ଯୁକ୍ତ ଦୁଇ କଲେଜରେ NEET ଓ JEE ପାଇଁ କୋଚିଂ ଆରମ୍ଭ

ଭୁବନେଶ୍ବର : ଗୁରୁବାରଠାରୁ ଯୁକ୍ତ ଦୁଇ କଲେଜରେ ଆରମ୍ଭ ହୋଇଛି NEET ଓ JEE ପାଇଁ କୋଚିଂ। ଭର୍ଚ୍ଚୁଆଲ ମୋଡରେ ଯୁକ୍ତ ଦୁଇ ଛାତ୍ରଛାତ୍ରୀ ପାଇବେ କୋଚିଂ। ସବୁ ସରକାରୀ ଓ ଅନୁଦାନପ୍ରାପ୍ତ ବେସରକାରୀ କଲେଜରେ ଏହି କୋଟିଂ ଦିଆଯିବ। … Read More

ଏନ୍‌ଫୋର୍ସମେଣ୍ଟ ପାଇଁ ୬୭ ନୂଆ ପଦବୀକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଭୁବନେଶ୍ୱରକୁ ଅତ୍ୟାଧୁନିକ ସୁବିଧା ସୁଯୋଗ ସହିତ ନୂତନ ରୂପରେଖ ଦେବାର ଗୁରୁଦାୟିତ୍ୱ ବହନ କରିଛି। କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାକୁ ଦୃଷ୍ଟିରେ ରଖି ସହରର ସୌନ୍ଦର୍ଯ୍ୟକରଣ ଓ ବିଭିନ୍ନ ଭିତ୍ତିଭୂମି ନିର୍ମାଣ ଉଦ୍ଦେଶ୍ୟରେ କର୍ତ୍ତୃପକ୍ଷର ଏନ୍‌ଫୋର୍ସମେଣ୍ଟ … Read More

ଚିଲିକାରେ ପକ୍ଷୀ ଗଣନା ଆରମ୍ଭ

ଖୋର୍ଦ୍ଧା : ଚିଲିକାରେ ପକ୍ଷୀ ଗଣନା ଆରମ୍ଭ ହୋଇଛି। ଗଣନା ପାଇଁ ପାଞ୍ଚଟି ରେଞ୍ଜରେ ୨୧ ଟିମ୍‌ ନିୟୋଜିତ ହୋଇଛନ୍ତି। ୧୯ଟି ଟିମ୍‌ ଜଳ ଭାଗରେ, ୨ଟି ଟିମ୍‌ ସ୍ଥଳଭାଗରେ ପକ୍ଷୀ ଗଣନା କରୁଛନ୍ତି। ଟାଗିଂ ରେଞ୍ଜରେ ୮ଟି ଟିମ୍‌,ବାଲୁଗାଁରେ … Read More

ଓଡ଼ିଶାରେ କରୋନାର ନୂଆ ଭାରିଆଣ୍ଟ

ଭୁବନେଶ୍ୱର,୪ା୧: ରାଜ୍ୟରେ ଗୁରୁବାର କରୋନାର ନୂଆ ଭାରିଆଣ୍ଟ ଚିହ୍ନଟ ହୋଇଛି। ଜେଏନ୍‌.୧ ନାମକ ଏକ ଭାରିଆଣ୍ଟ ୨ ରୋଗୀଙ୍କଠାରେ ଚିହ୍ନଟ ହୋଇଛି। ସୁନ୍ଦରଗଡ଼ର ଜଣେ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଆଉ ଜଣେ ଭୁବନେଶ୍ୱରର ଏକ ହସ୍ପିଟାଲରେ ଚିକିତ୍ସିତ ହେଉଥିବା … Read More

ଘନକୁହୁଡ଼ିରେ ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ କରିପାରିବ ବିମାନ

ଭୁବନେଶ୍ୱର : ଘନ କୁହୁଡ଼ିରେ ବି ବିମାନ ଅବତରଣ କରିପାରିବ। ପାଇଲଟଙ୍କୁ ରନ୍‌ୱେ ଦୃଶ୍ୟମାନ ହେବ। ଏଥିପାଇଁ ଭୁବନେଶ୍ୱର ବିମାନବନ୍ଦରରେ କାଟାଗୋରୀ-୨ ଭିଜନ ସମ୍ପ୍ରସାରଣ ପାଇଁ କାମ ଚାଲିଥିବା ବିମାନବନ୍ଦର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଏଥିପାଇଁ ରନ୍‌ୱେରେ ୪୦ କୋଟି … Read More

ନୂଆଦିଲ୍ଲୀ ଗଣତନ୍ତ୍ର ଦିବସରେ ଏଥର ଗଡ଼ିବ ଓଡ଼ିଶା ପ୍ରଜ୍ଞାପନ ମେଢ଼, କର୍ତ୍ତବ୍ୟପଥରେ ଓଡ଼ିଶାର କଳା ଦେଖିବେ ଦର୍ଶକ

ନୂଆଦିଲ୍ଲୀ/ଭୁବନେଶ୍ବର: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ଗଣତନ୍ତ୍ର (ସାଧାରଣତନ୍ତ୍ର) ଦିବସ‌ ପରେଡ୍‌ରେ ଏଥର ଓଡ଼ିଶାର ପ୍ରଜ୍ଞାପନ ମେଢ଼ ସ୍ଥାନ ପାଇବ। ଓଡ଼ିଶାର ପ୍ରଜ୍ଞାପନ ମେଢ଼ ମାଧ୍ୟମରେ କର୍ତ୍ତବ୍ୟପଥରେ ଦର୍ଶକମାନେ ଓଡ଼ିଶାର କଳାକୁ ଆଖି ଆଗରେ ଦେଖିବାର ସୁଯୋଗ ପାଇପାରିବେ। ଓଡ଼ିଶାର … Read More

କାଲିଠୁ ଭିତରକନିକା ବନ୍ଦ, ଆରମ୍ଭ ହେବ ବଉଳା କୁମ୍ଭୀର ଓ ପକ୍ଷୀ ଗଣନା

କେନ୍ଦ୍ରାପଡ଼ା : ବଉଳା କୁମ୍ଭୀର ଓ ପକ୍ଷୀ ଗଣନା ପାଇଁ ଆସନ୍ତାକାଲିଠୁ ଭିତରକନିକା ବନ୍ଦ । ଆସନ୍ତାକାଲିଠାରୁ ୧୩ ତାରିଖ ଯାଏଁ ୯ ଦିନ ଧରି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା।୫ଟି ରେଞ୍ଜରେ ଗଣନା ଚାଲିବା ନେଇ ସୂଚନା … Read More

ମାଟି ତଳୁ ଖପୁରୀ ବାହାର କରି କିଏ କରୁଛି ମନ୍ତ୍ରତନ୍ତ୍ର !

ଢେଙ୍କାନାଳ : ୭ ମାସ ତଳେ ମହିଳାଙ୍କ ମୃତ୍ୟୁ ଘଟିଥିଲା। ହେଲେ ବୁଧବାର ବିଳମ୍ୱିତ ରାତିରେ ଗାତ ଖୋଳାଯାଇ ମାଟି ତଳୁ ମହିଳାଙ୍କ ଖପୁରୀ ବାହାର କରାଯାଇ ପୂଜାର୍ଚ୍ଚନା କରାଯାଉଛି। ତେବେ କିଏ ଓ କାହିଁକି ଏପରି କାର୍ଯ୍ୟ କରୁଛନ୍ତି? … Read More

ପୁଣି ଆନ୍ଦୋଳନକୁ ଓହ୍ଲାଇଲା ଡ୍ରାଇଭର ମହାସଂଘ; ଅନିର୍ଦ୍ଦିଷ୍ଟ କାଳ ଯାଏଁ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ

ଭୁବନେଶ୍ବର : ଆଜିଠୁ ପୁଣି ଥରେ ଆରମ୍ଭ ହୋଇଛି ଡ୍ରାଇଭରଙ୍କ ଦେଶବ୍ୟାପୀ ଆନ୍ଦୋଳନ । ନୂଆ ହିଟ୍‌ ଆଣ୍ଡ ରନ ଆଇନକୁ ବିରୋଧ କରି ଦୁଇ ଦିନ ତଳେ ପ୍ରତ୍ୟାହୃତ ହୋଇଥିବା ଆନ୍ଦୋଳନ ଆଜିଠୁ ପୁଣି ଥରେ ସମଗ୍ର ଦେଶରେ … Read More

କୁଳପତିଙ୍କ ମନମୁଖି କାର୍ଯ୍ୟ ବିରୋଧରେ କର୍ମଚାରୀଙ୍କ ଆନ୍ଦୋଳନ

ସମ୍ବଲପୁର: ଛଟେଇ ପ୍ରତିବାଦରେ ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ବବିଦ୍ୟାଳୟର କର୍ମଚାରୀମାନେ କାର୍ଯ୍ୟ ବନ୍ଦ ଡାକରା ଦେଇଥିଲେ । ମନଇଛା କାର୍ଯ୍ୟରୁ ଛଟେଇ କରିବା, ଛୁଟିଦିନ ଅଫିସ ନଆସିଲେ ଦରମା କାଟିବା, କର୍ମଚାରୀଙ୍କୁ ଗାଳିଗୁଲଜ, କର୍ମଚାରୀଙ୍କ ମଧ୍ୟରେ ପକ୍ଷପାତିତା, ଦରମା ସବୁ … Read More