ସଲମାନଙ୍କ ଫାର୍ମ ହାଉସରେ ପଶିବାକୁ ଚେଷ୍ଟା କରି ୨ ଗିରଫ
ବଲିଉଡ ଅଭିନେତା ସଲମାନ ଖାନ୍ଙ୍କୁ ଯେବେ ଠାରୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗଠାରୁ ହତ୍ୟା ଧମକ ମିଳିଛି, ସେବେଠୁ ତାଙ୍କ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି। ଏହାରି ଭିତରେ ତାଙ୍କ ପନଭେଲ ସ୍ଥିତ ଫାର୍ମ ହାଉସକୁ ପଶିବାକୁ କିଛି ସନ୍ଦିଗ୍ଧ ବ୍ୟକ୍ତି … Read More