ପ୍ରଭୁ ଶ୍ରୀ ରାମଙ୍କ ନାମରେ ବିଜେପି ନିର୍ବାଚନ ଲଢୁଛି ବୋଲି କହିବା ସମ୍ପୂର୍ଣ୍ଣ ଭୁଲ : ରାମ ମନ୍ଦିର ମୁଖ୍ୟ ପୂଜକ
ଅଯୋଧ୍ୟା : ଆସନ୍ତା ଜାନୁଆରୀ ୨୨ ତାରିଖରେ ଅଯୋଧ୍ୟାରେ ହେବ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ। ଏହି କାର୍ଯ୍ୟକ୍ରମ ପାଇଁ ଏବେ ଲୋକଙ୍କୁ ନିମନ୍ତ୍ରଣ ପଠାଯାଉଛି। ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ, ବଡ ବଡ ନେତା, ତଥା ଅଭିନେତାଙ୍କୁ ଆମନ୍ତ୍ରିତ କରାଯାଇଛି। … Read More