ଓଡ଼ିଶାରେ ବିଜେଡି ଓ ବିଜେପି ଭିତରେ ବୁଝାମଣା ହୋଇଛି: କଂଗ୍ରେସ ପ୍ରଭାରୀ ଅଜୟ କୁମାର
ଭୁବନେଶ୍ବର: ଆଗାମୀ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶାରେ ବିଜେଡି ଓ ବିଜେପି ଭିତରେ ବୁଝାମଣା ହୋଇଛି। ବିଜେଡି ବିଜେପିକୁ ୧୫ ଲୋକସଭା ଆସନ ଦେବାକୁ ବୁଝାମଣା ହୋଇଛି। ଆଜି କଂଗ୍ରେସ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଏଭଳି ବିସ୍ଫୋରକ … Read More