ବିଜେପି ପକ୍ଷରୁ କଳାହାଣ୍ଡି ବନ୍ଦ ପାଳନ
ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ଚାଷୀଙ୍କ ଧାନ ଓ କପାର କଟ୍ନି ଛଟ୍ନି ଓ ଅନ୍ୟାନ୍ୟ ସମସ୍ୟାକୁ ନେଇ କଳାହାଣ୍ଡି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଓ ପ୍ରତିବାଦ କରାଯାଇଥିଲା। କିନ୍ତୁ ଜିଲ୍ଲା ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇ ନ … Read More