ହଷ୍ଟେଲରୁ ସପ୍ତମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ରାଉରକେଲାର ଛେଣ୍ଡ ଥାନା ଅନ୍ତର୍ଗତ ‘ଅନ୍ୱେଷା’ ହଷ୍ଟେଲରୁ ଜଣେ ସପ୍ତମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ କୃଷ୍ଣ କୁଜୁର। ତାଙ୍କ ଘର ଗୁରୁଣ୍ଡିଆ ବ୍ଲକ୍ ସୋଲ ଗାଁରେ। ସେ ରାଉରକେଲା ସହରରେ ଥିବା ଏକ … Read More