ଗାଁକୁ ରାସ୍ତା ନାହିଁ, ଚାଙ୍ଗୁ ବଜାଇ ପ୍ରତିବାଦ କଲେ ଲୋକେ

କେନ୍ଦୁଝର : ରତ୍ନଗର୍ଭା କେନ୍ଦୁଝର ଜିଲ୍ଲା! ଖଣି ଖାଦାନରେ ଭରପୂର ଥିବାରୁ ଧନୀ ଜିଲ୍ଲା ଭାବେ ପରିଚୟ ପାଇଛି! ହେଲେ ଦୁଃଖର ବିଷୟ ଏହି ଧନୀ ଜିଲ୍ଲାରେ ଦେଖିବାକୁ ମିଳିଛି ବିକଳ ଚିତ୍ର। ଆଜି ପର୍ଯ୍ୟନ୍ତ ଗାଁକୁ ଯିବା ପାଇଁ … Read More

ଜାନୁଆରିରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ

ମୁମ୍ବାଇ: ନୂଆ ବର୍ଷ ୨୦୨୪ ଆରମ୍ଭ ହୋଇଛି। ଏହା ସହିତ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ୨୦୨୪ ବର୍ଷ ପାଇଁ ବ୍ୟାଙ୍କ ଛୁଟି ତାଲିକା ଜାରି କରିଛି। ପ୍ରତି ମାସ ଭଳି ଚଳିତ ମାସରେ ମଧ୍ୟ ବ୍ୟାଙ୍କଗୁଡ଼ିକରେ ଅନେକ ଦିନ … Read More

‘‌ଲୋକପ୍ରିୟ ପର୍ଯ୍ୟଟନସ୍ଥଳୀ ଛାଡ଼ି ଅଯୋଧ୍ୟାରେ ରହିବାକୁ ସ୍ଥାନ ଖୋଜୁଛନ୍ତି ଲୋକେ’; ଓୟୋ ପ୍ରତିଷ୍ଠାତା

ନୂଆଦିଲ୍ଲୀ: ଆଜିକା ସମୟରେ ଲୋକମାନେ କୌଣସି ସ୍ଥାନକୁ ବୁଲିବାକୁ ଯିବା ପୂର୍ବରୁ ଅନଲାଇନରେ ରୁମ ବୁକ କରି ଦେଇଥାଆନ୍ତି। ଛୁଟି ସମୟରେ ଲୋକମାନେ ପାହାଡ଼ ଓ ସମୁଦ୍ରକୂଳ ଆଦି ସ୍ଥାନମାନଙ୍କୁ ବୁଲିବାକୁ ଯିବାକୁ ଅଧିକ ପସନ୍ଦ କରିଥାଆନ୍ତି। କିନ୍ତୁ ଚଳିତ … Read More

‘ଅବ କି ବାର୍ ୪୦୦ ପାର୍, ତିସରି ବାର୍ ମୋଦୀ ସରକାର’ ଲୋକସଭା ନିର୍ବାଚନ ପାଇଁ ବିଜେପିର ସ୍ଲୋଗାନ

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି (ବିଜେପି) ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛି, ଯେଉଁଠାରେ ଲୋକସଭା ନିର୍ବାଚନ ପାଇଁ ଦଳର ସ୍ଲୋଗାନ୍ ଚୂଡ଼ାନ୍ତ ହୋଇଛି । ସ୍ଲୋଗାନଟି ହେଉଛି ‘ଅବକି ବାର ୪୦୦ ପାର, ତିସରି ବାର୍ ମୋଦୀ ସରକାର’। … Read More

ସ୍ବାମୀକୁ ବ୍ୟଭିଚାରୀ ବୋଲି ମିଥ୍ୟା ଆରୋପ ଲଗାଇବା ଘୋର ନିଷ୍ଠୁରତା, ଛାଡ଼ପତ୍ରର ଆଧାର ହୋଇପାରେ : ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ: ସ୍ୱାମୀଙ୍କ ବିରୋଧରେ ବୈବାହିକ ସମ୍ପର୍କର ଭିତ୍ତିହୀନ ଅଭିଯୋଗ ଆଣିବା ଏବଂ ସାର୍ବଜନୀନ ସ୍ଥାନରେ ବ୍ୟଭିଚାରୀ ବୋଲି ଆଖ୍ୟା ଦେବା ଘୋର ନିଷ୍ଠୁରତା ସଦୃଶ ବୋଲି ଦିଲ୍ଲୀ ହାଇକୋର୍ଟ କହିଛନ୍ତି। ଅଦାଲତ କହିଛନ୍ତି ଯେ ଏଭଳି କାର୍ଯ୍ୟ ଛାଡ଼ପତ୍ର ପାଇଁ … Read More

୩୩ବର୍ଷ ପୂର୍ବେ ରାମ ମନ୍ଦିର ନିର୍ମାଣର ଭବିଷ୍ୟବାଣୀ କରିଥିଲେ ଏହି ବାବା

ନୂଆଦିଲ୍ଲୀ: ଅଯୋଧ୍ୟାରେ ଶ୍ରୀ ରାମମନ୍ଦିରରେ ରାମଲଲାଙ୍କ ପ୍ର‌ାଣପ୍ରତିଷ୍ଠା ପାଇଁ ଜୋରସୋର ପ୍ରସ୍ତୁତି ଚାଲିଛି। ରାମ ମନ୍ଦିର ଟ୍ରଷ୍ଟ ପକ୍ଷରୁ ପ୍ରାଣପ୍ରତିଷ୍ଠା ସମାରୋହରେ ସାମିଲ ହେବା ପାଇଁ ବିଶିଷ୍ଟ ବ୍ୟକ୍ତିମାନଙ୍କୁ ନିମନ୍ତ୍ରଣ ପଠାଯାଇଛି। ଏହି କ୍ରମରେ ଉତ୍ତରପ୍ରଦେଶର ଦେବରିଆ ଜିଲ୍ଲାର ମଇଲସ୍ଥିତ … Read More

ବୋରୱେଲରୁ ଉଦ୍ଧାର ଶିଶୁକନ୍ୟାର ବୁର୍ଲା ହସ୍‌ପିଟାଲ୍‌ରେ ହେଲା ଏକୋଇଶିଆ, ଦିଆଗଲା ନାଁ

ସମ୍ବଲପୁର : ସମ୍ବଲପୁର ଜିଲ୍ଲା ରେଙ୍ଗାଲି ନିକଟ ଲରିପାଲି ଜଙ୍ଗଲରୁ ଏକ ପରିତ୍ୟକ୍ତ ବୋରୱେଲରୁ ଗତ ଡିସେମ୍ବର ୧୨ ତାରିଖରେ ଉଦ୍ଧାର ହୋଇଥିବା ଶିଶୁ କନ୍ୟାର ଆଜି ଏକୋଇଶିଆ ପାଳନ କରାଯାଇଛି। ତା’ସହିତ ତା’ର ନାଁ ବିଜୟିନୀ ରଖାଯାଇଛି।ଶିଶୁ କନ୍ୟାଟି … Read More

ASIଙ୍କ ସମେତ ୪ ପୁଲିସ୍ କର୍ମଚାରୀଙ୍କ ବଦଳି

ଭଦ୍ରକ : ନାଇଟ୍ ପାଟ୍ରୋଲିଂ ବେଳେ ଗୋପୀନାଥ ନାୟକ ନାମକ ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରିବା ଅଭିଯୋଗ ଘଟଣାରେ ଭଦ୍ରକ ଜିଲ୍ଲା ଆଗରପଡ଼ା ଥାନାର ଜଣେ ଏଏସ୍‌ଆଇଙ୍କ ସମେତ ୪ ପୁଲିସ୍ କର୍ମଚାରୀଙ୍କୁ ବଦଳି କରାଯାଇଛି। ସେମାନଙ୍କୁ ଭଦ୍ରକ ଜିଲ୍ଲା … Read More

ରାମ ମନ୍ଦିର ପ୍ରାଣ ପ୍ରତି‌ଷ୍ଠା ଦିନ ମୁମ୍ବାଇରେ ଦୀପାବଳି ପାଳିବାକୁ କହିଲେ ମହରାଷ୍ଟ୍ର ମୁଖ୍ୟମନ୍ତ୍ରୀ

ମୁମ୍ବାଇ: ଅଯୋଧ୍ୟାରେ ରାମ ମନ୍ଦିରର ଉଦଘାଟନ ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି। ଅଯୋଧ୍ୟା ବ୍ୟତୀତ ଅନ୍ୟ ରାଜ୍ୟରେ ମଧ୍ୟ ରାମ ମନ୍ଦିରକୁ ନେଇ ବିଭିନ୍ନ ପ୍ରକାରର ଚର୍ଚ୍ଚା ହେଉଛି। ଏହି କ୍ରମରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଜାନୁଆରି ୨୨ … Read More

ନୋବେଲ ବିଜେତା ମହମ୍ମଦ ୟୁନୁସଙ୍କୁ ୬ ମାସ ଜେଲ ଦଣ୍ଡାଦେଶ ଶୁଣାଇଲେ ବାଂଲାଦେଶ କୋର୍ଟ

ଢାକା: ବାଂଲାଦେଶର ନୋବେଲ ବିଜେତା ଅର୍ଥନୀତିଜ୍ଞ ଡକ୍ଟର ମହମ୍ମଦ ୟୁନୁସଙ୍କୁ ଶ୍ରମ ଆଇନ ଉଲ୍ଲଂଘନ ଅଭିଯୋଗରେ ସୋମବାର ଏକ ଅଦାଲତ ୬ ମାସ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ୮୩ ବର୍ଷୀୟ ଅର୍ଥନୀତିଜ୍ଞ ୨୦୦୬ ମସିହାରେ ଦାରିଦ୍ର୍ୟ ବିରୋଧୀ ଅଭିଯାନ ପାଇଁ … Read More