରେ କାଟାଗୋରୀ-୨ ଭିଜନ ସମ୍ପ୍ରସାରଣ ପାଇଁ କାମ ଚାଲିଥିବା ବିମାନବନ୍ଦର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଏଥିପାଇଁ ରନ୍‌ୱେରେ ୪୦ କୋଟି … Read More

ନୂଆଦିଲ୍ଲୀ ଗଣତନ୍ତ୍ର ଦିବସରେ ଏଥର ଗଡ଼ିବ ଓଡ଼ିଶା ପ୍ରଜ୍ଞାପନ ମେଢ଼, କର୍ତ୍ତବ୍ୟପଥରେ ଓଡ଼ିଶାର କଳା ଦେଖିବେ ଦର୍ଶକ

ନୂଆଦିଲ୍ଲୀ/ଭୁବନେଶ୍ବର: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ଗଣତନ୍ତ୍ର (ସାଧାରଣତନ୍ତ୍ର) ଦିବସ‌ ପରେଡ୍‌ରେ ଏଥର ଓଡ଼ିଶାର ପ୍ରଜ୍ଞାପନ ମେଢ଼ ସ୍ଥାନ ପାଇବ। ଓଡ଼ିଶାର ପ୍ରଜ୍ଞାପନ ମେଢ଼ ମାଧ୍ୟମରେ କର୍ତ୍ତବ୍ୟପଥରେ ଦର୍ଶକମାନେ ଓଡ଼ିଶାର କଳାକୁ ଆଖି ଆଗରେ ଦେଖିବାର ସୁଯୋଗ ପାଇପାରିବେ। ଓଡ଼ିଶାର … Read More