ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲାଗି ରାଜ୍ୟର ସବୁ ଗାଁକୁ ପରିକ୍ରମା ଆରମ୍ଭ କଲା ଶ୍ରୀଜଗନ୍ନାଥ ଅର୍ପଣ ରଥ

ପୁରୀ,୬।୧: ଆସନ୍ତା ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ହେବ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆଜିଠାରୁ ଶ୍ରୀଜଗନ୍ନାଥ ଅର୍ପଣ ରଥର ଶୁଭାରମ୍ଭ କରାଯାଇଛି । ଏହି ରଥ ଓଡ଼ିଶାର ପ୍ରତ୍ୟେକ ଗ୍ରାମ ପରିକ୍ରମା କରିବା ସହ … Read More

ଆନ୍ଦୋଳନରୁ ଓହରିଲା ରାଜ୍ୟ ଡ୍ରାଇଭର ସଂଘ

ଭୁବନେଶ୍ବର: ରାଜ୍ୟରେ ଡାକରା ଦିଆଯାଇଥିବା ଆନ୍ଦୋଳନକୁ ଓଡ଼ିଶା ଚାଳକ ମହାସଂଘ ସ୍ଥଗିତ ରଖିଛି। ସରକାରଙ୍କ ଆହ୍ବାନ ପରେ ଆନ୍ଦୋଳନରୁ ଓହରିବାକୁ ରାଜ୍ୟ ଡ୍ରାଇଭର ମହାସଂଘ ସଭାପତି ପ୍ରଶାନ୍ତ ମେଣ୍ଡୁଲିଙ୍କ ଆହ୍ବାନ ଦେଇଛନ୍ତି। ଭିଡିଓ ଜାରି କରି ଚାଳକମାନଙ୍କୁ ଷ୍ଟିଅରିଂ ଛାଡ଼ … Read More

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ସମାରୋହ ପାଇଁ ପ୍ରସ୍ତୁତି ବୈଠକ

ଭୁବନେଶ୍ବର: ୨୦୨୪ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ସମାରୋହ ନିମନ୍ତେ ଆଜି ସୂଚନା ଓ ଲୋକସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ମହାତ୍ମାଗାନ୍ଧୀ ମାର୍ଗରେ ଆୟୋଜିତ ହେବାକୁ ଥିବା ଏହି … Read More

ଗୁଗଲ କ୍ରୋମ୍ ରେ ୱେବସାଇଟ୍ ବ୍ରାଉଜ କରୁଥିବା ୟୁଜର୍ସଙ୍କ ଡାଟାକୁ କେହି ଟ୍ରାକ୍ କରିପାରିବେ ନାହିଁ

ନୂଆଦିଲ୍ଲୀ: ନୂଆ ବର୍ଷ ଅର୍ଥାତ୍ ୨୦୨୪ ପରେ ଗୁଗୁଲ୍ ନିଜର ଲକ୍ଷ ଲକ୍ଷ ୟୁଜର୍ସଙ୍କୁ ଏକ ନୂଆ ଉପହାର ଦେଇଛି। ଏବେ ଗୁଗଲର କ୍ରୋମ୍ ରେ ୱେବସାଇଟ୍ ବ୍ରାଉଜ କରୁଥିବା ୟୁଜର୍ସଙ୍କ ଡାଟାକୁ କେହି ଟ୍ରାକ୍ କରିପାରିବେ ନାହିଁ।ଯେତେବେଳେ ବି … Read More

ଇଡି ଅଧିକାରୀଙ୍କ ଉପରେ ଆକ୍ରମଣ ପରେ ବାଂଲାଦେଶ ଫେରାର ଉଦ୍ୟମରେ ଅଛନ୍ତି ଟିଏମସି ନେତା ଶାହାଜାହାନ ଶେଖ, ଲୁକ ଆଉଟ ନୋଟିସ ଜାରି

ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ଜଣେ ଟିଏମସି ନେତା ଶାହାଜାହାନ ଶେଖଙ୍କ ବିରୋଧରେ ଲୁକ୍ ଆଉଟ୍ ନୋଟିସ୍ ଜାରି ହୋଇଛି । ଏହା ମଧ୍ୟ ଜଣାପଡିଛି ଯେ ଇଡି ଚଢ଼ାଉ ସମୟରେ ଶାହାଜାହାନ ଶେଖ ତାଙ୍କ ଘରେ ଥିଲେ ଏବଂ ଇଡି ଅଧିକାରୀଙ୍କ … Read More

ଅଯୋଧ୍ୟାର ଭବ୍ୟ ମନ୍ଦିରରେ ପୂଜା ପାଇବେ କଳା ରଙ୍ଗର ପଥରରେ ତିଆରି ରାମ ଲଲା

ଅଯୋଧ୍ୟା : ଅଯୋଧ୍ୟାର ଭବ୍ୟ ରାମ ମନ୍ଦିରର ପ୍ରତିଷ୍ଠା ଉତ୍ସବ ପାଖେଇ ଆସୁଥିବା ବେଳେ ପ୍ରତିଦିନ ଆସୁଛି କିଛି କିଛି ରୋଚକ ତଥ୍ୟ। ଆଜି ରାମ ଲଲାଙ୍କ ମୂର୍ତ୍ତିକୁ ନେଇ ଆସିଛି ଏକ ତଥ୍ୟ। ରାମ ଲଲାଙ୍କର ୫ ବର୍ଷର … Read More

ମାତ୍ର ୧୨ ବର୍ଷ ବୟସରେ ରଣଜୀ ଟ୍ରଫିରେ କଲେ ଡେବ୍ୟୁ କଲେ ବୈଭବ

ପାଟନା : କ୍ରିକେଟ ଜଗତର ବହୁ କିମ୍ବଦନ୍ତୀ ଖେଳାଳିଙ୍କୁ ପଛରେ ପକାଇ ଇତିହାସ ସୃଷ୍ଟି କରିଛନ୍ତି ବିହାରର ବୈଭବ ସୂର୍ଯ୍ୟବଂଶୀ। ସେ ମାତ୍ର ୧୨ ବର୍ଷ ବୟସରେ ରଣଜୀ ଟ୍ରଫିରେ ଡେବ୍ୟୁ କରି ଚର୍ଚ୍ଚାରେ ଅଛନ୍ତି। ଏହି ସଫଳତା ସହ … Read More

ମହାଦେବ ବେଟିଂ ଆପ୍‌: ଚାର୍ଜସିଟ୍‌ରେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନାଁ

ନୂଆଦିଲ୍ଲୀ : ମହାଦେବ ଅନ୍‌ଲାଇନ୍ ବେଟିଂ ଆପ୍‌ ମାମଲାରେ ଫସିଲେ ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଜାରି କରିଥିବା ଚାର୍ଜସିଟ୍‌ରେ ତାଙ୍କ ନାଁ ରହିଛି। ଏହାକୁ ନେଇ ତାଙ୍କ ଅଡୁଆ ବଢ଼ିପାରେ ବୋଲି କୁହାଯାଉଛି। ଚାର୍ଜସିଟରେ … Read More

୨୦୨୪ ହେବାକୁ ଯାଉଛି ବିଶ୍ୱର ନିର୍ବାଚନ ବର୍ଷ, ୬୦ ଦେଶରେ ୨୦୦ କୋଟି ଭୋଟର ବାଛିବେ ସରକାର

ନୂଆଦିଲ୍ଲୀ : ସାରା ପୃଥିବୀରେ ୨୦୨୪ ହେବାକୁ ଯାଉଛି ନିର୍ବାଚନର ବର୍ଷ। କାରଣ ଚଳିତ ବର୍ଷ ବିଶ୍ୱର ପ୍ରାୟ ଅଧିକାଂଶ ଦେଶରେ ହେବ ନିର୍ବାଚନ। ସଂକ୍ଷେପରେ କହିବାକୁ ଗଲେ ବିଶ୍ୱ ଜନସଂଖ୍ୟାର ଅଧା ଭାଗ ଲୋକ ଏହି ବର୍ଷ ଭୋଟ୍ … Read More

ରାଜ୍ୟ ସରକାରଙ୍କୁ ସମାଲୋଚନା କଲେ ନୂଆ କଂଗ୍ରେସ ପ୍ରଭାରୀ ଡାକ୍ତର ଅଜୟ କୁମାର

ଭୁବନେଶ୍ବର: ଓଡ଼ିଶାରେ ପାଦ ଦେଉ ଦେଉ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି ନୂଆ କଂଗ୍ରେସ ପ୍ରଭାରୀ ଡାକ୍ତର ଅଜୟ କୁମାର। ସେ କହିଛନ୍ତି, ବାହାର ଲୋକଙ୍କୁ ହଟାଅ, ଓଡ଼ିଆଙ୍କୁ ଆଣ। ଓଡ଼ିଶା ଫର ଓଡ଼ିଆ, ଅଫ ଓଡ଼ିଆ, ବାୟ ଓଡ଼ିଆ। … Read More