ରାମ ମନ୍ଦିର ପ୍ରାଣପ୍ରତିଷ୍ଠା ଉତ୍ସବକୁ ଯିବାକୁ ମନାକଲେ ପୁରୀ ଶଙ୍କରାଚାର୍ଯ୍ୟ
ନୂଆଦିଲ୍ଲୀ: ଅଯୋଧ୍ୟାରେ ଜାନୁଆରି ୨୨ ତାରିଖରେ ରାମଲଲାଙ୍କ ପ୍ରାଣପ୍ରତିଷ୍ଠା ହେବ। ଏଥିପାଇଁ ଜୋରସୋରରେ ପ୍ରସ୍ତୁତି ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ ପକ୍ଷରୁ ରାମଲଲାଙ୍କ ପ୍ରାଣପ୍ରତିଷ୍ଠା କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବେ ନିମନ୍ତ୍ରଣ କରାଯାଇଛି। … Read More