ବୋରୱେଲରୁ ଉଦ୍ଧାର ଶିଶୁକନ୍ୟାର ବୁର୍ଲା ହସ୍‌ପିଟାଲ୍‌ରେ ହେଲା ଏକୋଇଶିଆ, ଦିଆଗଲା ନାଁ

ସମ୍ବଲପୁର : ସମ୍ବଲପୁର ଜିଲ୍ଲା ରେଙ୍ଗାଲି ନିକଟ ଲରିପାଲି ଜଙ୍ଗଲରୁ ଏକ ପରିତ୍ୟକ୍ତ ବୋରୱେଲରୁ ଗତ ଡିସେମ୍ବର ୧୨ ତାରିଖରେ ଉଦ୍ଧାର ହୋଇଥିବା ଶିଶୁ କନ୍ୟାର ଆଜି ଏକୋଇଶିଆ ପାଳନ କରାଯାଇଛି। ତା’ସହିତ ତା’ର ନାଁ ବିଜୟିନୀ ରଖାଯାଇଛି।ଶିଶୁ କନ୍ୟାଟି … Read More

ASIଙ୍କ ସମେତ ୪ ପୁଲିସ୍ କର୍ମଚାରୀଙ୍କ ବଦଳି

ଭଦ୍ରକ : ନାଇଟ୍ ପାଟ୍ରୋଲିଂ ବେଳେ ଗୋପୀନାଥ ନାୟକ ନାମକ ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରିବା ଅଭିଯୋଗ ଘଟଣାରେ ଭଦ୍ରକ ଜିଲ୍ଲା ଆଗରପଡ଼ା ଥାନାର ଜଣେ ଏଏସ୍‌ଆଇଙ୍କ ସମେତ ୪ ପୁଲିସ୍ କର୍ମଚାରୀଙ୍କୁ ବଦଳି କରାଯାଇଛି। ସେମାନଙ୍କୁ ଭଦ୍ରକ ଜିଲ୍ଲା … Read More

ରାମ ମନ୍ଦିର ପ୍ରାଣ ପ୍ରତି‌ଷ୍ଠା ଦିନ ମୁମ୍ବାଇରେ ଦୀପାବଳି ପାଳିବାକୁ କହିଲେ ମହରାଷ୍ଟ୍ର ମୁଖ୍ୟମନ୍ତ୍ରୀ

ମୁମ୍ବାଇ: ଅଯୋଧ୍ୟାରେ ରାମ ମନ୍ଦିରର ଉଦଘାଟନ ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି। ଅଯୋଧ୍ୟା ବ୍ୟତୀତ ଅନ୍ୟ ରାଜ୍ୟରେ ମଧ୍ୟ ରାମ ମନ୍ଦିରକୁ ନେଇ ବିଭିନ୍ନ ପ୍ରକାରର ଚର୍ଚ୍ଚା ହେଉଛି। ଏହି କ୍ରମରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଜାନୁଆରି ୨୨ … Read More

ନୋବେଲ ବିଜେତା ମହମ୍ମଦ ୟୁନୁସଙ୍କୁ ୬ ମାସ ଜେଲ ଦଣ୍ଡାଦେଶ ଶୁଣାଇଲେ ବାଂଲାଦେଶ କୋର୍ଟ

ଢାକା: ବାଂଲାଦେଶର ନୋବେଲ ବିଜେତା ଅର୍ଥନୀତିଜ୍ଞ ଡକ୍ଟର ମହମ୍ମଦ ୟୁନୁସଙ୍କୁ ଶ୍ରମ ଆଇନ ଉଲ୍ଲଂଘନ ଅଭିଯୋଗରେ ସୋମବାର ଏକ ଅଦାଲତ ୬ ମାସ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ୮୩ ବର୍ଷୀୟ ଅର୍ଥନୀତିଜ୍ଞ ୨୦୦୬ ମସିହାରେ ଦାରିଦ୍ର୍ୟ ବିରୋଧୀ ଅଭିଯାନ ପାଇଁ … Read More

ପ୍ରତ୍ୟାହାର ପରେ ୯୭.୩୮ ପ୍ରତିଶତ ୨୦୦୦ଟଙ୍କିଆ ନୋଟ୍‌ ରିଜର୍ଭ ବ୍ୟାଙ୍କକୁ ଫେରିଲା

ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ସୋମବାର କହିଛି ଯେ ମେ ୧୯, ୨୦୨୩ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍‌ ମଧ୍ୟରୁ ୯୭.୩୮ ପ୍ରତିଶତ ନୋଟ ବ୍ୟାଙ୍କ୍‌କୁ ଫେରସ୍ତ ଆସିଯାଇଛି।ସଦ୍ୟତମ ତଥ୍ୟରୁ ଜଣାପଡିଛି ଯେ ପ୍ରଚଳନରେ ଥିବା … Read More

ସଂଘର୍ଷର ଲମ୍ବା ଇତିହାସକୁ ଦୃଷ୍ଟିରେ ରଖି ଅଯୋଧ୍ୟା ମାମଲାର ନିଷ୍ପତ୍ତି ନିଆଯାଇଥିଲା : ପ୍ରଧାନ ବିଚାରପତି ଚନ୍ଦ୍ରଚୂଡ଼

ନୂଆଦିଲ୍ଲୀ: ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ଼ ସୋମବାର (ଜାନୁଆରୀ ୧) ରାମ ମନ୍ଦିର ମାମଲାର ନିଷ୍ପତ୍ତି ଉପରେ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇ କହିଛନ୍ତି ଯେ ଅଯୋଧ୍ୟା ମାମଲାର ବିଚାରପତିମାନେ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ନେଇଥିଲେ ଯେ କିଏ ରାୟ ଲେଖିଛି ତାହା … Read More

“ଆମ ମସଜିଦ ଆମଠାରୁ ଛଡ଼େଇ ନେବେ….ଆଶଙ୍କା ପ୍ରକାଶ କଲେ ଅସଦୁଦ୍ଦିନ ଓଓ୍ବୈସି

ନୂଆଦିଲ୍ଲୀ : ରାମ ମନ୍ଦିର ସମାରୋହ ପାଇଁ ପ୍ରସ୍ତୁତି ଏବଂ ସୁନେହରୀ ମସଜିଦକୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଅଲ ଇଣ୍ଡିଆ ମଜଲିସ ଇତ୍ତେହାଦୁଲ ମୁସଲିମିନ (ଏଆଇଏମଆଇଏମ୍ ) ସଭାପତି ଅସଦୁଦ୍ଦିନ ଓୱେସି କହିଛନ୍ତି ଯେ ଯେଉଁଠାରେ ଆମେ ୫୦୦ … Read More

ଭୁବନେଶ୍ୱର ମେଟ୍ରୋ ରେଲ୍ ପ୍ରଥମ ପର୍ଯ୍ୟାୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପରିବହନ କ୍ଷେତ୍ରରେ ଆରମ୍ଭ ହେବ ନୂଆ ଯୁଗ | ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ମେଟ୍ରୋ ରେଲ୍‌ର ପ୍ରଥମ ପର୍ଯ୍ୟାୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ବାରଙ୍ଗ ରତାଗଡଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ … Read More

୨୦୨୪ ରଥଯାତ୍ରା ଲାଗି ପ୍ରସ୍ତୁତି ଆରମ୍ଭ

ପୁରୀ: ୨୦୨୪ ରଥଯାତ୍ରା ଲାଗି ପ୍ରସ୍ତୁତି ଆରମ୍ଭ ହୋଇଛି। ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ମାଳ, ପତନି, ଲାଗିଲୁଗା ସହ ଟାକୁଆ ସରପୁଳି,ବିରିପିଠା ଓ ଲଡୁ ମହାପ୍ରସାଦ ନେଇ ରଥ ତତ୍ତ୍ୱାବଧାରକଙ୍କ ନେତୃତ୍ୱରେ ଏକ ତିନିଜଣିଆ ପ୍ରତିନିଧି ଦଳ ଆସନ୍ତା ୧ ତାରିଖରେ … Read More

ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ହଟାଇଲେ ବିଜେଡି ସଭାପତି

ଭୁବନେଶ୍ବର: ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ହଟାଇଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ବିଜୁ ଜନତା ଦଳରୁ ବରିଷ୍ଠ ନେତା ଡ. ଦାମୋଦର ରାଉତ ବୁଧବାର ବହିଷ୍କୃତ ହୋଇଛନ୍ତି। ୨୦୧୮ ସେପ୍ଟେମ୍ବର … Read More