କୋଭିଡ଼ରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୭ରେ ପହଞ୍ଚିଲା

ଭୁବନେଶ୍ବର: ରାଜ୍ୟରେ ଆଉ ୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୭ରେ ପହଞ୍ଚିଲା।ଓଡ଼ିଶାରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ଜନସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ସେ … Read More

ଅର୍ଥତତ୍ତ୍ୱର ସମ୍ପତ୍ତି ବାଜ୍ୟାପ୍ତ କରିବାକୁ କଟକ ସ୍ୱତନ୍ତ୍ର ଚିଟଫଣ୍ଡ ଅଦାଲତଙ୍କ ନିର୍ଦ୍ଦେଶ

ଭୁବନେଶ୍ବର : ଚିଟଫଣ୍ଡ ସଂସ୍ଥା ଅର୍ଥତତ୍ତ୍ୱର ସ୍ଥାବର ଅସ୍ଥାବର ସମ୍ପତ୍ତି ବାଜ୍ୟାପ୍ତ କରିବାକୁ କଟକ ସ୍ୱତନ୍ତ୍ର ଚିଟଫଣ୍ଡ ଅଦାଲତ ଦେଇଛନ୍ତି ନିର୍ଦ୍ଦେଶ। ସଂସ୍ଥାର ଭୁବନେଶ୍ୱର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଅନୁଗୋଳ ଆଦି ସ୍ଥାନରେ ଥିବା ପ୍ରାୟ ୧୧୦ ଏକରରୁ … Read More

ବୋରୱେଲରୁ ଉଦ୍ଧାର ଶିଶୁକନ୍ୟାଙ୍କୁ ତାଙ୍କ ମା’ଙ୍କୁ ହସ୍ତାନ୍ତର କରାଯିବ ନାହିଁ

ସମ୍ବଲପୁର : ସମ୍ବଲପୁର ଜିଲ୍ଲା ରେଙ୍ଗାଲି ନିକଟ ଲରିପାଲି ଜଙ୍ଗଲରୁ ଏକ ପରିତ୍ୟକ୍ତ ବୋରୱେଲରୁ ଗତ ଡିସେମ୍ବର ୧୨ ତାରିଖରେ ଉଦ୍ଧାର ହୋଇଥିବା ଶିଶୁ କନ୍ୟାର ମା’ଙ୍କ ପରିଚୟ ମିଳିସାରିଛି। ତେବେ ଶିଶୁକନ୍ୟାକୁ ଏବେ ତାଙ୍କୁ ହସ୍ତାନ୍ତର କରାଯିବ ନାହିଁ। … Read More

ନର୍ସିଂ, ଫାର୍ମାସି ଓ ଆଲାଏଡ ମେଡିକାଲ ଛାତ୍ରଛାତ୍ରୀଙ୍କ ମାସିକ ଷ୍ଟାଇପେଣ୍ଡ ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନର୍ସିଂ, ଫାର୍ମାସି ଓ ଆଲାଏଡ ମେଡିକାଲ ଛାତ୍ରଛାତ୍ରୀଙ୍କ ମାସିକ ଷ୍ଟାଇପେଣ୍ଡ ରାଶି ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏମକେସିଜି ଗସ୍ତ ବେଳେ ୫ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନଙ୍କୁ ଛାତ୍ରଛାତ୍ରୀମାନେ ସେମାନଙ୍କ ଷ୍ଟାଇପେଣ୍ଡର ବୃଦ୍ଧି ପାଇଁ ଅନୁରୋଧ କରିଥିଲେ। ଛାତ୍ରଛାତ୍ରୀଙ୍କ … Read More

ଗାଁ ଦାଣ୍ଡରେ ଯୁବକଙ୍କୁ ପିଟି ପିଟି ମାରିଦେଲେ ୬ ସାଙ୍ଗ

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ଲଇକେରା ଥାନା ଅନ୍ତର୍ଗତ ପତ୍ରାପାଲି ବଜାର ପଡ଼ାରେ ଗତକାଲି ବିଳମ୍ବିତ ରାତିରେ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଛି। ମୃତକ ହେଲେ ସେହି ଗାଁର ବିପିନ ଭୋଇ (୨୫)। ସୂଚନା ପାଇ … Read More

ସ୍ୱଦେଶ ଦର୍ଶନ ଯୋଜନାରେ ସାମିଲ ହେଲା ଦେବ୍ରିଗଡ଼, ଖିଣ୍ଡା

ଭୁବନେଶ୍ୱର: ବରଗଡ଼ ଜିଲ୍ଲାରେ ଅବସ୍ଥିତ ଦେବ୍ରିଗଡ଼ ଅଭୟାରଣ୍ୟ ସମେତ ମହାନ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମମାଟି ସମ୍ବଲପୁର ଜିଲ୍ଲାର ଖିଣ୍ଡା ଗ୍ରାମାଞ୍ଚଳର ବିକାଶ ହେବ। ଏହି ଦୁଇଟି ସ୍ଥାନକୁ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ … Read More

ହଇଜାସ୍ଥିତି ସମୀକ୍ଷା କଲେ କେନ୍ଦ୍ରୀୟ ଟିମ୍‌; ସଂଗ୍ରହ ହେଲାଣି ୭ ହଜାର ପାଣି ନମୁନା

ରାଉରକେଲା: ଆଜି ଦ୍ବିତୀୟ ଦିନରେ ରାଉରକେଲାରେ ହଇଜା ସ୍ଥିତିର ସମୀକ୍ଷା କରିଛନ୍ତି ୫ ଜଣିଆ କେନ୍ଦ୍ରୀୟ ଟିମ୍‌। ନୂଆଦିଲ୍ଲିସ୍ଥ ଏନ୍‌ସିଡିସିର ଡା. ଇରମ ତବସୁମ୍‌, ସ୍ବାସ୍ଥ୍ୟ ବିଭାଗର ଆଞ୍ଚଳିକ ନିର୍ଦ୍ଦେଶକ ଡା. ଏନ.ଏମ. ସୋମାଲକର, ଏମ୍‌ସ(ଭୁବନେଶ୍ବର)ର ମେଡିସିନ ବିଭାଗର ପ୍ରଫେସର … Read More

ଲୋୟର ସୁକତେଲ ପ୍ରକଳ୍ପ ଲୋକାର୍ପଣ ଅବସରରେ କଂଗ୍ରେସ ବିଧାୟକ ନରସିଂହ ମିଶ୍ରଙ୍କ ତୀର୍ଯ୍ୟକ ବାଣ

ବଲାଙ୍ଗୀର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସମାଲୋଚନା କଲେ ବରିଷ୍ଠ କଂଗ୍ରେସ ବିଧାୟକ ନରସିଂହ ମିଶ୍ର ।  ବଲାଙ୍ଗିର ବିଜେଡିର ଗୋଟିଏ ଶକ୍ତିଶାଳୀ ଗୋଷ୍ଠୀଙ୍କୁ ତେରଛା ବାଣ ମାରିଛନ୍ତି। ଆଉ ସୁଧୁରି ଯିବା ପାଇଁ ପରାମର୍ଶ ଦେଇଛନ୍ତି। ତା’ସହିତ … Read More

ଧାମନଗରରେ ଭାରତ ସଂକଳ୍ପ ରଥକୁ ଭଙ୍ଗାରୁଜା, ବିଜେଡି ଉପରକୁ ଅଙ୍ଗୁଳି ଉଠାଇଲେ ବିଧାୟକ

ଭଦ୍ରକ : ଭଦ୍ରକ ଧାମନଗରରେ ଆଜି କିଛି ଲୋକ ବିକଶିତ ଭାରତ ସଂକଳ୍ପ ରଥକୁ ଭଙ୍ଗାରୁଜା କରିଛନ୍ତି। ଧାମନଗର ଥାନା ଚୂଡ଼ାକୁଟି ପଞ୍ଚାୟତରେ ରାଲି ବେଳେ ଏହି ଘଟଣା ଘଟିଛି। ପୁଲିସ୍ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। … Read More

କମିଶନରେଟ୍ ପୁଲିସ ହାତରେ ପାହାଡ଼ି ଗ୍ୟାଙ୍ଗ

ଭୁବନେଶ୍ବର : କମିଶନରେଟ ପୁଲିସ ହାତରେ ଧରାପଡ଼ିଛି ପାହାଡ଼ି ଗ୍ୟାଙ୍ଗ। ଏହି ଗ୍ୟାଙ୍ଗର ୮ ଜଣ ସଦସ୍ୟଙ୍କୁ ବାନ୍ଧିଛି କମିଶନରେଟ ପୁଲିସ। ଏମାନେ ସମସ୍ତେ ଝାଡ଼ଖଣ୍ଡର।ସୂଚନା ଅନୁସାରେ ପାହଡ଼ି ଗ୍ୟାଙ୍ଗର ଡ଼କାୟତ ମାନେ ରାଜଧାନୀର ବିଭିନ୍ନ ଅଞ୍ଚଳରେ ରହୁଥିଲେ। ସମୟ … Read More